ବରପୁତ୍ରଙ୍କୁ ମନେ ପକାଇଲେ ବିଧାୟକ, ଶ୍ରଦ୍ଧାଞ୍ଜଳି ଦେଇ କହିଲେ…

କୋରାପୁଟ,୧ା୪(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲା ସଦରମହକୁମାରେ ଜିଲାସ୍ତରୀୟ ଓଡ଼ିଶା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ପବିତ୍ର ଦିବସରେ କୋରାପୁଟ ସହରରେ ସ୍ଥାପନ କରାଯାଇଥିବା ସ୍ବାଧୀନତା ସଂଗ୍ରାମୀ ଓ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଏହି ଅବସରରେ ସ୍ଥାନୀୟ ଏସ୍‌ପି ବାସଭବନ ନିକଟରେ ଥିବା ବରପୁତ୍ର କୃଷ୍ଣଚନ୍ଦ୍ର ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପରେ ସେଠାରୁ ଏକ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା ସହିତ ଓଡ଼ିଶାର ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ବିଧାୟକ ରଘୁରାମ ମାଛ, ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, କୋରାପୁଟ ଜିଲାପାଳ ଭି.କୀର୍ତ୍ତି ଭାସନ, ଅତିରିକ୍ତ ଜିଲାପାଳ ଦେବୀ ପ୍ରସାଦ ମହାନ୍ତି, କୋରାପୁଟ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର, କୋରାପୁଟ ଉପଜିଲାପାଳ ପ୍ରେମଲାଲ ହିଆଲ, ଜିଲା ଶିକ୍ଷା ଅଧିକାରୀ ପ୍ରଶାନ୍ତ କୁମାର ମହାନ୍ତି, ସମାଜସେବୀ ରୂପକ ତୁରକ ପ୍ରମୁଖଙ୍କ ସହ ଛାତ୍ରୀଛାତ୍ର ସାମିଲ ହୋଇ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ଶୋଭାଯାତ୍ରାରେ କୋରାପୁଟ ପାଇକ ଆଖଡ଼ା ସଦସ୍ୟମାନେ କଳା କୌଶଳ ପ୍ରଦର୍ଶନ କରିଥିଲେ। ସେହିପରି ସନ୍ଧ୍ୟାରେ ସ୍ଥାନୀୟ ସଂସ୍କୃତି ଭବନଠାରେ ଓଡ଼ିଶା ଦିବସ ନେଇ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ମାନ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

ସି.ଏମ ଟ୍ରଫି ଫୁଟବଲ: ଖରମୁଣ୍ଡା ୟୁଥ ଆଥଲେଟିକ ଏସୋସିଏସନ ଚାମ୍ପିଅନ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲେଙ୍ଗୁ ମିଶ୍ର ମିନି ଷ୍ଟାଡିୟମରେ ଚାଲିଥିବା ସି. ଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି। ବରଗଡ଼ ୟୁନାଇଟେଡ ସ୍ପୋର୍ଟସ...

କାଳ ବୈଶାଖୀ ରଚିଲା ତାଣ୍ଡବ: ଉପୁଡିଲା ବଡ ବଡ ଗଛ ଓ ବିଦ୍ୟୁତ ଖୁଣ୍ଟ, ଉଡିଲା ଦୋକାନର ଛପର

ପାଟଣା, ୧୫।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ସାହାରପଡା , ଉଖୁଣ୍ଡା ଓ ତୁରୁମୁଙ୍ଗା ଅଞ୍ଚଳରେ ମଙ୍ଗଳବାର ସଂଧ୍ୟାରେ କାଳ ବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି...

ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ନିଆଁ ଲଗାଇବା ଘଟଣା: ପ୍ରତିବାଦ କଲା ଗଜପତି ବିଜେଡି

ଗଜପତି,୧୫।୪(ଗିରିଧାରୀ ପରିଛା): ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପେଟ୍ରୋଲ ଢାଳି ନିଆଁ ଲଗାଇବା ଘଟଣାରେ ବିଜେଡି ବିରୋଧ ପ୍ରଦର୍ଶନ କରିଛି। ମଙ୍ଗଳବାର ବଲାଙ୍ଗୀର ଜିଲା ପାଟଣାଗଡରେ ଗଜପତି...

ରାଜ୍ୟରେ ବଢୁଛି ନାରୀ ନିର୍ଯାତନା: ଗାନ୍ଧିଜୀଙ୍କ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ସଂଧ୍ୟାରେ ବରଗଡ଼ ନଗର ଓ ବ୍ଲକ କଂଗ୍ରେସ କମିଟି ପକ୍ଷରୁ ଓଡିଶାରେ ବଢୁଥିବା...

ଦୈତାରୀ ଥାନା ଅଞ୍ଚଳରେ ମାଓ ଚଳପ୍ରଚଳକୁ ମିଥ୍ୟା ସୂଚନା ଦେଇଥିବା ବନ କର୍ମଚାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠନ

କେନ୍ଦୁଝର,୧୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦୈତାରୀ ଥାନା ଅଞ୍ଚଳରେ ମାଓ କାର୍ଯ୍ୟକଳାପକୁ ନେଇ ମିଥ୍ୟା ପ୍ରଚାରକୁ ନେଇ କେନ୍ଦୁଝର ପୋଲିସ ତଦନ୍ତ ଆରମ୍ଭ କରିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image