‘ରିଲାଏନ୍ସ ଜୁଏଲ୍‌ସ ଡ୍ରିମ୍‌ ଡାଇମଣ୍ଡ ସେଲ୍‌’

ନୂଆଦିଲ୍ଲୀ,୨୦।୧:ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ରିଲାଏନ୍ସ ଜୁଏଲ୍‌ସ ପକ୍ଷରୁ ନିକଟରେ ‘ରିଲାଏନ୍ସ ଜୁଏଲ୍‌ସ ଡ୍ରିମ୍‌ ଡାଏମଣ୍ଡ ସେଲ୍‌’ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ବ୍ରାଣ୍ଡ୍‌ର ଗ୍ରାହକମାନଙ୍କୁ ସର୍ବୋତ୍କୃଷ୍ଟ ଶପିଂ ଅନୁଭବ ପ୍ରଦାନ କରାଇବା ପାଇଁ ଆକର୍ଷଣୀୟ ଡିଜାଇନ, ୟୁନିକ୍‌ କଲେକ୍‌ସନ ଓ ଆହୁରି ଅନେକ କିଛି ଆକର୍ଷଣୀୟ ଅଫର ମଧ୍ୟ ଉପଲବ୍ଧ। ବିଶେଷକରି ଉକ୍ତ ଡାଇମଣ୍ଡ ସେଲ୍‌ରେ ବ୍ୟାପକ କଲେକସନ ଯଥା ନେକ୍‌ଲେସ୍‌ ସେଟ୍‌, ପେଣ୍ଡାଣ୍ଟ ସେଟ୍‌, ଚୁଡ଼ି, ବ୍ରେସ୍‌ଲେଟ୍‌, ରିଙ୍ଗ୍‌ ଓ ଆହୁରି ଅନେକ ଆକର୍ଷଣୀୟ ଡିଜାଇନ ପ୍ରଦର୍ଶିତ କରିଥାଏ, ଯାହା ଆପଣଙ୍କର ସ୍ବତନ୍ତ୍ର ଅବସରକୁ ଆହୁରି ସ୍ମରଣୀୟ କରିଥାଏ। ସେହିଭଳି ଏହି ସେଲ୍‌ ଅବସରରେ ଡାଇମଣ୍ଡ ମୂଲ୍ୟର ୨୫% ପର୍ଯ୍ୟନ୍ତ ଆକର୍ଷଣୀୟ ରିହାତି ରହିଛି। ଏହି ଅଫର ଚଳିତ ବର୍ଷ ୧୪ ଫେବୃୟାରୀ ପର୍ଯ୍ୟନ୍ତ ବୈଧ ରହିଛି। ସର୍ତ୍ତ ଓ ନିୟମାବଳୀ ଲାଗୁ ହେବ। ଏ ସମ୍ପର୍କରେ ରିଲାଏନ୍ସ ଜୁଏଲ୍‌ସର ସିଇଓ ସୁନୀଲ୍‌ ନାୟକ କହିଛନ୍ତି, ଆମର ଡାଇମଣ୍ଡ ଜୁଏଲେରି କଲେକ୍‌ସନ ହେଉଛି ଏକ ସ୍ବତନ୍ତ୍ର କଳାକୃତିର ଡିଜାଇନ। ଏହି ଜୁଏଲେରି ପିସ୍‌ଗୁଡ଼ିକୁ ବହୁତ ଯତ୍ନର ସହିତ ପ୍ରସ୍ତୁତ କରାଯାଇଥାଏ। ଏହାଦ୍ୱାରା ପ୍ରତ୍ୟେକ ପିସ୍‌ ଯେପରି ଏକ ଟାଇମଲେସ୍‌ ମାଷ୍ଟରପିସ୍‌ ହେବ ତାହାକୁ ସୁନିଶ୍ଚିତ କରାଯାଇପାରିବ। ଏହା ସୌନ୍ଦର୍ଯ୍ୟ, ଲକ୍‌ଜୁରି ଓ ଚିରନ୍ତନ ପ୍ରେମର ଏକ ନିଦର୍ଶନ। ଡାଇମଣ୍ଡ ଜୁଏଲେରି ହେଉଛି ସୌନ୍ଦର୍ଯ୍ୟ ଓ ଉତ୍କୃଷ୍ଟ କଳାକୃତିର ଏକ ଅତୁଳନୀୟ ସମାହାର। ରିଲାଏନ୍ସ ଜୁଏଲ୍‌ସର ଡାଇମଣ୍ଡ କଲେକ୍‌ସନ ସହିତ ଆମେ ଆମର ଗ୍ରାହକମାନଙ୍କୁ ଆକର୍ଷଣୀୟ ଡିଜାଇନ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଥାଉ, ଯାହାକୁ ଆପଣ ସାରା ଜୀବନ ନିଜ ପାଖରେ ରଖିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲରେନ୍ସ ବିଷ୍ଣୋଇଙ୍କ ଫଟୋ ଥାଇ ଟି-ସାର୍ଟ ବିକି ଫସିଲା ମିଶୋ

ନୂଆଦିଲ୍ଲୀ,୫।୧୧: ଜେଲରେ ଥିବା ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ ନାମ ବର୍ତ୍ତମାନ ଖବରରେ ଅଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୋସେୱାଲାଙ୍କ ହତ୍ୟା ମାମଲାରେ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ୱାକାଥନ୍‌ ଜରିଆରେ ଜାଗରୁକତା ସୃଷ୍ଟି

ଭୁବନେଶ୍ୱର,୫।୧୧: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର କଟକ ମଣ୍ଡଳ ପକ୍ଷରୁ ସତର୍କତା ସଚେତନତା ସପ୍ତାହ ନିକଟରେ ପାଳିତ ହୋଇଯାଇଛି। ଏପରିକି ୨୦୨୪ ଅକ୍ଟୋବର ୨୮ରୁ ନଭେମ୍ବର ୩...

ନାଲ୍‌କୋରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ ବା ନାଲକୋ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪...

ବିଓଏମ୍‌ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୫।୧୧: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌) ର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ସତର୍କତା ସଚେତନତା ସପ୍ତାହ ନିକଟରେ ଶେଷ ହୋଇଯାଇଛି। ଏପରିକି ୨୦୨୪...

ଦିନକରେ ୬ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୫।୧୦: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଓ ଭୂ-ରାଜନୈତିକ ବାତାବରଣ ଯୋଗୁ ଭାରତୀୟ ପୁଞ୍ଜି ବଜାର ଓ ଷ୍ଟକ ମାର୍କେଟ କାରବାରରେ ଏକ ପ୍ରକାରର ବଡ ଧରଣର ପ୍ରଭାବ...

ନଭେମ୍ବର ୮ରୁ ‘ପଥ ପ୍ରଦର୍ଶକ ୨.୦’

ଭୁବନେଶ୍ୱର,୫।୧୧: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ କ୍ୟାରିୟର ମ୍ୟାପ୍‌ ପକ୍ଷରୁ ଚଳିତ ବର୍ଷ ନଭେମ୍ବର ୮ରୁ ଏକ ୨ଦିନିଆ ପ୍ରଦର୍ଶନୀ ‘ପଥ ପ୍ରଦର୍ଶକ...

ସର୍ବକାଳୀନ ସର୍ବନିମ୍ନ ସ୍ତରକୁ ଖସିଲା ଟଙ୍କା ମୂଲ୍ୟ

ନୂଆଦିଲ୍ଲୀ,୪।୧୧: ଆମେରିକୀୟ ଦୁର୍ବଳତାର ଫାଇଦା ନେଇ ଅନ୍ୟ ଏସୀୟ ବଜାର ଲାଭାନ୍ବିତ ହୋଇଥିବା ବେଳେ କ୍ଷତିର ସମ୍ମୁଖୀନ ହୋଇଛି ଭାରତୀୟ ଟଙ୍କା। ସ୍ଥାନୀୟ ଷ୍ଟକରୁ କ୍ରମାଗତ...

ପୁଣି ବଢିବ ତେଲ ଦର: ଉତ୍ପାଦନକାରୀ ଦେଶ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୧୧: ଅଶୋଧିତ ତୈଳ ଉତ୍ପାଦନ ହ୍ରାସ କରିବାକୁ ଉତ୍ପାଦନକାରୀ ରାଷ୍ଟ୍ର(ଓପେକ ପ୍ଲସ)ଗୁଡିକ ନିଷ୍ପତ୍ତି ନେବା ପରେ ତେଲ ମୂଲ୍ୟ ୨ ପ୍ରତିଶତ ବୃଦ୍ଧି ପାଇଛି। ଯେତେବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri