ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ରାଜସୱ ନିରୀକ୍ଷକ

ମାଲକାନଗିରି,୫।୭(ଦୁର୍ଯ୍ୟଧନ ପାତ୍ର):  ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ବ ନିରୀକ୍ଷକ । ଏଭଳି ଘଟଣା ଘଟିଛି ମାଲକାନଗିରି ଜିଲାରେ।  ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ବ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି ।
ସୂଚନା ଅନୁଯାୟୀ, ଜିଲାରେ ନିର୍ମାଣଧିନ ଏୟାରପୋର୍ଟ ରେ ଜମି ହରା ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ୭.୪୪ ଲକ୍ଷ ଟଙ୍କା କ୍ଷତିପୂରଣ ଦିଆଯିବାକୁ ଥିବାବେଳେ ଏହି ଟଙ୍କା ଦେବା ପାଇଁ ରାଜସ୍ବ ନିରକ୍ଷକ ଜଣଙ୍କ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସର ଏକ ଟିମ୍‌ ସାହୁଙ୍କୁ କାବୁ କରିବା ସହ ତଦନ୍ତ ଜାରି ରଖିଛି । ଗୌଡଗୁଡା ପଞ୍ଚାୟତରେ ଲାଞ୍ଚ ନେବା ବେଳେ ଏହି ଚଢ଼ାଉ ହୋଇଛି ।

Enter your email to get our daily news in your inbox.

All Right Reserved By Dharitri.Com

ମୁକୁଳିଲେ ଭିଏଟ୍‌ନାମର ୬ ନାବିକ

ପାରାଦୀପ,୨୩।୧୨(ଶରତ ରାଉତ): ପାରାଦୀପରେ ୨୦୨୩ ନଭେମ୍ବର ୩୦ରୁ ଅଟକ ଥିବା ଏମ୍‌ଭି ଦେବୀ ଜାହାଜର୨୧ ଜଣ ଭିଏଟ୍‌ନାମ ନାବିକଙ୍କ ମଧ୍ୟରୁ ରବିବାର ସାରେ ମାତ୍ର ୬...

ଜିନ୍ନତ ହେବ ଟ୍ରାଙ୍କୁଲାଇଜ୍‌

ବାରିପଦା,୨୩ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମହାବଳ ବାଘୁଣୀ ଜିନ୍ନତକୁ ଫେରାଇ ଆଣିବାକୁ ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ଟ୍ରାଙ୍କୁଲାଇଜ୍‌...

ଡବଲ ଇଞ୍ଜିନ ସରକାର ଉପରେ ବର୍ଷିଲେ ସାଗର

ଭବାନୀପାଟଣା,୨୩ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଭଳି ପବିତ୍ର ଗୃହରେ ବାବା ସାହେବ ଆମ୍ବେଡକରଙ୍କ ନାମରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଅପମାନଜନକ ଶବ୍ଦ ବ୍ୟବହାର...

ନବୀନଙ୍କ ଉପରେ ବହିକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୧୨(ସୁନିତ୍‌ ମିଶ୍ର): ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ‘ନବୀନ ପଟ୍ଟନାୟକ- ଦ ଅଥରିଟେଟିଭ ବାୟୋଗ୍ରାଫି ରିଭାଇଜ୍‌ଡ ଆଫ୍ଟର ୨୦୨୪ ଇଲେକ୍ସନ’ ପୁସ୍ତକ ଉନ୍ମୋଚନ ହୋଇଯାଇଛି। ସେ...

ବଢ଼ିଲା ଶୀତ, ପୁଣି ଆସୁଛି ବର୍ଷା

ଭୁବନେଶ୍ୱର,୨୩ା୧୨(ଅନୁରାଧା ମହାରଣା): ଲଘୁଚାପଜନିତ ଅଦିନିଆ ବର୍ଷା ଛାଡିଯାଇଥିଲେ ମଧ୍ୟ ରବିବାରଠାରୁ ରାଜ୍ୟରେ ଶୀତର ପରିମାଣ ବଢ଼ିଛି। ଆସନ୍ତା ୨୪ ତାରିଖରୁ ପୁଣି ବର୍ଷା ସମ୍ଭାବନା ଥିବାରୁ...

ପ୍ରାକ୍‌ ବଜେଟ ପାଇଁ ପ୍ରସ୍ତୁତି ଆରମ୍ଭ: ଓଡ଼ିଶା ପାଇଁ ୯ ପ୍ରସ୍ତାବ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ନେତୃତ୍ୱରେ ରବିବାର ପ୍ରାକ୍‌ ବଜେଟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦୁଇ ଦିନିଆ ରାୟଗଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ: ସଜେଇ ହେଉଛି ସହର

ରାୟଗଡ଼ା,୨୨।୧୨(ଆଶିଷ ରଞ୍ଜନ ପଣ୍ଡା)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିସେମ୍ବର ୨୬ରେ ଦୁଇ ଦିନିଆ ରାୟଗଡ଼ା ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ସମୟରେ...

ଦୁର୍ବଳ ହେଉଛି ସଙ୍ଗଠନ: ଧରାପଡ଼ିଲେ ୧୩ ମାଓବାଦୀ

ମାଲକାନଗିରି,୨୨ା୧୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ବିଜାପୁର ଜିଲାର ଦୁଇଟି ସ୍ଥାନରୁ ୮ ଓ ସୁକମା ଜିଲା ପୋଲିସ ଦ୍ୱାରା ୪ ଲକ୍ଷ ପୁରସ୍କାର ଘୋଷିତ ୫ ମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri