RIଙ୍କୁ ବନ୍ଧୁକ ଦେଖାଇ ସୁନା ଚେନ୍‌, ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାରିପଦା(ନୀଳାନ୍ଦ୍ରି ଦଣ୍ଡପାଟ),୩୦।୧: ମୟୁରଭଞ୍ଜ କରଞ୍ଜିଆ ଥାନା ନିକଟସ୍ଥ ପାଟ୍‌ବିଲ୍‌ ଆର୍‌ଆଇଙ୍କ ଠାରୁ ଲୁଟିନେଲେ ସୁନା ଚେନ୍‌ ଓ ଟଙ୍କା। ୨ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ରାଜସ୍ବ ନିରୀକ୍ଷକ ଅଫିସରୁ ଲୁଟି ଫେରାର ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି।

 

Share