ରାଉରକେଲା ଷ୍ଟିଲ୍‌ପ୍ଲାଣ୍ଟ୍‌ରେ ଅଘଟଣ: ୮ ଗୁରୁତର

ରାଉରକେଲା,୧ା୭: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟରେ ସୋମବାର ଏକ ଅଘଟଣ ଘଟିଛି। ୫ ନଂ ବ୍ଲାଷ୍ଟ ଫର୍ଣ୍ଣେସ୍‌ରେ ଅଘଟଣ ଘଟିବାରୁ ଏଠାରେ କାମ କରୁଥିବା ୮ ଶ୍ରମିକ ଗୁରୁତର ହୋଇଛନ୍ତି। ବିଷାକ୍ତ କାର୍ବନ ମନୋକ୍ସାଇଡ୍‌ ଗ୍ୟାସ୍‌ ଯୋଗୁ ଶ୍ରମିକମାନେ ଗୁରୁତର ହୋଇପଡ଼ିଛନ୍ତି। ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି।

Share