ଖୁବଶୀଘ୍ର ରାଜ୍ୟରୁ ହଟିବ ବିପଦ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୫।୨(ବ୍ୟୁରୋ) : କୋଭିଡ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି, ହସ୍ପିଟାଲ ରେଟ ଦେଖିଲେ ଆମେ ଭଲ ସ୍ଥିତିରେ ରହିଛେ। ଡେଞ୍ଜର ଜୋନ୍‌ରୁ ଖୁବଶୀଘ୍ର ରାଜ୍ୟ ବାହାରିଯିବ। ଯେଉଁମାନେ ହସ୍ପିଟାଲକୁ ଆସୁଛନ୍ତି । ସେମାନଙ୍କର ଲକ୍ଷଣ ନ ଥିଲେ ଟେଷ୍ଟ କରିବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ନିର୍ଦ୍ଦେଶକ ବିଜୟ ମହାପାତ୍ର ।
ଆହୁରି ମଧ୍ୟ କହିଛନ୍ତି ଯେ, କେନ୍ଦ୍ର ସରକାର ଯେଉଁ ଗାଇଡ଼ଲାଇନ ଦେଇଛନ୍ତି । ସେହି ଅନୁସାରେ ଜିଲାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ ମୃତ୍ୟୁ ସଂଖ୍ୟା ମଧ୍ୟ ଧୀରେ ଧୀରେ କମିବ। ପୂର୍ବ ମୃତ୍ୟୁଗୁଡ଼ିକର ଅଡ଼ିଟ କରି ମୃତ୍ୟୁ ସଂଖ୍ୟା ପ୍ରକାଶ କରାଯାଉଛି। ଏବେ ସଂକ୍ରମଣ କମୁଛି । ଆଉ କିଛି ଦିନରେ ମୃତ୍ୟୁ ସଂଖ୍ୟା ବି କମିଯିବ ।

 


Enter your email to get our daily news in your inbox.

All Right Reserved By Dharitri.Com

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri