ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୨ ଲକ୍ଷ ଟଙ୍କା

ରେଢାଖୋଲ,୨୩।୧୦(ଡି.ଏନ.ଏ.)-ସମ୍ବଲପୁର ଜିଲା ରେଢାଖୋଲ ସହର ବସ୍‌ଷ୍ଟାଣ୍ଡ ନିକଟ ରାଣିବନ୍ଧସ୍ଥିତ ଏକ ସାନିଟାରି ଦୋକାନ ସମ୍ମୁଖରୁ ଶୁକ୍ରବାର ବାଇକ୍‌ ଡିକି ଭାଙ୍ଗି ୨ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି। ଲୁଟ୍‌ର ଶିକାର ହୋଇଛନ୍ତି କଦଳୀଗଡ ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପଣ୍ଡକିମାଳ ଗ୍ରାମର ପରମେଶ୍ବର ପ୍ରଧାନ। ରେଢାଖୋଲ ଥାନାରେ ସେ କରିଥିବା ଅଭିଯୋଗ ଅନୁସାରେ, ସ୍ଥାନୀୟ ଷ୍ଟେଟବ୍ୟାଙ୍କରୁ ସେ ୪ ଲକ୍ଷ ଟଙ୍କା ଉଠାଇଥିଲେ। ୫ଶହ ଟଙ୍କିଆ ନୋଟ ଥିବା ୨ଲକ୍ଷ ଟଙ୍କା ପକେଟରେ ରଖିଥିଲେ। ୨ଶହ ଟଙ୍କିଆ ନୋଟ୍‌ ଥିବା ୨ଲକ୍ଷ ଟଙ୍କା, ବ୍ୟାଙ୍କ ପାସ୍‌ବୁକ୍‌, ଆଧାର କାର୍ଡ, ଚେକ୍‌ବୁକ୍‌ ଆଦି ବାଇକ୍‌ (ନଂ. ଓଡି ୧୫ ଏଚ-୯୬୭୩) ଡିକିରେ ରଖିଥିଲେ। ଉକ୍ତ ସାନିଟାରି ଦୋକାନ ସମ୍ମୁଖରେ ବାଇକ ରଖି ଦୋକାନୀଙ୍କୁ ଭେଟିବାକୁ ଯାଇଥିଲେ। ଏହି ସମୟରେ ଲୁଟେରାମାନେ ଏକ ବାଇକ୍‌ରେ ଆସି ଡିକି ଭାଙ୍ଗି ଟଙ୍କା ଭର୍ତ୍ତି ବ୍ୟାଗ ଧରି ବସଷ୍ଟାଣ୍ଡ ଦେଇ ସମ୍ବଲପୁର ଦିଗକୁ ପଳାଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ

ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ...

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ...

ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି, ସମସ୍ତେ କାବା!

ନୂଆଦିଲ୍ଲୀ,୧୩।୧: ଆୟୁଷ୍ମାନ ଭାରତ ଯୋଜନା ପାଇଁ ସୋମବାର ଏମଓୟୁ ସ୍ବାକ୍ଷର ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଭିତରେ ଏମଓୟୁ ସ୍ବାକ୍ଷରିତ ହୋଇଛି ।...

ଧାନ ବିକ୍ରି ପରେ ବି ମିଳୁନି ଚାଷୀଙ୍କୁ ପ୍ରାପ୍ୟ: କଳାହାଣ୍ଡିରେ ତେଜିଲା ଚାଷୀ ଆନ୍ଦୋଳନ

କର୍ଲାମୁଣ୍ଡା:୧୩।୧(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ପକ୍ଷରୁ ଚାଲିଥିବା ରେଗଡ଼ା ମଣ୍ଡିରେ ଚାଷୀ ଧାନ ବିକ୍ରି...

ଲେବୁଲ୍‌ କ୍ରସିଂରୁ ବୋଲେରୋକୁ କାବୁକଲା ଅବକାରୀ ବିଭାଗ: ମିଳିଲା ପୁଳାପୁଳା ଘଞ୍ଜେଇ

ନିରାକାରପୁର,୧୩।୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଅବକାରୀ ବିଭାଗକୁ ଏକ ବଡ଼ ସଫଳତା ମିଳିଛି। ନିରାକାରପୁର ଥାନା ନାକତଳୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ...

ସାରା ଓଡ଼ିଶାରେ ଶୁଭୁଛି chi chi chi re nani chi, ରହସ୍ୟ ଜାଣି ହେବେ ତାଜୁବ!

ଭୁବନେଶ୍ୱର,୧୩।୧: ଛି ଛି ଛିରେ ନନୀ ଛି ଛି’…ଏବେ ଯେଉଁଠି ଶୁଣିବ ସେଇଠି ଶୁଭୁଛି ଏଇ ଗୀତ। ପିଲାଠୁ ବୁଢା ଯାଏ ସବୁଠି ଧନକେ ଦେଖିଲୁ...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

ଭବାନୀପାଟଣା,୧୩ା୧(ଉତ୍ତମ କୁମାର ଦାଶ)- ଭବାନୀପାଟଣାଠାରେ ଜିଲା ସ୍ତରୀୟ କଳାହାଣ୍ଡି ଉତ୍ସବ ‘ଘୁମୁରା’ ଉପଲକ୍ଷେ ରବିବାରଠାରୁ ଆରମ୍ଭ ହୋଇଛି ପଥୋତ୍ସବ। କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri