ପୋଲାଣ୍ଡକୁ ତୈଳ ଯୋଗାଣ ବନ୍ଦ କଲା ରୁଷିଆ

କ୍ୱିଭ,୨୬ ।୨: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧର କୌଣସି ରାସ୍ତା ଏପର୍ଯ୍ୟନ୍ତ ନଜର ଆସୁନାହିଁ । ଏବେ ଏହି ଯୁଦ୍ଧର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପଡୁଥିବା ପରିଲକ୍ଷିତ ହୋଇଛି । ଏହି ଯୁଦ୍ଧ କାରଣରୁ ୟୁରୋପୀୟ ଦେଶରେ ଶକ୍ତି ସଙ୍କଟରୁ ଆରମ୍ଭ କରି ବିଭିନ୍ନ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡୁଛି । ମିଡିଆ ରିପୋର୍ଟ ଅନୁଯାୟୀ, ରୁଷିଆ ଏବେ ପୋଲାଣ୍ଡ ପାଇଁ ପାଇପଲାଇନ ତୈଳ ଯୋଗାଣକୁ ବନ୍ଦ କରି ଦେଇଛି ।
ପୋଲାଣ୍ଡର ରିଫାଇନର ପିକେଏନ ଓଲେନର ମୁଖ୍ୟ କାର୍ଯ୍ୟନିର୍ବାହୀ ଶନିବାର କହିଛନ୍ତି ଯେ ରୁଷିଆ ଦ୍ରୁଜବା ପାଇପଲାଇନ ମାଧ୍ୟମରେ ପୋଲାଣ୍ଡକୁ ତୈଳ ଯୋଗାଣ ବନ୍ଦ କରି ଦେଇଛି । ଏହି ଶୂନ୍ୟସ୍ଥାନକୁ ପୁରଣ କରିବାକୁ କମ୍ପାନୀ ବିକଳ୍ପ ଉତ୍ସର ଅନୁସନ୍ଧାନ କରୁଛି । ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ପରେ ୟୁରୋପୀୟ ସଂଘର ପ୍ରତିନିଧି ପାଇପ ଲାଇନ ମାଧ୍ୟମରେ ତୈଳଯୋଗାଣକୁ ବାଦ ଦେଇଥିଲେ, କିନ୍ତୁ ପୋଲାଣ୍ଡ ପ୍ରଥମ ଲିଓପାର୍ଡ ଟ୍ୟାଙ୍କ ଦେବାର ଗୋଟିଏ ଦିନ ପରେ ରୁଷିଆ ଏହି ତୈଳ ଯୋଗାଣକୁ ବନ୍ଦ କରି ଦେଇଛି । ଯଦିଓ ପୋଲାଣ୍ଡ ଏହାକୁ ଚିନ୍ତାଜନକ ବୋଲି କହିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ବୌଦ୍ଧରୁ ଗଲା ରଥକାଠ

ବୌଦ୍ଧ,୨୭।୪(ଅଜିତ କୁମାର ବାରିକ): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ରବିବାର ଚଳିତବର୍ଷ ପ୍ରଥମ ରଥକାଠ ବୌଦ୍ଧ ବନଖଣ୍ଡରୁ ପୁରୀ ପଠାଯାଇଛି। ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା...

ମା’ ମାହେଶ୍ୱରୀଙ୍କ ପୂଜାର୍ଚ୍ଚନା: ଡୁମାଳ ସମାଜର ବିକାଶକୁ ଗୁରୁତ୍ୱ

ବରଗଡ଼,୨୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ନଦୀଖଣ୍ଡି ସାଇ ମନ୍ଦିର ପରିସରରେ ରବିବାର ଡୁମାଳ ପରିବାରର ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ...

ପାକିସ୍ତାନ ସୁପର ଲିଗରେ ସାମିଲ ଥିବା ୨୩ ଭାରତୀୟ ସ୍ବଦେଶ ଫେରିଲେ

କରାଚୀ,୨୭ା୪: ପାକିସ୍ତାନ ସୁପର ଲିଗ (ପିଏସ୍‌ଏଲ୍‌)ର ପ୍ରଡକଶନ ଓ ବ୍ରଡକାଷ୍ଟ ଦଳର ଅଂଶଥିବା ୨୩ ଭାରତୀୟଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ପହଞ୍ଚାଇବା ଲାଗି ପାକିସ୍ତାନ କ୍ରିକେଟ...

Pakistan: ପାକ୍‌ ଗିରଫ କରିଥିବା ଭାରତୀୟ ଯବାନଙ୍କୁ ଖୋଜି ଖୋଜି ପାକିସ୍ତାନ ପଳାଇଲେ ଗର୍ଭବତୀ ସ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୭।୪: ସ୍ବାମୀଙ୍କୁ ମୁକୁଳେଇବା ପାଇଁ ପାକିସ୍ତାନ ଗସ୍ତ କରୁଛନ୍ତି ସ୍ତ୍ରୀ। ପଞ୍ଜାବର ଫେରୋଜପୁର ଜିଲାରେ ଅନ୍ତର୍ଜାତୀୟ ସୀମା ଅତିକ୍ରମ କରିବା ଅଭିଯୋଗରେ ପାକିସ୍ତାନ ରେଞ୍ଜର୍ସ ଦ୍ୱାରା...

ଏସିଆନ ଭଲିବଲ୍‌ରୁ ଓହରିଲା ଭାରତ

ଲାହୋର,୨୭ା୪: ପହଲଗାମ୍‌ରେ ଏପ୍ରିଲ ୨୨ ଆତଙ୍କବାଦୀ ଆକ୍ରମଣ ଘଟଣାରେ ୨୬ ପର୍ଯ୍ୟଟକ ନିହତ ହେବାପରେ ଆସନ୍ତା ମାସରେ ଭାରତ ଓ ପାକିସ୍ତାନ ଇସ୍‌ଲାମାବାଦରେ ଖେଳାଯିବାକୁଥିବା ସେଣ୍ଟ୍ରାଲ...

Pahalgam Attack: ଆକ୍ରମଣବେଳେ ଜାମା ମସଜିଦରେ ଚାଲିଥିଲା ଏମିତି, ସେଦିନ ନମାଜ ପାଠ ସାରି ମୁସଲମାନମାନେ କହିଥିଲେ…

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ରେ ହୋଇଥିବା ଆତଙ୍କବାଦୀ ହମଲାରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ପରେ ସମଗ୍ର...

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

ଭଦ୍ରକ,୨୭ା୪(ସନାତନ ରାଉତ)- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ପିଛା ଛାଡୁନାହଁ।  ୩ ଦିନ ତଳେ ଜଣେ ମହିଳା ରୋଗୀଙ୍କ ଲିଫ୍ଟରେ ଚାପି ହୋଇ ମୃତ୍ୟୁ...

ଭାରତ-ପାକିସ୍ତାନ ଭିତରେ ଯୁଦ୍ଧ! AIର ଭୟଙ୍କର ଆକଳନ

ନୂଆଦିଲ୍ଲୀ, ୨୭।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image