Posted inVideo

Rita Sahu exudes confidence ahead of Bijepur bypolls | ମୋର କେହି ପ୍ରତିଦ୍ୱନ୍ଦୀ ନାହାଁନ୍ତି – ରୀତା ସାହୁ

Featured Video Play Icon

With only a week let for Bijepur bypolls October 21, BJD candidate Rita Sahu has exuded confidence that she will leave all opposition way behind including the BJP and Congress. Watch Rita Sahu talk on DharitriLive discussing her election strategy.

ବିଜେପୁରରେ ନିର୍ବାଚନ ପ୍ରଚାର ସରଗରମ । ଗତ ୧୮ ମାସ ମଧ୍ୟରେ ବିଜେପୁର ଦେଖିବାକୁ ଯାଉଛି ତୃତୀୟ ନିର୍ବାଚନ। ମୈଦାନରେ ତିନି ପ୍ରମୁଖ ଦଳ ଥିବା ବେଳେ ବିଜେଡିର ପ୍ରାର୍ଥିନୀ ରୀତା ସାହୁଙ୍କ ଦୃଢୋକ୍ତି ଏହି ନିର୍ବାଚନ ଲାଗି ତାଙ୍କର କେହି ପ୍ରତିଦ୍ୱନ୍ଦୀ ନାହାଁନ୍ତି । ଲୋକଙ୍କ ମନ ଜିଣିବା ଲାଗି କ’ଣ ସବୁ ରଣନୀତି ପ୍ରସ୍ତୁତ କରିଛନ୍ତି ରୀତା ସାହୁ ସେ ନେଇ ଧରିତ୍ରୀ ଲାଇଭ୍ ସହ ଅଧିକ ଆଲୋଚନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Featured Video Play Icon

ମୁଖ୍ୟମନ୍ତ୍ରୀ ନିଜ ପାଇଁ କିଛି କରି ନାହାଁନ୍ତି ଆମ ପାଇଁ ସବୁ କରିଛନ୍ତି

ଭୁବନେଶ୍ୱର,୧୬ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍‌ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ...

Featured Video Play Icon

ଏସି ହେଲମେଟ ପିନ୍ଧିବେ ପୋଲିସ

ପ୍ରଚଣ୍ଡ ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀଙ୍କ ପାଇଁ ଆଜି ପରୀକ୍ଷାମୂଳକ ଭାବେ ଆରମ୍ଭ ହୋଇଛି ଏସି ହେଲମେଟ ବ୍ୟବସ୍ଥା। ସଫଳ ହେଲେ ସବୁ କର୍ମଚାରୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri