Posted inVideo

Rishi Kapoor Passes away | ଚିରନିଦ୍ରାରେ ‘ରିଷି’

Featured Video Play Icon

Veteran actor Rishi Kapoor passed away at a Mumbai hospital Thursday morning, his brother Randhir Kapoor said. He was 67.

“He is no more. He has passed away,” Randhir said. Rishi, who was suffering from cancer, was taken to the H N Reliance hospital by his family on Wednesday.

୬୭ବର୍ଷ ବୟସରେ ବଲିଉଡର ବର୍ଷୀୟାନ ଅଭିନେତା ରିଷି କପୁରଙ୍କ ପରଲୋକ ହୋଇଛି । ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ବିଳମ୍ବିତ ରାତିରେ ତାଙ୍କୁ ମୁମ୍ବାଇର ସାର ଏଚ୍‌ଏନ୍ ରିଲାଏନ୍ସ ଫାଉଣ୍ଡେସନ୍ ହସ୍ପିଟାଲରେ ଭର୍ତି କରାଯାଇଥିଲା । ପୂର୍ବରୁ ସେ କର୍କଟ ରୋଗରେ ଆକ୍ରାନ୍ତ ହୋଇଥିବା ବେଳେ ଗତକାଲି ନିଶ୍ୱାସପ୍ରଶ୍ୱାସ ଜନିତ ସମସ୍ୟା ଯୋଗୁଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଆଜି ତାଙ୍କର ମୃତ୍ୟୁ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri