ହୋମ୍‌ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୯।୧୧: ରାଜ୍ୟରେ ହୋମ୍‌ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ବ୍ୟାନ୍‌ ପ୍ରତ୍ୟାହୃତ ହୋଇଛି।
ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ୍‌ଗାର୍ଡ ପଦବୀ ଖୁବ୍‌ଶୀଘ୍ର ପୂରଣ ହୋଇ ପାରିବ।

ରାଜ୍ୟରେ ମୋଟ ହୋମ୍‌ଗାଡର୍ର୍ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ୍‌ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ତେବେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ବୋଲି ଶନିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି କର୍ମୀଙ୍କ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ ଗୁରୁତର

ନୟାଗଡ଼,୧୨।୧୧(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଚଣ୍ଡିବସ୍ତ ଗାଁରେ ସୋମବାର ରାତିରେ କେତେଜଣ ବିଜେଡି କର୍ମୀଙ୍କ ମିଳିତ ଆକ୍ରମଣରେ ଗୋଟିଏ ପରିବାରର ୪ ଭାଜପା ସମର୍ଥକ...

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପାଇଁ ଦରଖାସ୍ତ

କାମାକ୍ଷାନଗର,୧୧ା୧୧(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷା ଚାରୁଲତା ମିଶ୍ରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ କରିବା ପାଇଁ ୧୬ ଜଣ ସରପଞ୍ଚ ଓ...

ଆସନ୍ତା ଦୁଇଦିନରେ ୨ରୁ ୪ ଡିଗ୍ରୀ ଯାଏ କମିଯିବ ରାତି ତାପମାତ୍ରା, ବୁଧବାର ବର୍ଷା

ଭୁବନେଶ୍ୱର,୧୨।୧୧: ଚଳିତ ବର୍ଷ ଶୀତ ପଡ଼ିବା ବିଳମ୍ବ ହେଉଇଁଥିଲେ ମଧ୍ୟ ଆଉ ଦିନେ କିମ୍ବା ଦୁଇଦିନ ଶୀତ ବଢିବାକୁ ଯାଉଛି। ଆଞ୍ଚଳିକ ପାଣିପ[ଆଜି କେନ୍ଦ୍ର ଭୁବନେଶ୍ୱର...

ଗର୍ଭବତୀ, ସ୍କୁଲ ପିଲାଙ୍କ ଖାଦ୍ୟରେ ସାମିଲ ହେବ ମାଣ୍ଡିଆ

ଭୁବନେଶ୍ୱର,୧୨ା୧୧(ଅନିଲ ଦାସ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଲୋକସେବା ଭବନରେ ଆୟୋଜିତ ୨ ଦିନିଆ ଅନ୍ତର୍ଜାତୀୟ ଶ୍ରୀଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ...

ଆଜିଠାରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): ଶିଶୁ ଦିବସ ଉପଲକ୍ଷେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ମଙ୍ଗଳବାରଠାରୁ ଭୁବନେଶ୍ୱର କ୍ୟାପିଟାଲ ହାଇସ୍କୁଲ୍‌ ପରିସରରେ...

ପୋଲିସ ବେଶରେ ଆସି ଡକାୟତି: ୩ ଜଣଙ୍କୁ ଧରିଦେଲେ ଗ୍ରାମବାସୀ

ଭବାନୀପାଟଣା,୧୧ା୧୧(ଉତ୍ତମ କୁମାର ଦାଶ):  କଳାହାଣ୍ଡି ଜିଲା ଏମ୍‌ ରାମପୁର ଥାନା ଅନ୍ତର୍ଗତ ଦେଢ଼ଶୂଲି ପଞ୍ଚାୟତ ଡଙ୍ଗରିଆ ରୁବେନ ଗାଁର ରିପା ମାଝିଙ୍କ ଘରକୁ ରବିବାର ରାତିରେ...

ବଦଳି, ପୋଷ୍ଟିଂ ପାଇଁ ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୧।୧୧: ବଦଳି, ପୋଷ୍ଟିଂ ପାଇଁ ଚାପ ପକାଉଥିବା କର୍ମଚାରୀଙ୍କୁ ବଡ଼ ଝଟକା। ବଦଳି, ପୋଷ୍ଟିଂ ପାଇଁ କୌଣସି ଚାପ ପକାଇଲେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସବୁ...

ତଳକୁ ଧସୁଛି ମାଲକାନଗିରି ଜିଲା ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟ

ମାଲକାନଗିରି,୧୧ା୧୧(ଦୁର୍ଯ୍ୟୋଧନ ପାତ୍ର): ତଳକୁ ଧସିବାରେ ଲାଗିଛି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟ। ୭ ମହଲା ବିଶିଷ୍ଟ ଏହି ଚିକିତ୍ସାଳୟର ଅନେକ ସ୍ଥାନ ମାଟି ଭିତରକୁ ଧସିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri