Posted inଖେଳ

ସୂର୍ଯ୍ୟ-ହାର୍ଦ୍ଦିକଙ୍କଠାରୁ କମ୍‌ ଦରମାରେ ଖେଳିବେ ରୋହିତ ଶର୍ମା, ମୁମ୍ବାଇର ରିଟେଶନ ଲିଷ୍ଟ ଉପରେ କହିଲେ…

ନୂଆଦିଲ୍ଲୀ,୧।୧୧: ଆଇପିଏଲ ୨୦୨୫ ପାଇଁ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଖେଳାଳିଙ୍କୁ ରିଟେନ କରିଛି। ସେମାନଙ୍କ ନାମ ଜସପ୍ରୀତ ବୁମ୍‌ରା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ରୋହିତ ଶର୍ମା ଏବଂ ତିଳକ ବର୍ମା। କହୁରଖୁଛୁ ଯେ ଦରମା ଦୃଷ୍ଟିରୁ ରୋହିତଙ୍କୁ ବୁମ୍‌ରା, ପାଣ୍ଡ୍ୟା ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ତଳେ ରଖାଯାଇଛି। ବର୍ତ୍ତମାନ ମୁମ୍ବାଇର ପୂର୍ବତନ ଅଧିନାୟକ କହିଛନ୍ତି ଯେ ଦଳକୁ ମଜଭୁତ କରିବାକୁ ଏମଆଇ ୫ ଖେଳାଳିଙ୍କୁ ରିଟେନ କରିଛି।

ରୋହିତ ଶର୍ମା କହିଛନ୍ତି ଯେ ଯେଉଁ ନମ୍ବରରେ ତାଙ୍କୁ ରଖାଯାଇଛି ତାହା ତାଙ୍କ ପାଇଁ ଉପଯୁକ୍ତ ସ୍ଥାନ। ସେ କହିଛନ୍ତି, ଯେହେତୁ ମୁଁ ଅବସର ନେଇଛି, ତେଣୁ ଏହା ମୋ ପାଇଁ ଏକ ଉପଯୁକ୍ତ। ଆନ୍ତର୍ଜାତୀୟ ସ୍ତରରେ ଦେଶକୁ ପ୍ରତିନିଧିତ୍ୱ କରୁଥିବା ଖେଳାଳିଙ୍କୁ ପ୍ରାଥମିକତା ଦିଆଯିବା ଉଚିତ୍‌।

ଆଇପିଏଲ ୨୦୨୪ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ରହିଥିଲା। ସେହି ପ୍ରଦର୍ଶନକୁ ମନେ ପକାଇ ରୋହିତ କହିଛନ୍ତି ଯେ ପରବର୍ତ୍ତୀ ସମୟରେ ଦଳ ଭଲ କରିବା ପାଇଁ ଦଳ ତାର ସମସ୍ତ ଚେଷ୍ଟା କରିବ। ସେ କହିଛନ୍ତି, ଆମେ ମୁମ୍ବାଇକୁ ମଜବୁତ କରିବାକୁ ଚେଷ୍ଟା କରିଛୁ। ବର୍ତ୍ତମାନ ଆମର ଲକ୍ଷ୍ୟ ହେଉଛି ନିଲାମରେ ଏପରି ଖେଳାଳି ଚୟନ କରିବା ଯିଏ ଆମ ପାଇଁ ମ୍ୟାଚ ବିଜେତା ବୋଲି ପ୍ରମାଣ କରିପାରିବ। ଆମେ ସଠିକ ପଦକ୍ଷେପ ଗ୍ରହଣ କରିବୁ ଏବଂ ଦଳ ପାଇଁ ଯାହା ଯୋଗ୍ୟ ତାହା ଗ୍ରହଣ କରିବୁ।।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri