୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ

ଦେବଗଡ, ୬।୧୨(ଡ଼ି.ଏନ୍‌.ଏ.)- କୋଭିଡ଼୍‌-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ ତଥା ଅନ୍ୟ ରାସ୍ତାରେ ଯାନବାହାନକୁ କଡାକଡି ଯାଞ୍ଚ କରାଯାଊଛି। ଗତ ୨୪ ଘଣ୍ଟ ମଧ୍ୟରେ ୩୦ ହଜାର ଟଙ୍କ ଜରିମାନା ଆଦାୟ କରାଯିବା ସହ ୧୩ ଜଣ ନିୟମ ଉଲଂଘନକାରୀଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ କରା ଯାଇଥିବା ଦେବଗଡ ଥାନା ଅଧିକାରୀ ପ୍ରଶାନ୍ତ କୁମାର ପାତ୍ର ସୂଚନା ଦେଇଛନ୍ତି। ଡ଼ିସେମ୍ବର ପହିଲାରୁ ଟ୍ରାଫିକ ନିୟମ କଡାକଡି ପାଳନ ପାଇଁ ବହୁ ସଚେତନତା ପରେ ମଧ୍ୟ କେତେକ ଅମାନିଆ ଟ୍ରାଫିକ ନିୟମ ପାଳନ କରୁ ନ ଥିବାରୁ ଏହାକୁ ରୋକିବା ପାଇଁ ପୋଲିସ୍‌ ପକ୍ଷରୁ ହେଲମେଟ୍‌, ଗାଡିର କାଗଜ ପତ୍ର ,ସିଟ ବେଲ୍ଟ ଏବଂ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାକ୍ସ ପିନ୍ଧିବା ଆଦିକୁ କଡାକଡି ଯାଞ୍ଚ କରଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

ପରିବାରକୁ ମିସ୍‌ କରୁଛନ୍ତି ତହଉର: NIA ସ୍ବତନ୍ତ୍ର କୋର୍ଟରେ ଆବେଦନ

ମୁମ୍ବାଇ,୨୧।୪: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଆତଙ୍କବାଦୀ ତହଉର ରାଣା ଭାରତ ଆସିବା ପରେ ତାଙ୍କ ପରିବାରକୁ ମିସ କରିବା ଆରମ୍ଭ କରିଛି। ସେ ତାଙ୍କ ପରିବାର...

ବାଇକ୍‌ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ

କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍‌ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା...

ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ...

ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ...

ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା...

ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ

ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍‌.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image