ସ୍ବାଧୀନତା ଦିବସରେ ଅବସରପ୍ରାପ୍ତ ଯବାନଙ୍କୁ ସମ୍ବର୍ଦ୍ଧନା

ପାଟଣା,୧୫।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୭୬ତମ ସ୍ବାଧୀନତା ଦିବସ ଅନୁଷ୍ଠିତ ହୋଇଛି। ଏଥିରେ ଅବସର ପ୍ରାପ୍ତ ନୌସେନା ଇଂ.ପରମେଶ୍ୱର କୁମାର ବେହେରା ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଅଞ୍ଚଳର ୩୦ ଜଣ ଅବସର ପ୍ରାପ୍ତ ବୀର ଯବାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଯବାନଙ୍କୁ ପ୍ରମାଣ ପତ୍ର ସହ ଅଙ୍ଗ ବସ୍ତ୍ର ପ୍ରଦାନ କରାଯାଇଥିଲା। ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଜିଲା ଜଜ୍‌ ରାଜ କୁମାର ସାହୁ, ସମ୍ମାନିତ ଅତିଥି ଭାବେ ଅବସର ପ୍ରାପ୍ତ ଶିକ୍ଷକ କୈବଲ୍ୟ ଚରଣ ସାହୁ, ବିଦ୍ୟାଳୟ ସମ୍ପାଦକ ପ୍ରମୋଦ କୁମାର ସାହୁ ପ୍ରମୁଖ ସାମିଲ ହୋଇ ଯବାନମାନଙ୍କର ଉତ୍ସର୍ଗୀକୃତ ସେବା, ତ୍ୟାଗ, ନିଷ୍ଠା, କର୍ତ୍ତବ୍ୟପରାୟଣ ଉପରେ ଆଲୋଚନା କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ବାବାଜୀ ପଣ୍ଡା ଅତିଥି ପରିଚୟ ସହ ସ୍ବାଗତ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରଆଇ ଅଫିସରେ କଳାକନା ବୁଲାଇଲେ ଚୋର: ସେଲୁନ, ଭେରାଇଟି ଷ୍ଟୋରକୁ ମଧ୍ୟ ଛାଡିଲେନି

ଖଲ୍ଲିକୋଟ,୧୯।୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କହ୍ନେଇପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। କହ୍ନେଇପୁର ରାଜସ୍ବ ନୀରିକ୍ଷକଙ୍କ...

ହାତୀ ମୃତ୍ୟୁ ଘଟଣା:୩ କ୍ଷେତ୍ର ବନ କର୍ମଚାରୀ ସସ୍‌ପେଣ୍ଡ

ନାକଟିଦେଉଳ,୧୯ା୧୧(ବୈକୁଣ୍ଠନାଥ ସାହୁ):ବାର୍‌ହା ଶିକାର ପାଇଁ ଶିକାରୀ ବିଛାଇଥିଲେ ବିଦ୍ୟୁତ୍‌ ତାର। ଏହି ଫାଶରେ ପଡ଼ି ୩ଟି ହାତୀଙ୍କର ଯାଇଛି ଜୀବନ। ସେଥିରେ ରହିଛନ୍ତି ଗୋଟିଏ ଶାବକ...

ଖସୁଛି ପାରଦ: ୨୧ ପର୍ଯ୍ୟନ୍ତ ରହିବ କୁହୁଡ଼ିର ଆସ୍ତରଣ

ଭୁବନେଶ୍ୱର,୧୯ା୧୧: ରାଜ୍ୟରେ ଗତ କିଛିଦିନ ହେଲା ପାରଦ ଖସିବାରେ ଲାଗିଛି। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢୁଥିବା ଦେଖିବାକୁ ମିଳୁଛି। ରାଜ୍ୟର କୋଇଡ଼ାରେ ବିଭିନ୍ନ...

ଅମିନଙ୍କୁ ନିଲମ୍ବିତ ପରେ ତହସିଲଦାରଙ୍କୁ ବଦଳି

ରେଢାଖୋଲ ୧୯।୧୧(ଅଚ୍ୟୁତାନନ୍ଦ ପୁରୋହିତ): ରେଢାଖୋଲ ଜୋନ-୨ ନମ୍ବର ଜିଲାପରିଷଦ ସଭ୍ୟ ଶରତ ପ୍ରଧାନଙ୍କୁ ତହସିଲଦାର ଦେବାଶିଷ ପାତ୍ର ଦୁର୍ବ୍ୟବହା କରିବା ଘଟଣା ମହଙ୍ଗା ପଡିଛି। ରାଜସ୍ବ...

୬ଷ୍ଠରୁ ୧୦ମ ଛାତ୍ରୀଙ୍କୁ ମିଳୁନି ନାପ୍‌କିନ

ମହାକାଳପଡ଼ା, ୧୯ା୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୂର୍ବ ସରକାର ଶାସନ ସମୟରେ ଛାତ୍ରୀମାନଙ୍କୁ ମାଗଣାରେ ନାପକିନ ବଣ୍ଟନ କରିବାକୁ ନିର୍ଦ୍ଦେଶ ଥିଲା। ହେଲେ ୬ଷ୍ଠରୁ ୧୦ମଶ୍ରେଣୀ ଛାତ୍ରୀଙ୍କୁ...

ଦୁର୍ଘଟଣା ପରେ ଜଳିଗଲା ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌

ଉଦଳା,୧୯।୧୧: ମୟୁରଭଞ୍ଜ ଜିଲା ଉଦଳା ଥାନା ପୋଡ଼ାଡ଼ିହାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଗୋରୁ ବୋଝେଇ ପିକଅପ୍‌ ଭ୍ୟାନ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ...

ଗଞ୍ଜାମରେ ବଢୁଛି ଶକ୍ତି: ଭାଜପାରେ ମିଶିଲେ ୪ ସମିତି ସଭ୍ୟ

ଆସିକା,୧୮ା୧୧(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭାଜପା ପକ୍ଷରୁ ସଭ୍ୟ ସଂଗ୍ରହ ଅଭିଯାନ ଜୋର୍‌ଦାର ଚାଲିଛି। ସୋମବାର ଆସିକା ବ୍ଲକ...

ଅନାସ୍ଥାରେ ହାରିଲେ ଏନ୍‌ଏସି ଉପାଧ୍ୟକ୍ଷା: ବିରୋଧୀଙ୍କୁ ଦେଇଦେଲେ ନିଜ ଭୋଟ୍‌

ବେଲଗୁଣ୍ଠା,୧୮ା୧୧(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍‌ଏସି ଉପାଧ୍ୟକ୍ଷା ଟି. ବବିତା କୁମାରୀ ସୋମବାର ଅନାସ୍ଥା ଭୋଟରେ ହାରିଯାଇଛନ୍ତି। ଗତ ୬ ତାରିଖରେ କାଉନସିଲମାନେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri