ମୋବାଇଲ ରିଚାର୍ଜ ଦାମ୍‌ ବଢାଇଲା ଜିଓ ରିଲାଏନ୍ସ, ୩ ଜୁଲାଇରୁ ହେବ ଲାଗୁ, ଜାଣନ୍ତୁ କେତେ ଟଙ୍କାରେ ମିଳିବ ପ୍ଲାନ୍‌

ନୂଆଦିଲ୍ଲୀ,୨୭।୬: ମୋବାଇଲ ରିଚାର୍ଜ ଶୁଳ୍କ ମହଙ୍ଗା ହୋଇଛି। ଦେଶର ବୃହତ୍ତମ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଇନଫୋକମ ମୋବାଇଲ ରିଚାର୍ଜ ଶୁଳ୍କ ବୃଦ୍ଧି କରି ଏକ ନୂତନ ଶୁଳ୍କ ଯୋଜନା ପ୍ରଣୟନ କରିଛି। ଜିଓର ନୂତନ ଶୁଳ୍କ ଯୋଜନା ୨୦୨୪ ଜୁଲାଇ ୩ରୁ କାର୍ଯ୍ୟକାରୀ ହେବ।

ନୂତନ ଶୁଳ୍କ ଯୋଜନା ଅନୁଯାୟୀ, ମାସିକ ଯୋଜନା ପାଇଁ ୨୮ ଦିନ ବୈଧତା ସହିତ ୧୫୫ ଟଙ୍କା ଦେବାକୁ ପଡୁଥିଲା, ବର୍ତ୍ତମାନ ୧୮୯ ଟଙ୍କା ଦେବାକୁ ପଡିବ। ୨୦୯ ଟଙ୍କା ଯୋଜନା ପାଇଁ ଆପଣଙ୍କୁ ୨୪୯ଟଙ୍କା ଦେବାକୁ ପଡିବ। ସେହିପରି ୨୩୯ ଟଙ୍କା ପାଇଁ ଆପଣଙ୍କୁ ୨୯୯ଟଙ୍କା, ୨୯୯ ଟଙ୍କା ପାଇଁ ୩୪୯, ୨୮ ଦିନିଆ ୩୪୯ ଟଙ୍କା ଯୋଜନା ପାଇଁ ଯେଉଁଥିରେ ପ୍ରତିଦିନ ୨.୫ ଜିବି ଡାଟା ଉପଲବ୍ଧ ଥିଲା, ତାହାକୁ ଏବେ ୩୯୯ ଟଙ୍କା ଦେବାକୁ ପଡିବ। ୩୯୯ ଟଙ୍କା ଯୋଜନା ପାଇଁ, ଆପଣଙ୍କୁ ୪୪୯ ଟଙ୍କା ଦେବାକୁ ପଡିବ। ଯେଉଁଥିରେ ଆପଣ ୩ ଜିବି ଡାଟା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଟ୍‌ନେସ୍‌ ଚ୍ୟାଲେଞ୍ଜ ଜରିଆରେ ଡକ୍ଟର୍ସ ଡେ ପାଳିତ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଏଚସିଜି ପଣ୍ଡା କ୍ୟାନସର ହସ୍ପିଟାଲ କଟକ ପକ୍ଷରୁ ଜାତୀୟ ଡାକ୍ତର ଦିବସ (ଡକ୍ଟର୍ସ ଡେ)...

୭୬ତମ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ସ ଡେ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ଦେଶର ପ୍ରମୁଖ କେନ୍ଦ୍ରୀୟ ପ୍ରତିଷ୍ଠାନ ତଥା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌ସ ଅଫ୍‌ ଇଣ୍ଡିଆ (ଆଇସିଏଆଇ)ର ଭୁବନେଶ୍ୱର ଶାଖା ପକ୍ଷରୁ ସୋମବାର ୭୬ତମ...

ଜୁନ୍‌ରେ ଖସିଲା ୟୁପିଆଇ କାରବାର

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ (ୟୁପିଆଇ) କାରବାରର ପରିମାଣ ଏବଂ ମୂଲ୍ୟ ମେ’ ମାସ ତୁଳନାରେ ଜୁନରେ ସାମାନ୍ୟ ହ୍ରାସ ପାଇଛି। ନ୍ୟାଶନାଲ ପେମେଣ୍ଟ କର୍ପୋରେଶନ...

ବିଓବି କଟକ କ୍ଷେତ୍ର ପକ୍ଷରୁ ରାଜଭାଷା ସଂଗୋଷ୍ଠୀ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨।୭: (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗ(ତତ୍ତ୍ବାବଧାନ)ରେ ପ୍ରସିଦ୍ଧ ହିନ୍ଦୀ କବି ନାଗାର୍ଜୁନଙ୍କ ଜନ୍ମ ଦିବସ...

ପିଏମ୍‌ବିଆଇ ପକ୍ଷରୁ ଡାକ୍ତର ଦିବସ

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ଫାର୍ମାସ୍ୟୁଟିକାଲ୍‌ସ ଆଣ୍ଡ ମେଡିକାଲ ଡିଭାଇସେସ୍‌ ବ୍ୟୁରୋ ଅଫ୍‌ ଇଣ୍ଡିଆ(ପିଏମ୍‌ବିଆଇ) ପକ୍ଷରୁ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ଲୋକଙ୍କ ଜୀବନ ବଞ୍ଚାଉଥିବା ଡାକ୍ତରଙ୍କ...

ଉତ୍କଳ ହସ୍ପିଟାଲ ପାଳିଲା ଡାକ୍ତର ଦିବସ

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ନୀଳାଦ୍ରି ବିହାରସ୍ଥିତ ଘରୋଇ ସୁପର ମଲ୍ଟିସ୍ପେଶିିଆଲଟି ଉତ୍କଳ ହସ୍ପିଟାଲରେ ସୋମବାର ଜାତୀୟ ଡାକ୍ତର ଦିବସ ପାଳିତ ହୋଇଯାଇଛି। ହସ୍ପିଟାଲରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ଉତ୍କଳ...

ପତଞ୍ଜଳି ଆୟୁର୍ବେଦକୁ ଅଧିଗ୍ରହଣ କରିବ ପିଏଫ୍‌ଏଲ୍‌

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ପତଞ୍ଜଳି ଫୁଡ୍‌ ଲିମିଟେଡ୍‌(ପିଏଫଏଲ) ବୋର୍ଡ ଏହାର ପ୍ୟାରେଣ୍ଟ କମ୍ପାନୀ ପତଞ୍ଜଳି ଆୟୁର୍ବେଦର ‘ହୋମ୍‌ ଆଣ୍ଡ ପର୍ସନାଲ କେୟାର’ ବ୍ୟବସାୟ କ୍ରୟ ପ୍ରସ୍ତାବକୁ ଅନୁମୋଦନ...

ଫେରିନି ୭୫୮୧ କୋଟିର ୨୦୦୦ ଟଙ୍କିଆ ନୋଟ୍‌

ଭୁବନେଶ୍ୱର,୨।୭(ଅନୁରାଧା ମହାରଣା): ବର୍ତ୍ତମାନ ସୁଦ୍ଧା ୨୦୦୦ଟଙ୍କିଆ ନୋଟର ମୋଟ ୯୭.୮୭ ପ୍ରତିଶତ ବ୍ୟାଙ୍କିଙ୍ଗ୍‌ ସିଷ୍ଟମକୁ ଫେରିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଏକ ବିବୃତି ଜାରି କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri