Posted inଫୁରସତ

ଗଭୀର ନଦୀରେ ବିୟର ବୋତଲ ଖୋଲି ଦେଲା କୁମ୍ଭୀର, ପୂରା ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଭାଇରାଲ ହୋଇଥାଏ। ବର୍ତ୍ତମାନ ଭାଇରାଲ ହେଉଥିବା ଭିଡିଓକୁ ଦେଖିଲେ ଯେ କେହି ଆଶ୍ଚର୍ଯ୍ୟ ହୋଇଯିବ। ଏହି ଭିଡିଓଟି ଆମେରିକାର ଫ୍ଲୋରିଡା ସହରର। ଭିଡିଓରେ ଦେଖିବାକୁ ମିଳୁଛି ନଦୀର ନୀଳ ଜଳରାଶିରେ ଡଙ୍ଗାରେ ଯାତ୍ରା କରୁଥିବା କିଛି ଯୁବକ ବିୟର ବୋତଲ ଖୋଲିବାକୁ କୁମ୍ଭୀର ସାହାର୍ଯ୍ୟ ନେଉଛନ୍ତି। ପ୍ରଥମେ ସେମାନେ ବୋତଲ ଖୋଲିବାକୁ ଚେଷ୍ଟା କରୁଛନ୍ତି। ଏହାକୁ ନ ଖୋଲିପାରି ନଦୀରେ ଥିବା ଏକ କୁମ୍ଭୀରକୁ ଦେଖାଉଛନ୍ତି। କୁମ୍ଭୀର ଏହାକୁ ଖୋଲିହେଉଛି। ପରେ ଯୁବକ ଜଣକ ଏହାକୁ ପିଉଛନ୍ତି। ଯେଉଁଠାରେ କୁମ୍ଭୀରକୁ ପ୍ରାୟ ସମସ୍ତେ ଭୟ କରୁଥିବା କରନ୍ତି ସେଠାରେ ଏହି ଯୁବକମାନେ ଦୁଃସାହସିକ କାର୍ଯ୍ୟ କରିଛନ୍ତି। ଯଦି କୁମ୍ଭୀର ଆକ୍ରମଣ କରିଥାନ୍ତା ଏହା ତାଙ୍କ ଉପରେ ମହଙ୍ଗା ପଡ଼ିଥାନ୍ତା ମାତ୍ର ସେପରି କିଛି ହୋଇନାହିଁ। ଏଭି ଭିଡିଓକୁ @ ୱାଲଷ୍ଟ୍ରିଟ ସିଲଭ ସହିତ ଏକ୍ସରେ ଶେୟାର କରିଛନ୍ତି। କ୍ୟାପସନ୍‌ ଲେଖିଛନ୍ତି, ଫ୍ଲୋରିଡାର ଜଣେ ବ୍ୟକ୍ତି ବିୟର କ୍ୟାନ ଖୋଲିବା ପାଇଁ ଏକ ଆଲିଗେଟର ବ୍ୟବହାର କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତୁ ଦେଶର ସୁନାଝିଅଙ୍କ ବିଷୟରେ

ଅବନୀ ଲେଖ୍‌ରା। ୧୨ ବର୍ଷର ହୋଇଥିବାବେଳେ ଏକ ଦୁର୍ଘଟଣାରେ ତାଙ୍କର ପାରାଲିସିସ୍‌ ହୋଇଯାଏ। ଫଳରେ ତାଙ୍କୁ ହ୍ବିଲ ଚେୟାରର ସାହାରା ନେବାକୁ ପଡିଲା। ତାଙ୍କର ଦୁନିଆ...

ଏତେ ଲମ୍ବା କେଶ, ଶୁଖିବାକୁ ଲାଗେ…

ଫ୍ଲୋରିଡା, କ୍ଲେରମୋଣ୍ଟର ଆଶା ମଣ୍ଡେଲା ଏମିତି ଏକ ରେକର୍ଡ କରିଛନ୍ତି ଯାହାକୁ ଆଜିଯାଏ କେହି ଭାଙ୍ଗି ପାରୁନାହାନ୍ତି। ତାହା ହେଉଛି ସବୁଠୁ ଲମ୍ବା କେଶର ରେକର୍ଡ।...

ପ୍ରଥମ ଦରମାରେ ଭାଇଭଉଣୀଙ୍କ ପଢ଼ାଖର୍ଚ୍ଚ ତୁଲାଇଥିଲି

ବାପା ମା’ଙ୍କର ମୁଁ ଥିଲି ସବୁଠାରୁ ବଡ଼ପୁଅ। ମୋ ତଳେ ଆହୁରି ଚାରି ଭାଇ ଓ ଦୁଇ ଭଉଣୀ, ମାନେ ଆମେ ସାତ ଭାଇଭଉଣୀ। ବଡ଼...

ବୁଲଡୋଜର-ଜେସିବି ମଧ୍ୟରେ ତଫାତ ଜାଣନ୍ତି କି? ଉତ୍ତର ନା ହୋଇଥିଲେ ଜାଣି ନିଅନ୍ତୁ…

ଆପଣ ନିଶ୍ଚିତ ଭାବେ ମାଟି ଖୋଳୁଥିବା ବେଳେ ଜେସିବି ନଚେତ ବୁଲଡୋଜରକୁ ଦେଖିଥିବେ। ହେଲେ କ’ଣ ଆପଣ ଉଭୟଙ୍କ ମଧ୍ୟରେ ଫରକ କ’ଣ ଜାଣନ୍ତି କି?...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

୧୦ ଟଙ୍କାର ବେଲୁନ ବି ନେଇପାରେ ଜୀବନ!

ପ୍ରୟାଗରାଜ,୪।୧୦: ପ୍ରୟାଗରାଜର ସରାଇ ଇନାୟତ ପୋଲିସ ଷ୍ଟେଶନ ଅଞ୍ଚଳର ଫତୁହାଁ ଗ୍ରାମରେ ଏକ ମାମଲା ସାମ୍ନାକୁ ଆସିଛି, ଯାହା ଶୁଣି ଲୋକମାନେ କେବଳ ଆଶ୍ଚର୍ଯ୍ୟ ହୋଇନାହାଁନ୍ତି,...

‘ଶିକ୍ଷାକ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ’

ଭାରତରେ ପ୍ରତିବର୍ଷ ୫ ସେପ୍ଟେମ୍ବରରେ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନକୁ ଗୁରୁଦିବସ ବା ଶିକ୍ଷକ ଦିବସ ଭାବେ ପାଳନ କରାଯାଉଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ ଶିକ୍ଷକ ଦିବସ ପ୍ରତିବର୍ଷ...

ଏମିତି ଏକ ଗାଁ ଯେଉଁଠି କାହାରି ଘରେ ହୁଏ ନାହିଁ ରୋଷେଇ

ଗାନ୍ଧିନଗର: ଗୁଜୁରାଟରେ ଦେଶର ଏକ ଅନନ୍ୟ ଗ୍ରାମ ଅଛି। ଏହି ଗାଁର କୌଣସି ଘରେ ଖାଦ୍ୟ ରନ୍ଧାଯାଏ ନାହିଁ। ବିଶେଷ କଥା ହେଉଛି ଏହି ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri