ଆଜିଠାରୁ ହବିଷ୍ୟାଳି ଯୋଜନାରେ ପଞ୍ଜୀକରଣ ଆରମ୍ଭ,ଶୀଘ୍ର କରନ୍ତୁ ….

ଭୁବନେଶ୍ୱର,୬।୧୦: ହବିଷ୍ୟାଳି ଯୋଜନାରେ ଆଜିଠାରୁ ପଞ୍ଜୀକରଣ ଆରମ୍ଭ ହେବ । ପୁରୀରେ ରହି ହବିଷ୍ୟ ବ୍ରତ ପାଇଁ ବ୍ରତଧାରୀ ମାନଙ୍କ ପାଇଁ ଆଜି ଠାରୁ ପଞ୍ଜୀକରଣ ଆରମ୍ଭ ହୋଇ ଏହା ଅକ୍ଟୋବର ୧୧ ତାରିଖ ଅଥବା ଧାର୍ଯ୍ୟ ଲକ୍ଷ ପୂରଣ ପର୍ଯ୍ୟନ୍ତ ଜାରି ରହିବ । ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳିଙ୍କ ପାଇଁ ଏଥର ବ୍ୟବସ୍ଥା ହୋଇଛି । ଏନେଇ ପୂର୍ବରୁ ବିଜ୍ଞପ୍ତି ଜାରୀ ହୋଇଛି ।

ଅକ୍ଟୋବର ୧୮ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ । ଗତଥର ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ହବିଷ୍ୟାଳି ରହିବେ । ତେବେ ଏଥର ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ ମାଧ୍ୟମରେ କରାଯିବାକୁ ଥିବା ବେଳେ କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ପୁରୀ ଜିଲାପାଳ ଯୋଜନା କରିଛନ୍ତି ।

ଏକମାସ ଧରି ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ ଏ ନେଇ ଶ୍ରୀ ମନ୍ଦିର ପ୍ରଶାସନ ସହ ଆଲୋଚନା ଶେଷ ହୋଇଛି । ସେପଟେ ପୁଣ୍ୟର ମାସ କାର୍ତ୍ତିକରେ ବ୍ରତଧାୀରୀ ମାନଙ୍କ ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କରାଯିବ ବୋଲ ଜିଲାପାଳ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲ

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS)...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image