Categories: ଖେଳ

ଜିଟିକୁ ୧୧୯ ରନ୍‌ ଟାର୍ଗେଟ ଦେଲା ଆର୍‌ଆର୍‌

ଜୟପୁର,୫।୫: ଆଇପିଏଲର ୪୮ ତମ ମ୍ୟାଚ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଜାରି ରହିଛି। ରାଜସ୍ଥାନ ରୟାଲ ଗୁଜରାଟ ଟାଇଟନ୍ସ ଆଗରେ ୧୧୯ ରନ୍‌ ବିଜୟ ଲକ୍ଷ୍ୟ ରଖିଛି। ଜୟପୁରର ସଓ୍ବାଇ ମାନସିଂହ ଷ୍ଟାଡିୟମରେ ଚାଲିଥିବା ମ୍ୟାଚ୍‌ରେ ଟସ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ବେଳେ ଗୁଜରାଟ ଟାଇଟନ୍ସ ବୋଲିଂ କରିଥିଲା। ମାତ୍ର ୧୧୮ ରନ୍‌ରେ ଆରଆର ଅଲ୍‌ଆଉଟ୍‌ ହୋଇଯାଇଛି।

Share