ମୁକେଶ ଅମ୍ବାନୀଙ୍କ ଝିଅ ଈଶାଙ୍କ ବିବାହରେ ଖାଦ୍ୟ ପରସୁଥିଲେ ବଲିଉଡ୍‌ର ସୁପରଷ୍ଟାର: ଜାଣନ୍ତୁ କାହିଁକି…

ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ମୁଖ୍ୟ ମୁକେଶ ଅମ୍ବାନୀଙ୍କର ଏକମାତ୍ର କନ୍ୟା ଈଶା ଅମ୍ବାନୀଙ୍କ ବିବାହ ୧୨ ଡିସେମ୍ବର, ୨୦୧୮ରେ ପିରାମଲ ଇଣ୍ଡଷ୍ଟ୍ରିର ମୁଖ୍ୟ ଆନନ୍ଦ ପିରାମଲଙ୍କ ସହ ହୋଇଥିଲା। ଅମ୍ବାନୀ ପରିବାରର ଏହି ବିବାହରେ ଦେଶ, ବିଦେଶରୁ ଅନେକ ବଡ ବଡ଼ ଲୋକ ଉପସ୍ଥିତ ହୋଇଥିଲେ। ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କଠାରୁ ଆରମ୍ଭ କରି ଶାହାରୁଖ୍‌ ଖାନ୍‌ଙ୍କ ପରି କଳାକାରମାନେ ଏହି ବିବାହରେ ଉପସ୍ଥିତ ହୋଇ ବରଯାତ୍ରୀମାନଙ୍କୁ ଖାଦ୍ୟ ପରସୁଥିବା ଆମେ ଭିଡିଓ ଏବଂ ଫଟୋରେ ଦେଖିଛୁ। ତେବେ ଜାଣିବେ ବଲିଉଡ୍‌ ସୁପରଷ୍ଟାରମାନେ କାହିଁକି ଖାଦ୍ୟ ପରସୁଥିଲେ।
ଈଶାଙ୍କ ବିବାହରେ ଅଭିଷେକ ବଚ୍ଚନ ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ପହଞ୍ଚିଥିଲେ। ଏହି ବିବାହ ପରେ ଜଣେ ଟ୍ବିଟର ଅଭିଷେକଙ୍କୁ ଟ୍ରୋଲ କରି କହିଥିଲେ ଯେ, ତମେମାନେ ମୁକେଶ ଅମ୍ବାନୀଙ୍କ ଝିଅ ବିବାହରେ ଖାଦ୍ୟ ପରସୁଛ। ଏମିତି କ’ଣ ପାଇଁ? ଉତ୍ତରରେ ଅଭିଷେକ କହିଥିଲେ, ବରଯାତ୍ରୀରେ ଖାଦ୍ୟ ପରସିବା ଗୁଜୁରାଟୀ ବିବାହର ଏକ ପ୍ରଥା। ଏହି ପ୍ରଥାକୁ ‘ସଜ୍ଜନ ଘୋଟା’ କୁହାଯାଏ। ଏହି ପ୍ରଥା ଅନୁସାରେ, ଝିଅଘରର ଲୋକେ ବରଯାତ୍ରୀଙ୍କୁ ନିଜ ହାତରେ ଖାଦ୍ୟ ପରସିଥାନ୍ତି।
ଈଶାଙ୍କ ବିବାହ ତାଙ୍କ ଘର ଏଣ୍ଟିଲିଆରେ ହୋଇଥିଲା। ଏହି ଅବସରରେ ପୁରା ଏଣ୍ଟିଲିଆକୁ ବୋହୂ ପରି ସଜାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri