Posted inଖେଳ

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ ୯ ଚୌକା ଓ ୭ ଛକା ମାରିଥିଲେ। ଜୟସ୍ବାଲଙ୍କ ଚମତ୍କାର ଶତକ ଆଧାରରେ ରାଜସ୍ଥାନ ରୟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ସହଜରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୯ ଉଇକେଟ ହରାଇ ୧୭୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ରାଜସ୍ଥାନ ରୟାଲ୍ସ ୧୮.୪ ଓଭରରେ ଗୋଟିଏ ଉଇକେଟ ହରାଇ ଲକ୍ଷ୍ୟ ହାସଲ କରିଥିଲା। ଏହିପରି ଭାବରେ ସଞ୍ଜୁ ସାମସନଙ୍କ ଦଳ ସିଜନର ସପ୍ତମ ବିଜୟ ହାସଲ କଲା।
ତେବେ ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ବନାମ ରାଜସ୍ଥାନ ରୟାଲ୍ସ ମ୍ୟାଚର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଜୟସ୍ବାଲଙ୍କ ଶତକ ପରେ ମୁମ୍ବାଇ ଇଣ୍ଡିଆନ୍ସ ଖେଳାଳି ରୋହିତ ଶର୍ମା ଏହି ଯୁବ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କରିଥିଲେ। ଏହି ସମୟ ମଧ୍ୟରେ ଉଭୟ ଖେଳାଳିଙ୍କ ମୁହଁରେ ହସ ଥିଲା। ରୋହିତ ଶର୍ମା ଜୟସ୍ବାଲଙ୍କୁ ଆଲିଙ୍ଗନ କରିବା ପରେ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆରେ ଏହି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କେବଳ ମ୍ୟାକ୍ସଓ୍ବେଲ ନୁହନ୍ତି, ବରଂ ପୂରା ଅଷ୍ଟ୍ରେଲିଆ ଦଳ ପାଇଁ ଯୋଜନା କରିଛୁ: ଆଫଗାନିସ୍ତାନ ଅଧିନାୟକ

ଲାହୋର,୨୭ା୨: କେବଳ ଗ୍ଲେନ ମ୍ୟାକ୍ସଓ୍ବେଲଙ୍କ ପାଇଁ ନୁହେଁ, ବରଂ ପୂରା ଅଷ୍ଟ୍ରେଲିଆ ଦଳ ଲାଗି ଆମେ ଯୋଜନା ପ୍ରସ୍ତୁତ କରିଛୁ। ଅଷ୍ଟ୍ରେଲିଆ ବିପକ୍ଷରେ ଶୁକ୍ରବାର ଖେଳାଯିବାକୁ...

ପାକିସ୍ତାନ ଫୁଟବଲରୁ ହଟିବ ଫିଫା ବାସନ୍ଦାଦେଶ

ଲାହୋର,୨୭ା୨: ପାକିସ୍ତାନ ଫୁଟବଲ ଫେଡେରେଶନ (ପିଏଫ୍‌ଏଫ୍‌) କଂଗ୍ରେସ ଏହାର ସମ୍ବିଧାନରେ ସଂଶୋଧନକୁ ମଞ୍ଜୁରୀ ପ୍ରଦାନ କରିଛି। ଏଥିଯୋଗୁ ଫିଫା ପକ୍ଷରୁ କରାଯାଇଥିବା ବାସନ୍ଦାଦେଶ ହଟିବା ଲାଗି...

ସମ୍ବଲପୁର କପ୍‌ ଫୁଟବଲ: କେରଳକୁ ହରାଇଲା କୋଲକାତା

ସମ୍ବଲପୁର,୨୭ା୨(ବି.ଶଙ୍କର): ସମ୍ବଲେଶ୍ୱରୀ ସ୍ପୋର୍ଟିଂ ଓ ସମ୍ବଲପୁର ଜିଲା କ୍ରୀଡ଼ା ସଂଘ ଆୟୋଜିତ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ମ୍ୟାଚରେ ଜର୍ଜ ଟେଲିଗ୍ରାଫ କୋଲକାତା...

ରୋହିତଙ୍କ ଫିଟନେସ୍‌ ଉପରେ ରହିବ ନଜର, ଓପନିଂ କରିପାରନ୍ତି କେଏଲ ରାହୁଲ

ଦୁବାଇ,୨୭।୨: ପାକିସ୍ତାନ ବିପକ୍ଷ ମ୍ୟାଚ ସମୟରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିଲେ। ତାଙ୍କ ନେତୃତ୍ୱରେ ଭାରତୀୟ ଦଳ ଉଭୟ ପ୍ରାରମ୍ଭିକ ମ୍ୟାଚ ଜିତି...

ଚାମ୍ପିଅନ୍ସ ଟ୍ରଫିର ପରାଜୟକୁ ଭୁଲିବ ନାହିଁ ପାକିସ୍ତାନ, ବାଂଲାଦେଶ-ଇଂଲଣ୍ଡ ବି ହେବେ ମାଲାମାଲ, ଜାଣନ୍ତୁ କେଉଁ ଟିମକୁ ମିଳିବ କେତେ

ନୂଆଦିଲ୍ଲୀ,୨୭।୨: ଗୁରୁବାର ପାକିସ୍ତାନର ଚାମ୍ପିଅନ୍ସ ଟ୍ରଫି ଅଭିଯାନ ଏକ ଖରାପ ପରିସମାପ୍ତି କରିଛି, ଯେତେବେଳେ ରାୱଲପିଣ୍ଡିରେ ବାଂଲାଦେଶ ବିପକ୍ଷରେ ସେମାନଙ୍କର ଶେଷ ଗ୍ରୁପ ମ୍ୟାଚ ଗୋଟିଏ...

ଆମଠାରୁ ଖୁବ୍‌ ଅଧିକ ଆଶା କରାଯାଉଥିଲା: ରିଜଓ୍ବାନ

ରାଓ୍ବଲପିଣ୍ଡି,୨୭ା୨: ବାଂଲାଦେଶ ଓ ଆୟୋଜକ ପାକିସ୍ତାନ ମଧ୍ୟରେ ଗୁରୁବାର ହେବାକୁ ଥିବା ଚାମ୍ପିୟନ୍ସ ଟ୍ରଫି ମ୍ୟାଚରେ ବର୍ଷା ବାଧକ ସାଜିଥିଲା। ଲଗାଣ ବର୍ଷା ଯୋଗୁ ମ୍ୟାଚରେ...

ବାରବାଟୀ ପରେ ଓ୍ବିମ୍ବଲେରେ ଲିଭିଗଲା ଲାଇଟ୍‌: ଇଂଲଣ୍ଡ-ସ୍ପେନ ମ୍ୟାଚ୍‌ ବାଧାପ୍ରାପ୍ତ

ଲଣ୍ଡନ,୨୭ା୨: କଟକର ବାରବାଟୀ ଷ୍ଟାଡିୟମରେ ଘଟିଥିବା ଘଟଣାର ପୁନରାବୃତ୍ତି ଲଣ୍ଡନ ସ୍ଥିତ ଓ୍ବିମ୍ବଲେ ଷ୍ଟାଡିୟମରେ ଘଟିଛି। ବୁଧବାର ଷ୍ଟାଡିୟମରେ କରେଣ୍ଟ ଚାଲିଯିବାରୁ ଇଂଲଣ୍ଡ ଓ ସ୍ପେନ...

ସଂସଦରେ ଉଠିବ ପାକିସ୍ତାନ ପରାଜୟ ପ୍ରସଙ୍ଗ: ଖେଳାଳିଙ୍କୁ ପ୍ରଶ୍ନ କରିବେ ପ୍ରଧାନମନ୍ତ୍ରୀ

ଇସଲାମାବାଦ୍‌,୨୭।୨: ଚାମ୍ପିଅନ୍ସ ଟ୍ରଫିରେ ଆୟୋଜକ ଦଳର ଖରାପ ପ୍ରଦର୍ଶନ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଖୁବ୍‌ଶୀଘ୍ର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏବଂ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image