ଗଜପତିରେ ରେକର୍ଡ ଭାଙ୍ଗୁଛି ବର୍ଷା

ପାରଳାଖେମୁଣ୍ଡି,୧ା୯(ଗିରିଧାରୀ ପରିଛା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିଛି। ହେଲେ ଗଜପତି ଜିଲାର ୭ଟି ବ୍ଲକ ଅଞ୍ଚଳ ଓ ସହରାଞ୍ଚଳରେ ରବିବାର ୧୧୧.୪ ମି.ମି. ବର୍ଷା ହୋଇଥିବା ରେକର୍ଡ କରାଯାଇଛି।

ମୋହନା ବ୍ଲକରେ ସର୍ବାଧିକ ୩୦.୦ମି.ମି. ବର୍ଷା ହୋଇଥିବା ବେଳେ ପାରଳାଖେମୁଣ୍ଡି ସହରାଞ୍ଚଳରେ ୨୫.୦ମି.ମି., ରାୟଗଡ଼ା ବ୍ଲକରେ ୭.୦ମି.ମି., ଗୁମ୍ମା ବ୍ଲକରେ ୮.୦ମି.ମି., ନୂଆଗଡ଼ ବ୍ଲକରେ ୫.୪ ମି.ମି., ଗୋଷାଣି ବ୍ଲକରେ ୨୨.୦ମି.ମି., କାଶୀନଗର ବ୍ଲକରେ ୧୪.୦ମି.ମି. ବର୍ଷା ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା, ନ୍ୟାୟ ପାଇଁ ଧାରଣାରେ ବସିଲେ ଗ୍ରାମବାସୀ

ତେନ୍ତୁଳିଖୁଣ୍ଟି,୧୮ା୯(ଚିଦାନନ୍ଦ ସାହୁ) : ନବରଙ୍ଗପୁର ଜିଲାର ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟା ଗାଁରେ ପୁଣି ଲଜ୍ଜା। ଜଣେ ୧୧ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ...

ବଢ଼ିଲା ଡିଜିପି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ

କଟକ,୧୮ା୯: ପୋଲିସ ଡିଜି ଯୋଗେଶ ବାହାଦୂର (ଓ୍ବାଇବି) ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଛି। ରାଜ୍ୟ ସରକାର ୨୦୨୬ ପର୍ଯ୍ୟନ୍ତ ତାଙ୍କର କାର୍ଯ୍ୟକାଳ ବଢ଼ାଇଛନ୍ତି। ତେବେ ଏହି କାର୍ଯ୍ୟକାଳକୁ...

ଦାୟିତ୍ୱ ହସ୍ତାନ୍ତର ପରେ ବି ଖୋଲୁନି ସୁବିଧା କେନ୍ଦ୍ର, ଲକ୍ଷ୍ମୀ ବସ୍‌ ହଟାଇବାକୁ ଦାବି

ଦାରିଙ୍ଗବାଡ଼ି,୧୮ା୯(ଅରୁଣ ସାହୁ): କିଛିଦିନ ପରେ ଶୀତ ଆସିବ ଆଉ ଦାରିଙ୍ଗବାଡ଼ିକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବ। ତେବେ ଦୀର୍ଘଦିନରୁ ପର୍ଯ୍ୟଟକଙ୍କ ପାଇଁ ରହିଥିବା ସୁବିଧା କେନ୍ଦ୍ରଟି ତାଲା...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

ସୁଭଦ୍ରା ଟଙ୍କା ପାଇଁ ଠେଲାପେଲା: ମେସେଜ ଆସିନଥିବାରୁ ବ୍ୟାଙ୍କରେ ଭୟଙ୍କର ଭିଡ

ବରୀ,୧୮ା୯(ମହେନ୍ଦ୍ର ସ୍ୱାଇଁ): ସାରା ଓଡ଼ିଶାରେ ଏବେ ସୁଭଦ୍ରା ଚର୍ଚ୍ଚା। ଯୁଆଡେ ଦେଖିଲେ ସମସ୍ତଙ୍କ ମୁହଁରେ ସୁଭଦ୍ରା ଟଙ୍କା ଆସିଲା କି ନାହିଁ ପ୍ରଶ୍ନ। ଏହାରି ମଧ୍ୟରେ...

ଆତଙ୍କ ସୃଷ୍ଟି କରୁଥବା ଦନ୍ତାହାତୀକୁ ଟ୍ରାଙ୍କୁଲାଇଜ୍‌, ରେଡିଓକୋଲାର ଲଗାଇଲା ବନ ବିଭାଗ

ଟେନ୍‌ସା,୧୮ା୯(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ଓ ବରସୁଆଁ ଫରେଷ୍ଟ ରେଞ୍ଜ ଅଞ୍ଚଳରେ ଗତ ୫ବର୍ଷ ଧରି ଆତଙ୍କ ଚଳାଉଥିଲା। ଦନ୍ତାହାତୀଟିକୁ ବନ ବିଭାଗ...

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି, ପହଞ୍ଚିଲେ ଡାକ୍ତରୀ ଟିମ୍‌

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପିଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା...

ସରକାରୀ କ୍ୱାର୍ଟର୍ସରୁ ମିଳିଲା ଫରେଷ୍ଟରଙ୍କ ମୃତଦେହ

ଭବାନୀପାଟଣା,୧୮।୯ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ସରକାରୀ କ୍ୱାର୍ଟର୍ସରୁ ବୁଧବାର ସକାଳରେ ଜଣେ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଫରେଷ୍ଟରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri