ରୁଚିକାଙ୍କ ମା’ଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୮।୭(ବ୍ୟୁରୋ): ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ତାଙ୍କ ମା’ କଲେଜ ଗେଟ୍‌ ସମ୍ମୁଖରେ ଅନଶନରେ ବସିଥିଲେ। ତେବେ ଶୁକ୍ରବାର ରୁଚିକାଙ୍କ ମା’ଙ୍କୁ ପୋଲିସ ଉଠାଇ ନେଇଛି । ଏହାସହିତ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ସଦସ୍ୟଙ୍କୁ ମଧ୍ୟ ପୋଲିସ ନେଇଥିବା ଜଣାପଡ଼ିଛି। ଏହି ସମୟରେ ପରିସ୍ଥିତି ଉତ୍ତେଜନା ମୂଳକ ଥିଲା। ଜୋରଜବରଦସ୍ତ ସେମାନଙ୍କୁ ପୋଲିସ ଉଠାଇନେଇଥିବା ଅଭିଯୋଗ ହୋଇଛି। ଅନଶନରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ କ୍ଷତି ପହଞ୍ଚି ଥିବାରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି।
ସାତ ଦିନ ଧରି ରୁଚିକା ମହାନ୍ତିଙ୍କ ମା’ ଅନଶନ କରି ବିଜେବି କଲେଜ ଗେଟ୍‌ ସମ୍ମୁଖରେ ଧାରଣା ଦେଇଥିଲେ । ତେବେ ଅନଶନ ଭାଙ୍ଗିବା ସହ ଧାରଣା ବନ୍ଦ କରିବାକୁ ପ୍ରଥମେ ଅତିରିକ୍ତ ଡିସିପି ବୁଝାଶୁଝା କରିଥିଲେ । ହେଲେ ରୁଚିକାଙ୍କ ମା’ ଓ ଅନ୍ୟ ଆନ୍ଦୋଳନକାରୀ ହଟି ନଥିଲେ । ପରେ ବଳ ପୂର୍ବକ ପୋଲିସ ତାଙ୍କୁ ଉଠାଇନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ।...

ବର୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏହି ଦିନଠାରୁ କମିବ ବର୍ଷା, ୮ ଜିଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ଆଜିଠୁ ବର୍ଷା କମିବାକୁ ଥିବା ବେଳେ କାଲିଠୁ ସମ୍ପର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜି ବିଶେଷ କରି...

ଏହି ଦିନ ମିଳିବ ସୁଭଦ୍ରାର ଦ୍ୱିତୀୟ କିସ୍ତି ଟଙ୍କା:ପ୍ରାୟ ଏକ କୋଟି ମହିଳା…

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ଆସନ୍ତା ମାର୍ଚ୍ଚ ୮ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ଦ୍ୱିତୀୟ କିସ୍ତି ବାବଦ ୫ ହଜାର ଟଙ୍କା ପ୍ରଦାନ କରାଯିବ।...

ନିର୍ବାଚନରେ ଦିଆଯାଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫।୧୨: ନିର୍ବାଚନ ସମୟରେ ଆମେ ଲୋକଙ୍କୁ ଯେଉଁ ପ୍ରତିଶ୍ରୁତି ଦେଇଥିଲୁ, ସବୁ ପ୍ରତିଶ୍ରୁତିକୁ ଗୋଟି ଗୋଟି କରି ପୂରଣ କରି ଚାଲିଛୁ। ଯେଉଁ ଦିନ ସରକାର...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri