ନଦୀବନ୍ଧ ଖୋଳି ଛାଡ଼ିଦେଲେ, ଲୋକେ ଭୟଭୀତ

ସିଂହପୁର,୨୧ା୭(ଡି.ଏନ.ଏ.): ବିଞ୍ଝାରପୁର ଜଳସମ୍ପଦ ବିଭାଗର ଖରସ୍ରୋତା ନଦୀବନ୍ଧ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଛି। ତେବେ ଏହି ନଦୀବନ୍ଧରେ ଠିକାଦାର ପକାଉଥିବା ମାଟି ଦୂରରୁ ନ ଆଣି ନଦୀବନ୍ଧ ପଠାରୁ ଆଣୁଥିବାରୁ ବନ୍ଧ ପ୍ରତି ବିପଦ ସୃଷ୍ଟି ହେଉଛି। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନାହିଁ। ଅନ୍ୟପକ୍ଷେ ଓଳେଇ ଚନ୍ଦନପୁର ଗ୍ରାମ ନିକଟରେ ପ୍ରଶସ୍ତୀକରଣ କାର୍ଯ୍ୟରେ ନଦୀବନ୍ଧକୁ ଖୋଳିଥିଲେ ମଧ୍ୟ ସେହି ସ୍ଥାନରେ କାର୍ଯ୍ୟ କରାଯାଉ ନ ଥିବାରୁ ବନ୍ଧଟି ମୁକୁଳା ପଡିଛି। କିଛିଦିନ ହେଲା ବର୍ଷା ଲାଗିରହିଥିବାରୁ ନଦୀର ଜଳସ୍ତର ମଧ୍ୟ ବୃଦ୍ଧି ପାଇଛି। ଯଦି ନଦୀରେ ବନ୍ୟାଜଳ ପ୍ରବେଶ କରେ ବନ୍ଧ ପ୍ରତି ବିପଦ ସୃଷ୍ଟି କରିବ। ଏହାକୁ ନେଇ ନଦୀକୁଳିଆ ଲୋକେ ଭୟଭିତ ହୋଇ ପଡ଼ିଛନ୍ତି। ଠିକାଦାରଙ୍କ ଏପରି ବେପରୁଆ ମନଭାବ କାର୍ଯ୍ୟ ଲୋକଙ୍କ ପାଇଁ କାଳ ସାଜିବ। ତେଣୁ ଏଥିପ୍ରତି ଜଳ ସମ୍ପଦ ବିଭାଗର ନିର୍ବାହୀ ଯନ୍ତ୍ରୀ ଓ ଉଚ୍ଚ କର୍ତ୍ତପକ୍ଷ ଦୃଷ୍ଟି ଦେବାକୁ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପର୍ଯ୍ୟଟକଙ୍କ ପାଇଁ ପ୍ରଶାସନର ବଡ଼ ପକ୍ଷକ୍ଷେପ: ବଦଳିବ କଫି ବଗିଚାର ରୂପରେଖ, ସପ୍ତାହକ ମଧ୍ୟରେ ହେବ…

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): ପର୍ଯ୍ୟଟନ କ୍ଷେତ୍ରର ଉନ୍ନତି ପାଇଁ ବ୍ଲକ ଓ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ଯୋଜନା ପ୍ରସ୍ତୁତ କରାଯାଇଛି। କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକକୁ...

ହାଇକୋର୍ଟଙ୍କ ଦୁଇଟି ଆଦେଶନାମାକୁ ନେଇ ଅଞ୍ଚଳବାସୀଙ୍କ ମନରେ ଦ୍ୱନ୍ଦ୍ୱ

କେସିଙ୍ଗା,୩୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ପଞ୍ଚାୟତର ସରପଞ୍ଚ ଭାରତୀ ସୁନାଙ୍କ ବିରୋଧରେ ବିଭିନ୍ନ ଦୁର୍ନୀତି ଅଭିଯୋଗ ଆଣି ୧୧ ଜଣ...

‘ପେଙ୍ଗଲ’ ପ୍ରଭାବରେ ବର୍ଷା, ଫସଲ ନଷ୍ଟ

ପୁରୁଷୋତ୍ତମପୁର,୩୦ା୧୧(ସିମାଞ୍ଚଳ ମିଶ୍ର):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୁତ ହୋଇ ଶୁକ୍ରବାର ମଧ୍ୟରାତି ଶନିବାର ଭୋର ବାତ୍ୟାର ରୂପ ନେଇ କାକାଇକାଲ ଓ ମହାବଳିପୁରମ...

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର: ୩୦୬ପଞ୍ଜିକୃତ, ୧୫୮ ଜଣଙ୍କୁ ପ୍ରମାଣ ପତ୍ର ବଣ୍ଟନ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୯ା୧୧(ଅରୁଣ ସାହୁ/ମନୋରଞ୍ଜନ ରଣା):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ...

ସଜେଇ ହେଉଛି ହିଲ୍‌ଭିୟୁ ପାର୍କ: ବଦଳିଲା ଫାଟକର ରଙ୍ଗ

ଦାରିଙ୍ଗବାଡ଼ି,୨୯ା୧୧(ଅରୁଣ ସାହୁ):ଦାରିଙ୍ଗବାଡ଼ି ବ୍ଲକର ଅନେକ ପର୍ଯ୍ୟଟନକ୍ଷେତ୍ର ରହିଛି ତା ମଧ୍ୟରେ ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ହିଲ୍‌ଭିୟୁ ପାର୍କ ଏବେ ସଜେଇ ହେଉଛି। ଜାତୀୟ ରାଜପଥ ଠାରୁ...

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ...

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି।...

ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ

ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍‌ର ୨ ଗାଁରେ ବିଦ୍ୟୁତ୍‌ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍‌ ଖୁସି ଅଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri