Posted inଖେଳ

ଲଜ୍ଜାଜନକ ପରାଜୟ ପରେ ଅଜବ ଯୁକ୍ତି କଲେ ରୋହିତ ଶର୍ମା

ସେଞ୍ଚୁରିଅନ୍‌,୨୯।୧୨: ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚକୁ ଗୋଟିଏ ଇନିଂସ ଏବଂ ୩୨ ରନ୍‌ରେ ପରାଜୟ ହାସଲ କରିଛି। ଏହି ମ୍ୟାଚରେ ଟିମ ଇଣ୍ଡିଆ ଏକ ସମ୍ପୂର୍ଣ୍ଣ ଫ୍ଲପ ନଜର ଆସିଥିଲା। ମ୍ୟାଚ ସରିବା ପରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଅଜବ ଯୁକ୍ତି କରିଛନ୍ତି।
ରୋହିତ କହିଛନ୍ତି, ଦକ୍ଷିଣ ଆଫ୍ରିକାକୁ ହାଲୁକା ଭାବେ ଗ୍ରହଣ କରିବା ଭାରୀ ପଡ଼ିଛି। ଜିତିବା ପାଇଁ ଆମେ ଭଲ ସ୍ଥିତିରେ ନ ଥିଲୁ। କେ.ଏଲ ରାହୁଲ ଚମତ୍କାର ବ୍ୟାଟିଂ କରିଥିଲେ, କିନ୍ତୁ ପରେ ବୋଲିଂରେ ଫାଇଦା ଉଠାଇପାରି ନ ଥିଲୁ। ଯଦି ଆମକୁ ଟେଷ୍ଟ ମ୍ୟାଚ ଜିତିବାକୁ ପଡ଼ିବ, ତେବେ ଆମକୁ ଏକାଠି ହେବାକୁ ପଡ଼ିବ, ଯାହା ଆମେ କରିନାହୁଁ। ଆମର ବ୍ୟାଟ୍ସମ୍ୟାନ୍‌ଙ୍କୁ ଚ୍ୟାଲେଞ୍ଜ ମିଳିଥିଲା। ଆମେ ତାଳମେଳ ଦେଖାଇପାରି ନ ଥିଲୁ। ଏହା ଏକ ଚୌକା ଲଗାଇବା ଗ୍ରାଉଣ୍ଡ, ଆମେ ସେମାନଙ୍କୁ ସ୍କୋର କରୁଥିବାର ଦେଖିଥିଲୁ। ଆମକୁ ବିରୋଧୀ ଦଳର ଶକ୍ତି ବୁଝିବାକୁ ପଡ଼ିବ। ଆମେ ଉଭୟ ଇନିଂସରେ ଭଲ ବ୍ୟାଟିଂ କରିନାହୁଁ, ସେଥିପାଇଁ ଆମେ ଏଠାରେ ମ୍ୟାଚ ତିନି ଦିନ ମଧ୍ୟରେ ହାରିଛୁ। ଆମର ଅଧିକାଂଶ ବୋଲର ପୂର୍ବରୁ ଏଠାରେ ଖେଳି ନାହାଁନ୍ତି, ତେଣୁ ମୁଁ ଅତ୍ୟଧିକ ସମାଲୋଚନା କରିବାକୁ ଚାହେଁ ନାହିଁ। କ୍ରୀଡ଼ାବିତ୍ମାନେ ଆମେ ଏପରି ସମୟ ଦେଇ ଗତି କରନ୍ତି ଏବଂ ପରବର୍ତ୍ତୀ ଟେଷ୍ଟ ପାଇଁ ଆମେ ପ୍ରସ୍ତୁତ ହେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ...

ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା

ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ...

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ,...

Tahawwur Rana: ପ୍ରଥମେ ମାଗିଲେ ପେନ-ପେପର-କୁରାନ, ଏବେ ଡିମାଣ୍ଡ କରୁଛନ୍ତି ନନଭେଜ…

ନୂଆଦିଲ୍ଲୀ,୧୮।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣାକୁ NIA ନିରନ୍ତର ପଚରାଉଚରା କରୁଛି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ତହଉର ରାଣା ତାଙ୍କ...

ବଦଳିଲା ସରକାରୀ ମହାବିଦ୍ୟାଳୟର ନାମ

କୋରାପୁଟ,୧୮ା୪(ଅମିତାଭ ବେହେରା): କୋରାପୁଟ ଲାଣ୍ଡିଗୁଡ଼ାସ୍ଥିତ ସରକାରୀ ମହାବିଦ୍ୟାଳୟର ପୁଣିଥରେ ନାଁ ବଦଳିଛି। ଗତ ୧୬ ତାରିଖରେ ଏହାକୁ ରାଜ୍ୟ ସରକାର ବିଜ୍ଞପ୍ତି ମାଧ୍ୟମରେ ସରକାରୀ ଡିଏଭି...

ସମ୍ବଲପୁର ସିଆର୍‌ପିଏଫ୍‌ ଗୋଷ୍ଠୀ କେନ୍ଦ୍ର ସର୍ବଶ୍ରେଷ୍ଠ ବିବେଚିତ

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ଭାରତର ସର୍ବବୃହତ ସାମରିକ ବାହିନୀ, କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସର ଜନ୍ମଭୂମି ମଧ୍ୟପ୍ରଦେଶର ନିମଚରେ ଗୁରୁବାର ଆୟୋଜିତ ୮୬ତମ ସ୍ଥାପନା ଦିବସ ପରେଡରେ...

ଚୈତ୍ର ମହୋତ୍ସବ ଝାମୁଯାତ୍ରା ସମ୍ପନ୍ନ

ରିଷିଡ଼ା,୧୮ା୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟଚଣ୍ଡୀ ଶୈବ ଶକ୍ତି ପୀଠରେ ଚାଲିଥିବା ଚୈତ୍ର ମହୋତ୍ସବର ସପ୍ତମ ଦିବସରେ ଝାମୁଯାତ୍ରା...

ୟୁଜିସି ନେଟ୍‌ ପରୀକ୍ଷା ପଞ୍ଜୀକରଣ ଆରମ୍ଭ: ଜାଣନ୍ତୁ ଫର୍ମ ପୂରଣ କରିବାର ଶେଷ ତାରିଖ

ଭୁବନେଶ୍ୱର,୧୮ା୪: ୟୁଜିସି-ନେଟ୍‌ ଜାତୀୟ ଯୋଗ୍ୟତା ପରୀକ୍ଷା ୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ ଆରମ୍ଭ ହୋଇଯାଇଛି। ଯୋଗ୍ୟ ଛାତ୍ରୀଛାତ୍ର ଏନେଇ ସରକାରୀ ଓ୍ବେବ୍‌ସାଇଟ୍‌ ମାଧ୍ୟମରେ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image