ସରକାରଙ୍କ ବଡ଼ ଘୋଷଣା: ବରଗଡ଼ ଧନୁଯାତ୍ରା ସ୍ଥାୟୀ ରାଜମହଲ ନିର୍ମାଣ ପାଇଁ ୧୨ କୋଟି ୭୯ଲକ୍ଷ ଟଙ୍କା ମଞ୍ଜୁର

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ସର୍ବବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ରାଜ ମହଲ ନିର୍ମାଣ ପାଇଁ ରାଜ୍ୟ ସରକାର ୧୨କୋଟି ୭୯ଲକ୍ଷ ୩୧ହଜାର ୯ଶହ ଟଙ୍କା ମଞ୍ଜୁର କରିଛନ୍ତି। ବରଗଡ଼ ବିଧାୟକ ଅଶ୍ବିନୀ କୁମାର ଷଡଙ୍ଗୀ ତାଙ୍କ ଫେସ୍‌ବୁକ ଆକାଉଣ୍ଟ ପେଜରେ ଏହି ସୂଚନା ଦେଇଛନ୍ତି।

ଏଥିପାଇଁ ବିଧାୟକ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କୁ କୃତଜ୍ଞତା ଜଣାଇବା ସହିତ ଏହା ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରାକୁ ଆହୁରି ଭବ୍ୟ ଓ ସମୃଦ୍ଧ କରିବ ବୋଲି ସେ କହିଛନ୍ତି। ବରଗଡ଼ ନିଶାମଣି ହାଇସ୍କୁଲ ପଡ଼ିଆରେ ରାଜମହଲ ନିର୍ମାଣ କରାଯିବା ନେଇ ପ୍ରସ୍ତାବ ରହିଛି ବୋଲି ଏନେଇ ପ୍ରକାଶିତ ଚିଠିରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Pahalgam Terror Attack: କଶ୍ମୀରରେ ପହଞ୍ଚି ଭୋ ଭୋ ହୋଇ କାନ୍ଦିଲେ ଅପରାଜିତା, କହିଲେ…

ନୂଆଦିଲ୍ଲୀ,୨୩।୪: ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳିବର୍ଷା କରିବା ଘଟଣା ପୁରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣା କେବଳ ଦେଶ ନୁହେଁ...

ବିଭିନ୍ନ ଦାବି ନେଇ କ୍ଷେତ ମଜଦୁର ସଙ୍ଘର ବିକ୍ଷୋଭ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ ): ଓଡ଼ିଶା କ୍ଷେତ ମଜଦୁର ସଙ୍ଘ ପକ୍ଷରୁ ବିଭିନ୍ନ ଦାବିନେଇ ବ୍ଲକ ମୁଖ୍ୟ ଫାଟକ ସମୁଖରେ ବୁଧବାର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ଏ...

Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ

ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ...

Pahalgam Attack Updates: ଘଟଣାସ୍ଥଳରେ ପହଞ୍ଚି ଶାହା କହିଲେ, ‘ଆତଙ୍କବାଦ ସାମ୍ନାରେ ନଇଁବ ନାହିଁ ଭାରତ’

ଶ୍ରୀନଗର,୨୩।୪: ମଙ୍ଗଳବାର ଅପରାହ୍ନରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିବାରୁ ଦୁଇଜଣ ବିଦେଶୀ ପର୍ଯ୍ୟଟକଙ୍କ ସମେତ ୨୬ ଜଣଙ୍କର ମୃତ୍ୟୁ...

China: ନିଆଁ ଲାଗି ଭୁଷୁଡି ଗଲା ପୋଲ, ଆକାଶ ହେଲା ଧୂଆଁ ମୟ

ବେଜିଂ,୨୩।୪: ବେଜିଂର ଉତ୍ତର-ପୂର୍ବ ଶୁନି ଜିଲାରେ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ହୋଇଛି, ଯାହା ଫଳରେ ଏକ ପୋଲ ଭୁଶୁଡ଼ି ପଡ଼ିଛି। ଏ ସମ୍ପର୍କିତ ଫଟୋ ସୋସିଆଲ...

ଖର୍ଚ୍ଚ କଲେ ଧନ ବଢ଼ିବ; ଜାଣନ୍ତୁ କାହାକୁ ଏଭଳି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ ବିଷୟର...

ଶାହାଙ୍କ ସହ କଥା ହେଲେ ରାହୁଲ ଗାନ୍ଧୀ, ଏବେ ପାକ୍‌ ବିରୋଧରେ ମୋଦି ନେବେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୩।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ନିରସ୍ତ୍ର ପର୍ଯ୍ୟଟକଙ୍କ ଉପରେ ଏପରି ବର୍ବର ଆକ୍ରମଣ ପରେ,...

Pahalgam Terror Attack: ପାକିସ୍ତାନ ଏୟାର ସ୍ପେସ ଦେଇ ସାଉଦି ଯାଇଥିଲେ ମୋଦି, ଲେଉଟାଣି ବେଳେ କାହିଁକି ଡାଇଭର୍ଟ ହେଲା ରୁଟ୍‌, ଜାଣନ୍ତୁ

ନୂଆଦିଲ୍ଲୀ,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦି ଆରବରୁ ଫେରିବା ସମୟରେ ପାକିସ୍ତାନୀ ଆକାଶ ସୀମା ବ୍ୟବହାର କରି ନଥିଲେ। ପହଲଗାମ Terror Attack ପରେ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image