Posted inଖେଳ

ଟି୨୦ ବିଶ୍ୱକପ୍‌ ପରେ ସନ୍ନ୍ୟାସ ନେବେ ରୋହିତ-କୋହଲି: ରିପୋର୍ଟ

ନୂଆଦିଲ୍ଲୀ,୩୦।୪: ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜ୍‌ରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ବିସିସିଆଇ ଟିମ୍‌ ଇଣ୍ଡିଆର ଘୋଷଣା କରିଛି। ଏଥିରେ ଅଧିନାୟକ ଭାବେ ରୋହିତ ଶର୍ମାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ବିରାଟ କୋହଲି ଦଳରେ ସ୍ଥାନ ପାଇଛନ୍ତି। ତେବେ ଏହା ଉଭୟଙ୍କ ଅନ୍ତିମ ଅନ୍ତର୍ଜାତୀୟ ଟି୨୦ ଟୁର୍ନାମେଣ୍ଟ ହେବ। ଏହାପରେ ଦୁହେଁ ଏହି ଫର୍ମାଟରେ ସନ୍ନ୍ୟାସ ଘୋଷଣା କରିବେ ବୋଲି ଏକ ରିପୋର୍ଟରେ ପ୍ରକାଶ ପାଇଛି।

କହିରଖୁଛୁ, ୨୦୨୨ ବିଶ୍ୱକପ୍‌ ପରଠାରୁ ରୋହିତ ଏବଂ କୋହଲି ଟିମ୍‌ ଇଣ୍ଡିଆର ଟି୨୦ ସ୍କ୍ବାର୍ଡରୁ ବାଦ୍‌ ପଡ଼ିଥିଲେ। ହେଲେ ଚଳିତ ବର୍ଷ ଆଫଗାନିସ୍ତାନ ବିପକ୍ଷ ଘରୋଇ ସିରିଜରେ ପ୍ରତ୍ୟାବର୍ତ୍ତନ କରିଥିଲେ। ଏହାକୁ ବିଶ୍ୱକପ୍‌ ଲାଗି ଶେଷ କ୍ୟାମ୍ପେନ୍‌ ଟୁର୍ନାମେଣ୍ଟ ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Mahesh Babu Summon: ଦକ୍ଷିଣ ଭାରତୀୟ ଅଭିନେତା ମହେଶ ବାବୁଙ୍କୁ EDର ସମନ

ଚେନ୍ନାଇ,୨୨।୪: ହାଇଦ୍ରାବାଦସ୍ଥିତ ରିଅଲ ଇଷ୍ଟେଟ ଫାର୍ମରେ ମନି ଲଣ୍ଡରିଂ ତଦନ୍ତରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ଅଭିନେତା ମହେଶ ବାବୁଙ୍କୁ ଏପ୍ରିଲ ୨୭ ରେ ହାଜର ହେବାକୁ...

IPL 2025 ମଧ୍ୟରେ CSKର ଏହି ଖେଳାଳିଙ୍କ ପିତାଙ୍କ ମୃତ୍ୟୁ, ଭାଙ୍ଗିପଡିଲେ…

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025ର ୩୮ତମ ମ୍ୟାଚରେ, ମୁମ୍ବାଇ ଇଣ୍ଡିଆନ୍ସ ଚେନ୍ନାଇ ସୁପର କିଙ୍ଗସକୁ ୯ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚରେ ଯେତେବେଳେ...

ୟୁକ୍ରେନ ସହ ଯୁଦ୍ଧ ମଧ୍ୟରେ ପ୍ରଥମ ଥର ନରମିଲେ Russia ରାଷ୍ଟ୍ରପତି ପୁଟିନ

ମସ୍କୋ,୨୨।୪: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସୋମବାର ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ରଣନୈତିକ ସହଭାଗୀତା ଚୁକ୍ତିକୁ ଅନୁମୋଦନ କରିଛନ୍ତି। ପୂର୍ବରୁ, Russia ସଂସଦ ଏହି...

ବଢୁଛି ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ, ଟ୍ରମ୍ପ ସରକାରଙ୍କ ମଧ୍ୟରେ ବିବାଦ

ଓ୍ବାଶିଂଟନ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଟ୍ରମ୍ପ ପ୍ରଶାସନ ହାର୍ଭାର୍ଡକୁ ୨.୨ ବିଲିୟନ ଡଲାରର ପାଣ୍ଠି...

ନବଗ୍ରହ ମନ୍ଦିରରୁ ଚୋରି: ଲକ୍ଷାଧିକ ଟଙ୍କାର ସୁନା ରୂପା ଅଳଙ୍କାର ଲୁଟିନେଲେ…

ସାବରଙ୍ଗ,୨୨।୪(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ନରସିଂହପୁର ପଞ୍ଚାୟତର ବାଣପୁର ଗ୍ରାମରେ ଥିବା ନବଗ୍ରହ ମନ୍ଦିରରୁ ସୋମବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଛି।...

Pop Francis Death: ଫ୍ରାନ୍ସିସଙ୍କ ପରଲୋକରେ ଭାରତରେ ୩ ଦିନିଆ ଶୋକ, ଅର୍ଦ୍ଧନମିତ ରହିବ ତ୍ରିରଙ୍ଗା

ନୂଆଦିଲ୍ଲୀ,୨୨।୪: ପୋପ ଫ୍ରାନ୍ସିସଙ୍କ ଦେହାନ୍ତରେ ଭାରତ ସରକାର ସୋମବାର ତିନି ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି। ସୋମବାର Pop Francisଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ...

IPL 2025: ପ୍ରିତୀ ଜିଣ୍ଟାଙ୍କୁ ନିଜ ପୁଅର ଭିଡିଓ ଦେଖାଇଲେ ବିରାଟ କୋହଲି, ହସି ପକାଇଲେ ଅଭିନେତ୍ରୀ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୪: ରବିବାର ଅନୁଷ୍ଠିତ IPL 2025 ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପଞ୍ଜାବ କିଙ୍ଗସକୁ ୭ ୱିକେଟରେ ପରାସ୍ତ କରି ପୂର୍ବ ପରାଜୟର ପ୍ରତିଶୋଧ ନେଇଛି।...

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image