Categories: ଖେଳ

ଟସ ଜିତିଲା ଆରଆର, ପ୍ରଥମେ ବୋଲିଂ…

ଅହମଦାବାଦ,୧୬।୪ : ଆଇପିଏଲ ସିରିଜ ୧୬ର ୨୩ତମ ମ୍ୟାଚ ରବିବାର ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ରାଜସ୍ଥାନ ରୟାଲ୍ସ(ଆରଆର) ମଧ୍ୟରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି।
ଆରଆର ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଅଧିନାୟକ ସଞ୍ଜୁ ସାମସନଙ୍କ ନେତୃତ୍ୱରେ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିବାବେଳେ ଜିଟି ଟିମ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି।

Share