ପରଲୋକରେ ଅବସରପ୍ରାପ୍ତ କର୍ମଚାରୀ

ଦିଗପହଣ୍ଡି,୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସିର ଅବସରପ୍ରାପ୍ତ ଟିକସ ସଂଗ୍ରାହକ ଲିଙ୍ଗରାଜ ପଟ୍ଟନାୟକ (୬୭)ଙ୍କ ଶନିବାର ପରଲୋକ ହୋଇଯାଇଛି। ଗତ କିଛି ଦିନ ଧରି ଶାରୀରିକ ଅସୁସ୍ଥତା ଯୋଗୁ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ମରଶରୀରକୁ ଦିଗପହଣ୍ଡି ଉମାଶଙ୍କର କଲୋନୀସ୍ଥିତ ବାସଭବନକୁ ଅଣାଯିବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ସେଠାରେ ପହଞ୍ଚି ଅନ୍ତିମ ଶ୍ରଦ୍ଧାଞ୍ଜଳି ଅର୍ପଣ ଅର୍ପଣ କରିଥିଲେ। ପରେ ମରଶରୀରକୁ ପୁରୀ ସ୍ବର୍ଗଦ୍ବାର ନିଆଯାଇ ଅନ୍ତିମ ସତ୍କାର କରାଯାଇଥିଲା। ତାଙ୍କ ବିୟୋଗରେ ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଗଭୀର ଶୋକ ପ୍ରକାଶ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ଖୁସି ମୁହୂର୍ତ୍ତର ଭିଡିଓ ଶେୟାର କରିବାର କିଛି ଘଣ୍ଟା ପରେ ଆତଙ୍କବାଦୀଙ୍କ ଗୁଳିରେ ପ୍ରାଣ ହରାଇଥିଲେ ଓଡ଼ିଆ ଯୁବକ

ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...

ଗୁଣି ଗାରେଡ଼ି ସନ୍ଦେହରେ ଯୁବକଙ୍କୁ ପିଟି ହତ୍ୟା: ୨୮ ଗିରଫ

ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ ପରୀକ୍ଷାଫଳ ପ୍ରକାଶ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...

ବଜ୍ରପାତ: ଦୁଇ ଶିଶୁଙ୍କ ସମେତ ୫ ଆହତ

ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image