Posted inଖେଳ

ଆଇପିଏଲ ପୂର୍ବରୁ ଧୋନୀଙ୍କ ସମ୍ପର୍କରେ ଏମିତି କହିଲେ ଉଥପ୍ପା

ନୂଆଦିଲ୍ଲୀ, ୨୧।୨: ଆଇପିଏଲ ଅକ୍‌ଶନ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ସାମିଲ ହୋଇଥିବା ବରିଷ୍ଠ ବ୍ୟାଟ୍ସମ୍ୟାନ ରବିନ ଉଥପ୍ପାଙ୍କ ଏକ ଭିଡିଓ ଟୁଇଟରରେ ଶେୟାର କରାଯାଇଛି। ସିଏସ୍‌କେ ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ଉଥପ୍ପା ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ସହ ଆଇପିଏଲ ଜିତିବାକୁ ଚାହାନ୍ତି ବୋଲି କହିଛନ୍ତି।

”ମୋ ଇଚ୍ଛା ପୂରଣ ହୋଇଛି। ୧୨ରୁ ୧୩ ବର୍ଷ ତଳେ ମହେନ୍ଦ୍ର ସିଂ ଧୋନୀଙ୍କ ସହ ମୁଁ ଖେଳିଥିଲି। ଆଇପିଏଲରେ ଧୋନୀଙ୍କ ଅବସର ନେବା ଆଗରୁ ମୁଁ ତାଙ୍କ ସହ ଟୁର୍ନାମେଣ୍ଟ ଖେଳିବାକୁ ଓ ଜିତିବାକୁ ଚାହେଁ “ ବୋଲି ଉକ୍ତ ଭିଡିଓରେ ଉଥପ୍ପା କହିଛନ୍ତି। ଉଲ୍ଲେଖଥାଉ କି, ୨୦୦୭ରେ ଅନୁଷ୍ଠିତ ପ୍ରଥମ ଟି୨୦ ବିଶ୍ୱକପ୍‌ରେ ଧୋନୀଙ୍କ ନେତୃତ୍ୱରେ ଚାମ୍ପିୟନ ହୋଇଥିବା ଭାରତୀୟ ଦଳର ସଦସ୍ୟ ଥିଲେ ଉଥପ୍ପା। ସେ ଗତ ଆଇପିଏଲରେ ରଜାସ୍ଥାନ ରୟାଲ୍ସ ପାଇଁ ଖେଳିଥିଲେ। ଆଇପିଏଲ କ୍ୟାରିୟରରେ ୧୮୯ ମ୍ୟାଚ୍‌ ଖେଳିଥିବା ଉଥପ୍ପା ୧୩୦ ଷ୍ଟ୍ରାଇକ ରେଟ୍‌ରେ ୪,୬୦୭ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କଳା ବ୍ୟାଣ୍ଡ୍‌ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

ମେଲବୋର୍ନ,୨୭।୧୨: ବର୍ଡର-ଗାଭାସ୍କର ଟ୍ରଫି ୨୦୨୫-୨୫ର ଚତୁର୍ଥ ଟେଷ୍ଟ ମ୍ୟାଚ ଜାନୁଆରୀ ୨୬ରୁ ଖେଳାଯାଉଛି। ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଏହି ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅଷ୍ଟ୍ରେଲିଆ ଦଳ...

ସମସ୍ତଙ୍କ ସାମ୍ନାରେ ନିଜର ଭୁଲ ସ୍ବୀକାର କଲେ କୋହଲି, କହିଲେ-ହଁ, ମୁଁ…

ନୂଆଦିଲ୍ଲୀ,୨୬।୧୨: ବର୍ଡର-ଗାଭାସ୍କର ଟ୍ରଫିରେ କ୍ରିକେଟର ବିରାଟ କୋହଲିଙ୍କ ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏହି ଡାହାଣହାତୀ ବ୍ୟାଟ୍ସମ୍ୟାନ୍‌ ପର୍ଥ ଟେଷ୍ଟରେ ଶତକ ଲଗାଇଥିଲେ ହେଁ ଆଗାମୀ ୩...

ପ୍ରଥମ ଦିନରେ ଅଷ୍ଟ୍ରେଲିଆର ଆଧିପତ୍ୟ ଜାରି: ୪ ବ୍ୟାଟ୍ସମ୍ୟାନ୍‌ ହାସଲ କଲେ ଅର୍ଦ୍ଧଶତକ

ମେଲବୋର୍ନ,୨୬।୧୨: ମେଲବୋର୍ନରେ ଖେଳାଯାଉଥିବା ବକ୍ସିଂ ଡେ ଟେଷ୍ଟର ପ୍ରଥମ ଦିନ ଆୟୋଜକ ଅଷ୍ଟ୍ରେଲିଆ ନାମରେ ହୋଇଥିଲା। ପାଞ୍ଚ ମ୍ୟାଚ ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚରେ ୧୯...

ଏହି କାମ ପାଇଁ କୋହଲିଙ୍କ ଉପରେ ଲାଗିଲା ଜୋରିମନା

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ପ୍ରଥମ ଅଧିବେଶନରେ ସାମ କନଷ୍ଟାସଙ୍କ ସହ ମୁହାଁମୁହିଁ ହୋଇଥିଲେ। ପଡ଼ିଆରେ ଝଗଡା...

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri