Categories: ଖେଳ

ଟସ ଜିତିଲା ଆରଆର, ପ୍ରଥମେ ବ୍ୟାଟିଂ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ରବିବାର ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ ଜିତି ଆରଆର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦଳ ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଅଧିନାୟକ ଆଡେନ ମାର୍କ୍ରାମଙ୍କ ନେତୃତ୍ୱରେ ଏସଆରଏଚ ବୋଲିଂଆରମ୍ଭ କରିଛି।

Share