ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ରୁଷିଆର ସମର୍ଥନ

ମସ୍କୋ,୨୭ା୧୨:ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତର ସ୍ଥାୟୀ ସଦସ୍ୟତାକୁ ବୁଧବାର ରୁଷିଆର ସମର୍ଥନ ମିଳିଛି। ଏଥିସହ ନୂଆଦିଲ୍ଲୀ ପକ୍ଷରୁ ଜି୨୦ର ସଫଳ ଆୟୋଜନକୁ ମଧ୍ୟ ‘ସତ୍ୟର ବିଜୟ’ ଭାବେ ଅଭିହିତ କରି ମସ୍କୋ ପ୍ରସଂଶା କରିଛି। ସୁରକ୍ଷା ପରିଷଦରେ ବର୍ତ୍ତମାନ ୫ ସ୍ଥାୟୀ ଓ ୧୦ ଅସ୍ଥାୟୀ ସଦସ୍ୟ ରହିଛନ୍ତି। ୫ ସ୍ଥାୟୀ ସଦସ୍ୟ ହେଲେ ଆମେରିକା, ବ୍ରିଟେନ୍‌, ଚାଇନା, ରୁଷିଆ ଓ ଫ୍ରାନ୍ସ। ବିଶ୍ୱର ପରିବର୍ତ୍ତିତ ବାସ୍ତବତାକୁ ଦୃଷ୍ଟିରେ ରଖି ଜାତିସଂଘରେ ସଂସ୍କାର ଏବଂ ୟୁଏନ୍‌ଏସ୍‌ସି ସ୍ଥାୟୀ ସଦସ୍ୟତା ପାଇଁ ଭାରତ ଦୀର୍ଘ ସମୟ ଧରି ଦାବି କରିଆସୁଛି। ଏହି ପରିପ୍ରେକ୍ଷୀରେ ଭାରତର ସ୍ଥାୟୀ ସଦସ୍ୟତା ଦାବିକୁ ଆମେ ଦୃଢ଼ ଭାବେ ସମର୍ଥନ କରୁଛୁ ବୋଲି ୫ ଦିନିଆ ମସ୍କୋ ଗସ୍ତରେ ଥିବା ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସହ ଆଲୋଚନା ପରେ ରୁଷିଆ ପ୍ରତିପକ୍ଷ ସର୍ଗେଇ ଲାଭ୍ରୋଭ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ପାଇଁ ଭାରତକୁ ଚିଠି ଲେଖିଲା ବାଂଲାଦେଶ

ଢାକା,୨୩।୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟର୍ପଣ ଦାବିରେ ବାଂଲାଦେଶ ଭାରତକୁ ଏକ ଚିଠି ଲେଖିଛି। ବାଂଲାଦେଶର ବୈଦେଶିକ ବ୍ୟାପାର ପରାମର୍ଶଦାତା ତାହିଦ ହୁସେନ କହିଛନ୍ତି...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri