ବନ୍ଦ ରହିବ ଧର୍ମାନୁଷ୍ଠାନ

ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି କରାଯାଇଛି। ଦିନକୁ ଦିନ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏଭଳି ଗାଇଡ୍‌ଲାଇନ ଜାରି କରାଯାଇଛି।

Share