Posted inଖେଳ

‘ୟୁନିଭର୍ସ ବସ୍‌’ଙ୍କ ରେକର୍ଡ ଭାଙ୍ଗିଲେ ହିଟ୍‌ମ୍ୟାନ୍‌: ଏଭଳି କରିବାରେ ବିଶ୍ୱରେ ପ୍ରଥମ…

ଅହମ୍ମଦାବାଦ,୨୧।୩: ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ନିର୍ଣ୍ଣାୟକ ଟି୨୦ ମ୍ୟାଚ୍‌ରେ ବିଜୟ ସହ ସିରିଜ ହାତେଇଛି ଭାରତୀୟ କ୍ରିକେଟ ଟିମ୍‌। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଓହ୍ଲାଇଥିଲା ଘରୋଇ ଟିମ୍‌। ପ୍ରଥମେ ଓପନିଂ କରିବାକୁ ଆସିଥିବା ରୋହିତ ଶର୍ମା ଏବଂ ବିରାଟ କୋହଲି ଦମ୍‌ଦାର ବ୍ୟାଟିଂ କରି ଦଳକୁ ମଜଭୂତ ସ୍ଥିତିକୁ ଆଣିଥିଲେ। ପ୍ରଥମ ଉଇକେଟ ପାଇଁ ଉଭୟ ୯୪ରନ୍‌ର ଭାଗିଦାରି କରିଥିଲେ। ରୋହିତ ୩୪ ବଲ୍‌ରେ ୬୪ ରନ୍‌ କରିଥିଳେ। ଏଥିରେ ୪ ଚୌକା ଏବଂହ ୫ ଛକା ରହିଥିଲା। ଏହି ଅର୍ଦ୍ଧଶତକ ପାଳିରେ ହିଟ୍‌ମ୍ୟାନ୍‌ ଆଉ ଏକ ଉପଲବ୍ଧି ହାସଲ କରିଛନ୍ତି। ସେ ୟୁନିଭର୍ସ ବସ୍‌ ତଥା ଓ୍ବେଷ୍ଟଇଣ୍ଡିଜ୍‌ ବ୍ୟାଟ୍ସମ୍ୟାନ୍‌ କ୍ରିସ୍‌ ଗେଲଙ୍କ ନାମରେ ଥିବା ଛକା ରେକର୍ଡ ଭାଙ୍ଗିଛନ୍ତି।

ଟିି୨୦ ଅନ୍ତରାଷ୍ଟ୍ରୀୟ ମ୍ୟାଚ୍‌ରେ ଗୋଟିଏ ପାଳିରେ ୫ ଅଥବା ତାଠାରୁ ଅଧିକ ଛକା ମାରିଥିବା ବିଶ୍ୱର ପ୍ରଥମ କ୍ରିକେଟର ସେ ପାଲଟିଛନ୍ତି। ଏଭଳି ସେ ୧୦ ଥର କରିଛନନ୍ତି। ଇଂଲଣ୍ଡ ବିପକ୍ଷ ପଞ୍ଚମ ଟି୨୦ ମ୍ୟାଚ୍‌ ପୂର୍ବରୁ ସେ ଗେଲଙ୍କ ସମକକ୍ଷ ଥିଲେ। ହେଲେ ୯ମ ଓଭରର ଦ୍ୱିତୀୟ ବଲ୍‌ରେ ୫ମ ଛକା ମାରିବା ପରେ ସେ ଗେଲ୍‌ଙ୍କୁ ଟପିଯାଇଛନ୍ତି। ଏବେ ଗେଲ ଏବଂ କୋଲିନ୍‌ ମୁନରୋ ଉଭୟ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେମାନେ ଗୋଟିଏ ପାଳିରେ ୯ ଥର ୫ ଛକା ମାରିଛନ୍ତି।
ଏହାଛଡ଼ା ଟି୨୦ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ରନ୍‌ କରିବା ମାମଲାରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛନ୍ତି। ମ୍ୟାଚ୍‌ ପୂର୍ବରୁ ସେ ତୃତୀୟ ସ୍ଥାନରେ ରହିଥିଲେ। ହେଲେ ଏବେ ସେ ଗୋଟିଏ ପାଦ ଉପରକୁ ଉଠିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରିଷଭ ପନ୍ତ ବିସ୍ଫୋରକ ବ୍ୟାଟିଂ: ଭାରତ ୧୪୫ ରନରେ ଆଗୁଆ 

ସିଡନୀ,୪/୧: ବର୍ଡ଼ର- ଗାଭାସ୍କର ଟେଷ୍ଟ ସିରିଜର ଶେଷ ଟେଷ୍ଟର ଦ୍ବିତୀୟ ଦିନ ଖେଳ ଶେଷ ହୋଇଛି। ଭାରତ ଦ୍ୱିତୀୟ ଇନିଂସରେ ୬ ଉଇକେଟ୍ ହରାଇ ୧୪୧...

୯୨ ବର୍ଷ ପରେ ପ୍ରଥମଥର ଘଟିଲା ଏମିତି…ଯଶସ୍ୱୀ ଜୟସ୍ୱାଲ କଲେ ଏମିତି ରେକର୍ଡ

ସିଡନୀ,୪/୧:ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପଞ୍ଚମ ତଥା ଅନ୍ତିମ ମ୍ୟାଚ୍ ସିଡନୀରେ ଚାଲିଛି। ଏହି ମ୍ୟାଚ୍ ରେ ଯଶସ୍ୱୀ...

ବୁମ୍‌ରାଙ୍କ ବିନା ଅଷ୍ଟ୍ରେଲିଆର ହୋଶ୍‌ ଉଡାଇଲା ଟିମ୍‌ ଇଣ୍ଡିଆ: ପ୍ରଥମ ଇନିଂସରେ ଆଗୁଆ

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫିର ଶେଷ ଟେଷ୍ଟର ଦ୍ୱିତୀୟ ଦିନରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସ ୧୮୧ ରନ ଅଲଆଉଟ୍‌ ହୋଇଯାଇଥିଲା। ଟସ ଜିତିବା ଏବଂ ପ୍ରଥମେ ବ୍ୟାଟିଂ...

ମ୍ୟାଚ୍‌ ମଝିରେ ହଠାତ୍‌ ମେଡିକାଲ ଗଲେ ବୁମ୍‌ରା: ଟିମ୍‌ ଇଣ୍ଡିଆର ବଢିଲା ସମସ୍ୟା

ସିଡନୀ,୪।୧: ସିଡନୀରେ ଖେଳାଯାଉଥିବା ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢୁଥିବା ପରି ମନେ ହେଉଛି। ଏହି...

ଅଚାନକ ଅଧିନାୟକ ହୋଇଗଲେ ବିରାଟ କୋହଲି: ମ୍ୟାଚ୍‌ ମଝିରେ ନିଆଗଲା ବଡ଼ ନିଷ୍ପତ୍ତି, ଜାଣନ୍ତୁ କାହିଁକି

ସିଡନୀ,୪।୧: ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ପଞ୍ଚମ ତଥା ଶେଷ ଟେଷ୍ଟ ସିଡନୀରେ ଖେଳାଯାଉଛି। ସିଡନୀ ଟେଷ୍ଟରେ ଟିମ ଇଣ୍ଡିଆ ପାଇଁ ଏପର୍ଯ୍ୟନ୍ତ ଅନେକ ଉତ୍ଥାନ-ପତନ ଦେଖାଯାଇଛି।...

ଗୋଟିଏ ଓଭରରେ ବଡ଼ କାରନାମା କଲେ ମହମ୍ମଦ ସିରାଜ୍‌

ସିଡନୀ,୪।୧: ସିଡନୀ ଟେଷ୍ଟର ପ୍ରଥମ ଇନିଂସରେ ମହମ୍ମଦ ସିରାଜ ଚମତ୍କାର ବୋଲିଂ ପ୍ରଦର୍ଶନ କରିଛନ୍ତି। ସେ ଗୋଟିଏ ଓଭରରେ ଦୁଇ ଜଣ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନଙ୍କୁ ଆଉଟ୍‌...

ଅବସରକୁ ନେଇ ଶେଷରେ ମୁହଁ ଖୋଲିଲେ ରୋହିତ ଶର୍ମା: କଲେ ଆଶ୍ଚର୍ଯ୍ୟଜନକ ଖୁଲାସା

ସିଡନୀ,୪।୧୨: ସିଡନୀ ଟେଷ୍ଟର ଦ୍ୱିତୀୟ ଦିନରେ ଅବସର ନେବା ଉପରେ ରୋହିତ ଶର୍ମା ମୁହଁ ଖୋଲିଛନ୍ତି। ଖରାପ ଫର୍ମ ସହ ସଂଘର୍ଷ କରୁଥିବା ରୋହିତଙ୍କୁ ସିଡନୀରେ...

୪୭ ବର୍ଷର ରେକର୍ଡ ଭାଙ୍ଗିଦେଲେ ଜସପ୍ରୀତ ବୁମ୍‌ରା

ସିଡନୀ,୪।୧୨: ଜସପ୍ରୀତ ବୁମ୍‌ରା କ୍ରିକେଟରେ ତାଙ୍କ ନାମରେ ଆଉ ଏକ ଐତିହାସିକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବର୍ତ୍ତମାନ ଅଷ୍ଟ୍ରେଲିଆରେ ଖେଳାଯାଇଥିବା କୌଣସି ଟେଷ୍ଟ ସିରିଜରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri