ସମସ୍ତ ପାର୍ଟଟାଇମ୍‌ କଳା-କ୍ରୀଡା ପ୍ରଶିକ୍ଷକମାନଙ୍କୁ ସ୍ଥାୟୀ ନିଯୁକ୍ତି ଦାବି

ଛତ୍ରପୁର,୧୮।୧୧(ଦିଲ୍ଲୀପ ସାମଲ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶାରୀରିକ(କ୍ରୀଡା) ଶିକ୍ଷା ଓ କଳା ଶିକ୍ଷା (ଚିତ୍ର କଳା, ସଂଗୀତ କଳା )ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ଓ ରାଜ୍ୟ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଅଧିନସ୍ଥ ସମଗ୍ର ଶିକ୍ଷା ଅଭିଯାନ ଯୋଜନାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ନିଯୁକ୍ତି ପାଇଥିବା ସମସ୍ତ ପାର୍ଟଟାଇମ୍‌ କଳା ଓ କ୍ରୀଡା ପ୍ରଶିକ୍ଷକମାନଙ୍କୁ ରାଜ୍ୟ ସରକାର ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ଦାବି ନେଇ ସୋମବାର ଓଡିଶା କଳା ଓ କ୍ରୀଡା ଶିକ୍ଷକ ମହାସଂଘ ଗଞ୍ଜାମ ଜିଲା ଶାଖା ପକ୍ଷରୁ ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡାଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସେମାନଙ୍କ ଦାବିଗୁଡିକ ଯଥାଶୀଘ୍ର ପୂରଣ କରିବା ନିମନ୍ତେ ସେମାନେ ଜିଲାପାଳଙ୍କୁ ଭେଟି ଅନୁରୋଧ କରିଥିଲେ। ଏହି ଦାବିପତ୍ର ପ୍ରଦାନବେଳେ ସଭାପତି ମନୋଜ କୁମାର ଚୌଧୁରୀ, ବିଶନାଥ ପ୍ରଧାନ, ରାଜେନ୍ଦ୍ର ମହାଙ୍କୁ ଓ ବିଦେଶୀ ବେହେରାଙ୍କ ସମେତ ବହୁ କଳା ଓ କ୍ରୀଡା ପ୍ରଶିକ୍ଷକମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରର ୧୧ ଛାତ୍ରୀ ଅସୁସ୍ଥ

ଦେବଗଡ଼,୧୮।୧୧: ଦେବଗଡ଼ ଜିଲା ମୁଖ୍ୟ ହସ୍ପିଟାଲ ପରିସର ଏଏନ୍‌ଏମ୍‌ ଟ୍ରେନିଂ ସେଣ୍ଟରରେ ସୋମବାର ଏକ ଅଘଟଣ ଘଟିଛି। ୧୧ଜଣ ଏଏନ୍‌ଏମ୍‌ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ...

ଆଜି ବନ୍ଦ ରହିବ ବାଲିଯାତ୍ରାର ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ,୧୮।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ। ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଦେହାନ୍ତରେ ବାଲିଯାତ୍ରା ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ ରହିବ...

ଖାନନଗର ମଶାଣିରେ ହେବ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ

କଟକ,୧୮।୧୧: କଟକ ଖାନନଗର ମଶାଣିରେ ବରିଷ୍ଠ ଭାଜପା ନେତା ସମୀର ଦେ’ଙ୍କ ଶେଷକୃତ୍ୟ କରାଯିବ। ଏ ନେଇ ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ସୂଚନା ଦେଇଛନ୍ତି।...

ହାଇସ୍କୁଲ ଜାଗା ଜବରଦଖଲ ଘଟଣା: ଜବରଦଖଲକାରୀଙ୍କ ଘରେ ଚଢିଲା ବୁଲଡୋଜର

କୋକସରା,୧୮।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ମହିମା ପଞ୍ଚାୟତ ଡେଙ୍ଗାଗୁଡା ଶମ୍ଭୁଶ୍ୱର ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ଜାଗାକୁ ଗ୍ରାମର ଜଣେ ବ୍ୟକ୍ତି...

ବାଲିଯାତ୍ରାରେ ଛାତ୍ରଙ୍କ ମୃତ୍ୟୁ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

କଟକ,୧୭।୧୧: ବାଲିଯାତ୍ରାର ତୃତୀୟ ଦିନରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁକ୍ତ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜଗତସିଂହପୁର ଜୟବଡ଼ର ପ୍ରଭାକର ମନ୍ଥନଙ୍କ ପୁଅ...

ମାଣ୍ଡିପଙ୍କା ଆମ୍ଭଟାକୁଆ ଖାଇବା ଘଟଣା: ଆଉ ଜଣେ ଆଖିବୁଜିଲେ, ୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଦାରିଙ୍ଗବାଡି, ୧୮।୧୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ଭ ଟାକୁଆ ବାସୀ ଖାଇ ୨ ମୃତ୍ୟୁ...

ଅଧ୍ୟକ୍ଷଙ୍କ ବିରୋଧରେ କାଟ୍‌ ଖାଇଲା ଅନାସ୍ଥା ପ୍ରସ୍ତାବ: ବିରୋଧୀ ଶିବିରରେ ଖେଳିଗଲା ନୈରାଶ୍ୟ

କେସିଙ୍ଗା,୧୮।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ଭୋଟ ସୋମବାର କାଟ ଖାଇଛି। ଫଳରେ...

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

ଭୁବନେଶ୍ୱର/ପୁରୀ,୧୮ା୧୧: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri