ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ପରିବାରର ସମସ୍ତଙ୍କ ହାତ, ଗୋଡ଼ ବାନ୍ଧି ମୁହଁରେ କପଡା ବାନ୍ଧି ଡକାୟତମାନେ ଲୁଟ୍‌ କରିଥିଲେ। ବନ୍ଧମୁଣ୍ଡା ଡିଜେଲ କଲୋନୀ ରେଳବାଇ କର୍ମଚାରୀ ଦିଲ୍ଲୀପ ପଣ୍ଡାଙ୍କ କ୍ୱାଟର ନମ୍ବର ଏଲ ୨୦୪/୧ରୁ ଡକାୟତି ହୋଇଥିଲା। ତାଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ନଗଦ ଟଙ୍କା ଲୁଟର ଅଭିଯୋଗ ହୋଇଛି। ରାଉରକେଲା ପୋଲିସ ଟିମ ଏବଂ ଡଗ ସ୍କ୍ବାର୍ଡ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଶୀମଦ ଜବତ: ଜେଲ୍‌ ଗଲେ ପୂର୍ବତନ ସମିତି ସଭ୍ୟ

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ଦେବେନ୍ଦ୍ର ମଲ୍ଲିକଙ୍କୁ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ କୁମାର...

ସ୍କୁଟି ଧକ୍କାରେ ଚାଲିଗଲା ସାଇକେଲ ଚାଳକଙ୍କ ଜୀବନ

ବଡ଼ଗାଁ,୨୧ା୪(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଏକମା ନିକଟ ଲାଲମାଟିଆ ଗାଁ ରାସ୍ତାରେ ସ୍କୁଟି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।...

୧୮ ବର୍ଷ ବୟସ ପୂର୍ବରୁ Instagram ବ୍ୟବହାର କରିବା ହେଲା କଷ୍ଟକର, Meta ନେଲା ଏହି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୪: ଆଜିକାଲି ସବୁ ବୟସର ଲୋକମାନେ ସୋସିଆଲ ମିଡିଆ ବ୍ୟବହାର କରୁଛନ୍ତି। କିନ୍ତୁ ଇନଷ୍ଟାଗ୍ରାମରେ ପିଲା ଏବଂ କିଶୋର ଉପଭୋକ୍ତାଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି...

ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ...

ଜାତୀୟ ହ୍ୟାଣ୍ଡବଲ ଚାମ୍ପିୟନଶିପରେ ସ୍ଥାନ ପକ୍କା କଲେ ଧ୍ରୁବ

ନୂଆପଡ଼ା,୨୧ା୪(ମକାରୁ ବେମାଲ): ଉତ୍ତରପ୍ରଦେଶର ଆକବରପୁରଠାରେ ଏପ୍ରିଲ ୨୦ରୁ ୨୪ ପର୍ଯ୍ୟନ୍ତ ଜାତୀୟ ଜୁନିୟର ବାଳକ ହ୍ୟାଣ୍ଡବଲ ଚାମ୍ପିୟନଶିପ ଆୟୋଜିତ ହେଉଛି। ଏଥିସକାଶେ ରାଜ୍ୟର ୧୮ଜଣିଆ ଦଳ...

କାମ କରୁନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ: ଥଣ୍ଡା ବଦଳରେ ବାହାରୁଛି ଗରମ ପାଣି

ଥୁଆମୂଳ ରାମପୁର,୨୧।୪(ଦୁର୍ଗା କୀର୍ତ୍ତି): ଗାଁଠୁ ସହର ସବୁଠି ତାତି। ତାତିରୁ ତ୍ରାହି ପାଇଁ ଦରକାର ଥଣ୍ଡା ପାଣି। ମୁନ୍ଦାଏ ତୁଣ୍ଡରେ ପଡିଗଲେ ମିଳିଥାଏ ଆତ୍ମସନ୍ତୋଷ। ହେଲେ...

ଯୁବକଙ୍କ ଉନ୍ମତ୍ତକାଣ୍ଡ: ମଝି ରାସ୍ତାରେ ବୁଲାଇଲେ ଫାର୍ସା ,ପୋଲିସ ବାଡ଼ି ଛଡ଼ାଇ ଦୌଡ଼ିଲାଳ ବେଳେ…

ପାରାଦୀପ, ୨୧।୪: ବିଚ ରାସ୍ତାରେ ଫାର୍ସା ଧରି ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଏଭଳି ଘଟଣା ଘଟିଛି କଟକ-ପାରାଦୀପ ରାସ୍ତା କୁଜଙ୍ଗ ବଳରାମପୁରରେ । ଫାର୍ସା ବୁଲାଇବାରୁ...

ଟ୍ରାନ୍ସଜେଣ୍ଡର ଆତ୍ମହତ୍ୟା ଘଟଣା: ଅଭିଯୁକ୍ତଙ୍କୁ ମାରାଥନ ଜେରା

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମର ବୁଲୁ ବିଷୋୟୀଙ୍କ ଘରୁ ଗତ ୧୨ ତାରିଖ ସକାଳେ କୋଟିନଡା ଗ୍ରାମର ଟ୍ରାନ୍ସଜେଣ୍ଡର ଅଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image