Posted inଖେଳ

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ଆରସିବି

ଚେନ୍ନାଇ, ୯ା୪- ଆରମ୍ଭ ହୋଇଯାଇଛି ଆଇପିଏଲର ୧୪ ତମ ସଂସ୍କରଣ। ପ୍ରଥମ ମ୍ୟାଚ୍‌ରେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତିି ରୟଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଅଧିନାୟକ ବିରାଟ କୋହଲି । ଚେପକର ଧିମା ପିଚ୍‌କୁ ନଜରରେ ରଖି ଦୁଇ ଦଳ ଅତିରିକ୍ତ ସ୍ପିନରଙ୍କୁ ଖେଳାଇଛନ୍ତି। କ୍ୱାରେଣ୍ଟିନରେ ଥିବା କ୍ୱିଣ୍ଟନ ଡି କକ୍‌ଙ୍କ ସ୍ଥାନରେ କ୍ରିସ ଲିନ୍‌ଙ୍କୁ ମୁମ୍ବାଇ ଫ୍ରାଞ୍ଚାଇଜ ପାଇଁ ମିଳିଛି ପଦାର୍ପଣ ସୁଯୋଗ।

ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ବିରାଟ କୋହଲି (ଅଧିନାୟକ), ରଜତ ପଟିଦାର, ଏବି ଡି’ଭିଲିୟର୍ସ, ଗ୍ଲେନ ମ୍ୟାକ୍ସଓ୍ବେଲ, ଡାନିଏଲ କ୍ରିଷ୍ଟିଆନ, କାଇଲ ଜାମିସନ, ହର୍ଶଲ ପଟେଲ, ଓ୍ବାଶିଂଟନ ସୁନ୍ଦର, ୟୁଜବେନ୍ଦ୍ର ଚହଲ, ମହମ୍ମଦ ସିରାଜ ଓ ଶାହାବାଜ ଅହମ୍ମଦ।

ମୁମ୍ବାଇ ଇଣ୍ଡିଆନ୍ସ ଦଳ : ରୋହିତ ଶର୍ମା (ଅଧିନାୟକ), କ୍ରିସ ଲିନ, ସୂର୍ଯ୍ୟକୁମାର ଯାଦବ, ଇଶାନ କିଷନ, ହାର୍ଦ୍ଦିକ ପାଣ୍ଡ୍ୟା, କ୍ରୁନାଲ ପାଣ୍ଡ୍ୟା, କିରନ ପୋଲାର୍ଡ, ଯଶପ୍ରୀତ ବୁମରା, ଟ୍ରେଣ୍ଟ ବୋଲ୍ଟ, ରାହୁଲ ଚହର ଓ ମାର୍କୋ ଜେନସେନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧,୧୧୨ ଦିନ ପରେ ଭାଙ୍ଗିଲା ରେକର୍ଡ: ବୁମ୍‌ରାଙ୍କ ମୁଣ୍ଡବିନ୍ଧା ବଢାଇଲେ ୧୯ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ମେଲବୋର୍ନ,୨୬।୧୨: ଡିସେମ୍ବର ୨୬ରୁ ବକ୍ସିଂ ଡେ ଟେଷ୍ଟ ଆରମ୍ଭ ହୋଇଛି। ବର୍ଡର-ଗାଭାସ୍କର ଟ୍ରଫି ୨୦୨୪-୨୫ର ଏହା ହେଉଛି ଚତୁର୍ଥ ଟେଷ୍ଟ ମ୍ୟାଚ। ଭାରତ ଏବଂ ଅଷ୍ଟ୍ରେଲିଆ...

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଜାଣନ୍ତୁ ଏହା ପଛର ଇତିହାସ

ମେଲବୋର୍ନ, ୨୬।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଆଜିଠାରୁ ଆରମ୍ଭ ହୋଇଛିଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌...

ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ: ଅଷ୍ଟ୍ରେଲିଆର ଦମ୍‌ଦାର ଆରମ୍ଭ

ମେଲବୋର୍ନ,୨୬।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ଆରମ୍ଭ ହୋଇଛି। ଚତୁର୍ଥ ଟେଷ୍ଟରେ ଅଷ୍ଟ୍ରେଲୀୟ ଅଧିନାୟକ ପ୍ୟାଟ କମିନ୍ସ ଟସ ଜିତି ପ୍ରଥମେ...

‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ

ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ...

”ପ୍ରଥମ ଦେଖାରେ ପ୍ରେମ”, ବିମାନରେ ଦେଖା ହେବା ପରେ ବିବାହ କରିବାକୁ ନେଇଥିଲେ ନିଷ୍ପତ୍ତି

ହାଇଦ୍ରାବାଦ: ଭାରତର ଷ୍ଟାର ସଟଲର ପିଭି. ସିନ୍ଧୁ ନିକଟରେ ଭେଙ୍କଟ୍ଟ ଦତ୍ତ ସାଇଙ୍କୁ ବିବାହ କରିଛନ୍ତି। ନିକଟତମ ସମ୍ପର୍କୀୟଙ୍କ ଗହଣରେ ଡିସେମ୍ବର ୨୨ ରେ ସେମାନଙ୍କର...

ପ୍ରଥମ ଭାରତୀୟ ଦ୍ରୁତ ବୋଲର୍‌ ଭାବେ ଇତିହାସ ରଚିଲେ ଜସପ୍ରିତ ବୁମ୍‌ରା

ନୂଆଦିଲ୍ଲୀ,୨୫।୧୨: ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି)ର ବୋଲିଂ ର଼୍ୟାଙ୍କିଂରେ ୯୦୪ ଅଙ୍କ ହାସଲ କରି ଇତିହାସ ରଚିଛନ୍ତି। ସେ ସ୍ପିନର ରବିଚନ୍ଦ୍ରନ...

ଘୋଷଣା ହେଲା ଚାମ୍ପିୟନ୍ସ ଟ୍ରଫି ୨୦୨୫ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଦିନ ଭାରତ-ପାକିସ୍ତାନ ମୁକାବିଲା

ନୂଆଦିଲ୍ଲୀ,୨୪ା୧୨: ଆସନ୍ତା ବର୍ଷ ପାକିସ୍ତାନ ଦ୍ୱାରା ଆୟୋଜିତ ହେବାକୁ ଥିବା ଚାମ୍ପିଅନ୍ସ ଟ୍ରଫି ୨୦୨୫ ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ପ୍ରକାଶ...

ଅଶ୍ୱିନୀଙ୍କ ସ୍ଥାନ ନେବେ ଏହି ଖେଳାଳି : ଜାଣନ୍ତୁ ସେ କିଏ…

ମେଲବୋର୍ନ,୨୪ା୧୨: ମୁମ୍ବାଇ ଅଫ୍‌-ସ୍ପିନର ତନୁଷ କୋଟିଆନ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ସେଠାରେ ଭାରତୀୟ କ୍ରିକେଟ ଦଳରେ ଯୋଗଦେବେ। ନିକଟରେ ଅବସର ନେଇଥିବା ରବିଚନ୍ଦ୍ରନ ଅଶ୍ୱିନୀଙ୍କ ସ୍ଥାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri