Posted inଜାତୀୟ

ରାଜ୍ୟ ସଭାରୁ କେଶବ ରାଓଙ୍କ ଇସ୍ତଫା

ହାଇଦ୍ରାବାଦ,୬ା୭: ଭାରତ ରାଷ୍ଟ୍ର ସମିତି (ବିଆର୍‌ଏସ୍‌) ଛାଡ଼ି କଂଗ୍ରେସରେ ଯୋଗଦେବାର ଦିନକ ପରେ କେ. କେଶବ ରାଓ ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନ୍‌କରଙ୍କୁ ପ୍ରଦାନ କରିଛନ୍ତି। ସେ ବିଆର୍‌ଏସ୍‌ ଚିହ୍ନରେ ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିଲେ। ଏବେ କଂଗ୍ରେସରେ ଯୋଗଦେଇଥିବାରୁ ନୈତିକତା ଦୃଷ୍ଟିରୁ ଗୃହର ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ୨୦୨୦ରେ ବିଆର୍‌ଏସ୍‌ ତାଙ୍କୁ ରାଜ୍ୟ ସଭାକୁ ପଠାଇଥିବାବେଳେ ତାଙ୍କର କାର୍ଯ୍ୟକାଳ ଆଉ ୨ ବର୍ଷ ରହିଥିଲା। ତେଲଙ୍ଗାନା ସରକାରରେ ତାଙ୍କୁ କ୍ୟାବିନେଟ୍‌ ପାହ୍ୟା ସହ ଉପଦେଷ୍ଟା ଭାବେ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଏ. ରେଭନ୍ଥ ରେଡ୍ଡୀ କହିଛନ୍ତି। ରେଭନ୍ଥଙ୍କ ଉପସ୍ଥିତିରେ ୬ ଜଣ ବିଆର୍‌ଏସ୍‌ ବିଧାନ ପରିଷଦ ସଦସ୍ୟ ଗୁରୁବାର ରାତିରେ କଂଗ୍ରେସରେ ଯୋଗ ଦେଇଛନ୍ତି। ଫଳରେ କେ. ଚନ୍ଦ୍ରଶେଖର ରାଓଙ୍କ ଦଳକୁ ଶକ୍ତ ଧକ୍କା ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁପି ମର୍ମନ୍ତୁଦ ଦୁର୍ଘଟଣା: ମୃତକଙ୍କ ପରିବାର ପାଇଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ମିର୍ଜାପୁର,୪ା୧୦: ଉତ୍ତରପ୍ରଦେଶର ମିର୍ଜାପୁରରେ  ଶ୍ରମିକମାନଙ୍କୁ ନେଇ ଯାଉଥିବା ଏକ ଟ୍ରାକ୍ଟରକୁ ଟ୍ରକ୍‌ ଧକ୍କା ଦେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ୩ ଜଣ...

ଲଗେଜ୍‌ ହଜାଇ ଦେଲେ ଅନୁଷ୍କା ଶଙ୍କର: ସହାର୍ଯ୍ୟ ପାଇଁ କରିଥିଲେ…

ନୂଆଦିଲ୍ଲୀ,୪ା୧୦: ଖ୍ୟାତନାମା ସିତାର ବାଦକ ଅନୁଷ୍କା ଶଙ୍କର ଜର୍ମାନୀର ବର୍ଲିନ୍‌ରେ ତାଙ୍କ ଲଗେଜ୍‌ ହଜାଇ ସାହାଯ୍ୟ ପାଇଁ ଚିତ୍କାର କରୁଥିବା ଦେଖାଯାଇଥିଲା, ଯାହା ଅନେକ ସୋସିଆଲ...

ମହାରାଷ୍ଟ୍ରରେ ଯୁବତୀଙ୍କୁ ଗଣବଳାତ୍କାର

ପୁଣେ,୪ା୧୦: ମହାରାଷ୍ଟ୍ରର ପୁଣେରେ ଜଣେ ୨୧ ବର୍ଷୀୟା ଯୁବତୀଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଯୁବତୀ ଜଣକ ତାଙ୍କର ବନ୍ଧୁଙ୍କ ସହ ବୋପଦେବ ଘାଟ...

ବଡ଼ଧରଣର ଏନ୍‌କାଉଣ୍ଟର: ଗଡ଼ିଲା ଗୋଟିଏ ପରେ ଗୋଟିଏ ମାଓବାଦୀଙ୍କ ମୁଣ୍ଡ

ଦାନ୍ତଓ୍ବୋଡ଼ା,୪।୧୦: ଓଡ଼ିଶା ସିମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ାରେ ଶୁକ୍ରବାର ସୁରକ୍ଷା କର୍ମୀଙ୍କୁ ଏକ ବଡ଼ଧରଣର ସଫଳତା ମିଳିଛି। ସୁରକ୍ଷା କର୍ମୀଙ୍କ ଏନ୍‌କାଉଣ୍ଟରରେ ୩୬ଜଣ ମାଓବାଦୀ ନିହତ ହୋଇଥିବା...

ଏନସିପିର ଏକମାତ୍ର ବିଧାୟକ ଏବେ ଭାଜପାରେ

ରାଞ୍ଚି,୪।୧୦: ଝାଡ଼ଖଣ୍ଡ ଏନସିପି (ଅଜିତ ପାୱାର) ବିଧାୟକ ତଥା ଦଳର ରାଜ୍ୟ ସଭାପତି କମଲେଶ କୁମାର ସିଂ ଶୁକ୍ରବାର ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି।...

ବଡ଼ ଭବିଷ୍ୟବାଣୀ: ମୁଖ୍ୟମନ୍ତ୍ରୀ ନୁହେଁ ପ୍ରଧାନମନ୍ତ୍ରୀ ହେବେ ପ୍ରଶାନ୍ତ କିଶୋର

ରୋହତାସ,୪।୧୦: ନିର୍ବାଚନ ରାଜନୀତିର ଚାଣକ୍ୟ ଭାବେ ବିବେଚିତ ପ୍ରଶାନ୍ତ କିଶୋର ଜନ ସୁରାଜ ନାମକ ଏକ ଦଳ ଘୋଷଣା କରିଛନ୍ତି। ପିକେଙ୍କ ଏହି ନିଷ୍ପତ୍ତିକୁ ନେଇ...

ନୀତୀଶ କୁମାରଙ୍କ ବଡ଼ ଘୋଷଣା: ବିଜୟା ଦଶମୀ ପୂର୍ବରୁ…

ପାଟନା,୪।୧୦: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ବନ୍ୟା ପୀଡିତଙ୍କୁ ପ୍ରତ୍ୟେକଙ୍କୁ ୭ ହଜାର ଟଙ୍କା ଦିଆଯିବ। ଶୁକ୍ରବାର ଅପରାହ୍ନରେ...

୫ ହଜାର ନୁହେଁ ମହିଳାଙ୍କ ଖାତାକୁ ଯିବ ୫୦ହଜାର ଟଙ୍କା, ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ସରକାର ମହିଳାଙ୍କ ପାଇଁ ବହୁ କଲ୍ୟାଣକାରୀ ଯୋଜନା ଆରମ୍ଭ କରିଛନ୍ତି। ଏହା ଅଧୀନରେ କେନ୍ଦ୍ର ସରକାର ମହିଳା ସଶକ୍ତିକରଣ ଲକ୍ଷ୍ୟରେ ଆଉ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri