ବର୍ଷ ବର୍ଷ ଧରି ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସରୁନି: ଯାତ୍ରୀ ଅସନ୍ତୋଷ

ଦାରିଙ୍ଗବାଡି, ୨୫।୯ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଠାରୁ ରାଇକିଆ ବ୍ଲକକୁ ସଂଯୋଗ କରୁଥିବା ରାସ୍ତା କାର୍ଯ୍ୟ ସମ୍ପ୍ରସାରଣ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।ରାସ୍ତା ସମ୍ପ୍ରସାରଣ ଆରମ୍ଭ ପୂର୍ବରୁ ରାସ୍ତାର ଅବସ୍ଥା ଯେଉଁ ଅବସ୍ଥାରେ ରହିଥିଲା ଏବେ ଉକ୍ତ ରାସ୍ତାର ଅବସ୍ଥା ତାଠାରୁ ଦ୍ବିଗୁଣିତ ଖରାପ ହୋଇଯାଇଛି। ବଡ଼ ବଡ଼ ଖାଲ ଖମା ହୋଇଥିବା ବେଳେ ବର୍ଷା ଜଳ ଜମା ହୋଇ ଖାଲ ଢ଼େପ ଜଣାପଡୁନି। ଫଳରେ ଦୁର୍ଘଟଣା ବୃଦ୍ଧି ପାଉଛି। ଦୀର୍ଘ ଦିନ ହେଲା ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ସରୁନି। ଫଳରେ ଯାତ୍ରୀମାନେ ସେହି ରାସ୍ତାରେ ଯାତାୟତ ସମୟରେ ଅସନ୍ତୋଷ ବ୍ୟକ୍ତ କରିବା ସହ ସାମାଜିକ ଗଣମାଧ୍ୟମରେ ନିଜ ଅସନ୍ତୋଷ ପ୍ରକାଶ କରି ଭାଇରାଲ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଛାତରୁ ଖସିଲା ପ୍ଲାଷ୍ଟର: ଛାତ୍ର ଆହତ, ଧାରଣାରେ ବସିଲେ ଅଭିଭାବକ

ମୋରଡ଼ା,୨୫ା୯(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଝିଲିରୀବଣି ସରକାରୀ ପ୍ରାଥମିକ ବିଦ୍ୟାଳୟର ଅଭିଭାବକ ଓ ପରିଚାଳନା କମିଟି ସଦସ୍ୟମାନେ ବୁଧବାର...

ଭାଇ ହତ୍ୟାକାରୀଙ୍କ ଗିରଫ ଦାବି କରି ମା-ବାପାଙ୍କ ସହ ଥାନା ସମ୍ମୁଖରେ ଧାରଣାରେ ବସିଲେ ଭଉଣୀ

ସାଲେପୁର,୨୫ା୯(ଅରବିନ୍ଦ ଭୂୟାଁ): ମୃତ ଭାଇଙ୍କ ହତ୍ୟାକାରୀମାନଙ୍କୁ ଗିରଫ କରି କଠୋରରୁ କଠୋର ଦଣ୍ଡ ବିଧାନ ଦାବି କରି କଟକ ଜିଲା ସାଲେପୁର ଥାନା ସମ୍ମୁଖରେ ମା’-ବାପାଙ୍କ...

ଭରତପୁର ପରେ ପୁଣି: ଥାନାବାବୁଙ୍କ ନାଁରେ ଆସିଲା ସଙ୍ଗୀନ ଅଭିଯୋଗ, ମହିଳା କର୍ମଚାରୀଙ୍କୁ…

ରାଉରକେଲା,୨୫।୯: ପୁଣି ଖାକିରେ ଲାଗିଲା କଳଙ୍କ। ଥାନାବାବୁ ନାଁରେ ଆସିଛି ସଙ୍ଗୀନ ଅଭିଯୋଗ। ଭରତପୁର ଆଦର୍ଶ ଥାନା ପରେ ରାଉରକେଲା ବଣ୍ଡମୁଣ୍ଡା ଥାନାରେ ମହିଳାଙ୍କୁ ଅସଦାଚରଣ।...

ସମ୍ବଲପୁରୀ ଗାୟିକା ରୁକ୍‌ସାନାଙ୍କ କବର ଖୋଳିବାକୁ ଦେଲେନି ପରିବାର ଲୋକେ, ଫେରିଆସିଲେ ମାଜିଷ୍ଟ୍ରେଟ୍‌-ପୋଲିସ

ଭବାନୀପାଟଣା,୨୫ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାର ଜଣାଶୁଣା ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନା ବାନୋ (୨୭)ଙ୍କ ଚିକିତ୍ସାଧୀନ ଅବସ୍ଥାରେ ଗତ ୧୯ ତାରିଖ...

ଏସ୍‌ସିବିରେ ନର୍ସିଂ ଅଫିସରଙ୍କ ଆନ୍ଦୋଳନ, ଦାବି ପୂରଣ ନ ହେଲେ…

କଟକ,୨୫ା୯(ଶିଳ୍ପା ପ୍ରିୟଦର୍ଶିନୀ): ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ପକ୍ଷରୁ ରାଜ୍ୟବ୍ୟାପୀ ୧୦ ଦଫା ଦାବିରେ କାର୍ଯ୍ୟବନ୍ଦ ଡାକରା ଦିଆଯାଇଛି। ସଂଘର ଏସ୍‌ସିବି ଶାଖା ପକ୍ଷରୁ ଏସ୍‌ସିବି...

ନଦୀକୁ ଗାଧୋଇବାକୁ ଯାଇଥିଲେ, ମାଡ଼ିଆସିଲା ପ୍ରଖର ସ୍ରୋତ: ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୫।୯(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ତଥା ଶେରଗଡ଼ ବ୍ଲକ ବ୍ରାହ୍ମଣଛାଇ ଗ୍ରାମରେ ବୁଧବାର ଜଣେ ଯୁବକଙ୍କ ଋଷିକୂଲ୍ୟା ନଦୀରେ ବୁଡି ମୃତ୍ୟୁ ଘଟିଛି। ମୃତକ...

ଧରିତ୍ରୀ ପ୍ରତିନିଧିଙ୍କ ଅକାଳ ବିୟୋଗ

ଅନୁଗୋଳ,୨୫।୯: ଧରିତ୍ରୀର ଅନୁଗୋଳ ଜିଲା କଣିହାଁ ବ୍ଲକ ପ୍ରତିନିଧି ସଚିଦାନନ୍ଦ ପ୍ରଧାନଙ୍କ ହୃଦଘାତରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୩ ବବର୍ଷ ବୟସ ହୋଇଥିଲା। ହଠାତ...

ସୁସ୍ମିତାଙ୍କ ଚିକିତ୍ସାକୁ ନେଇ ବଢ଼ିଲା ଆଶା: ସହାୟତା ପାଇଁ ଆଗେଇ ଆସିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି, ୨୪।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଗୌଡ଼ ସାହିର ଯୁକ୍ତ ଦୁଇ ଛାତ୍ରୀ ସୁସ୍ମିତା ଗୌଡ଼ଙ୍କ ଦୁର୍ଘଟଣାରେ ଦୁଇଟି ଗୋଡ଼ ଭାଙ୍ଗିଯାଇ ଥିବାବେଳେ ତାଙ୍କର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri