ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ ଚାଉଳିଆଗଞ୍ଜ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତ ଶ୍ରମିକଙ୍କୁ ଜୀବନ୍ତ ଭାବେ ମାଟି ଅତଡ଼ା ମଧ୍ୟରୁ ଉଦ୍ଧାର କରିଥିଲେ। ଆହତ ଶ୍ରମିକ ଜଣକ ହେଲେ ଜଗତସିଂହପୁର ଅଞ୍ଚଳର ରାଜୁ ସେନାପତି (୪୫)। ତାଙ୍କୁ ତୁରନ୍ତ ଏସ୍‌ସିବି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

ବାପା ଜୟନାରାୟଣଙ୍କୁ ଅନୁସରଣ କଲେ ଶୁଭଶ୍ରୀ,ବନ୍ଦେ ଉତ୍କଳ ଜନନୀ ଗାନବେଳେ ବସି ରହିଲେ

ସମ୍ବଲପୁର,୩୧ା୩(ଭବାନୀ ଶଙ୍କର ଭୋଇ): ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ପକ୍ଷରୁ ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ରବିବାର ଅନୁଷ୍ଠିତ ଏକ...

ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି: ସନ୍ଧ୍ୟା ୫ରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ,୩୧ା୩(ଅଜିତ୍‌ କୁମାର ମହାନ୍ତି): ଚୈତ୍ର ମାସ ଶୁକ୍ଳ ଦ୍ୱିତୀୟା ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ...

ସ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ସ୍ବାମୀ ଗିରଫ

କୁଚିଣ୍ଡା,୩୦୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅଞ୍ଚଳରେ ଘରୋଇ କଳହକୁ ନେଇ ଜଣେ ମହିଳାଙ୍କୁ ହତ୍ୟା କରିଛନ୍ତି ତାଙ୍କ ସ୍ବାମୀ। ମୃତା...

ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ...

ଥାନା ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ, ୨ ଅଭିଯୁକ୍ତଙ୍କୁ ଛଡ଼ାଇନେଲେ

କୋରେଇ,୩୦।୩(ଚନ୍ଦ୍ରକାନ୍ତ ପତି): ଚୋରି ବାଇକ୍‌କୁ ଜବତ କରିବାକୁ ଯାଇଥିବା ଯାଜପୁର ଜିଲା କୋରେଇ ଥାନା ପୋଲିସ ଟିମ୍‌କୁ ପୂର୍ବକୋଟ ତେଲେଙ୍ଗା ବସ୍ତିର ଲୋକମାନେ ଆକ୍ରମଣ କରିବା...

ନବବଧୂଙ୍କ ମୃତ୍ୟୁ, ସ୍ବାମୀ ଥାନାରେ ଅଟକ

ହିଞ୍ଜିଳିକାଟୁ,୩୦।୩(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌରାଞ୍ଚଳ ଆଙ୍କୋରଡ଼ା ଗ୍ରାମରେ ଜଣେ ନବବଧୂଙ୍କ ମୃତ୍ୟୁ ଘଟିଛି। କୋଳିଦାସପୁର ଗ୍ରାମର ଶଙ୍କର ଭଉଳଙ୍କ ଝିଅ ଦୀପିକା ଭଉଳ(୧୯)।...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image