ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ଘର ବାହାରେ ପଡିଲା ରକେଟ: ଜେଲେନ୍‌ସ୍କି କହିଲେ ହେଲା ଲକ୍ଷ୍ୟ ଚ୍ୟୁତ

କ୍ୱିଭ,୫ ।୩: ୟୁକ୍ରେନ୍ ଉପରେ ରୁଷିଆ ଲଗାତାର ଆକ୍ରମଣ କରି ଚାଲିଛି । ରୁଷିଆ ସେନା ୟୁକ୍ରେନର ସେନା ବେସକୁ ଏକ ପ୍ରକାର ନଷ୍ଟ କରି ଦେଇଥିବା ବେଳେ ଆଉ ଯାହା କିଛି ବାକି ରହିଛି ତା ଉପରେ ଲଗାତାର ବୋମା ବର୍ଷଣ କରାଯାଉଛି । ଅନ୍ୟପଟେ ୟୁକ୍ରେନ୍ ବାରମ୍ବାର ଦାବି କରି ଚାଲିଛି କି ରୁଷିଆ ତ’ର ରାଷ୍ଟ୍ରପତିଙ୍କୁ ହତ୍ୟା କରିବାକୁ ଉଦ୍ୟମ କରୁଛି । ଏବେ ୟୁକ୍ରେନ୍ ରାଷ୍ଟ୍ରପତିଙ୍କ ଘର ବାହାରୁ ଏକ ରକେଟ ଖଣ୍ଡ ମିଳିଛି । ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି । ଆଉ ଏହି ରକେଟ ଖଣ୍ଡକୁ ନେଇ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡେମିର ଜେଲେନ୍‌ସ୍କି କହିଛନ୍ତି, ଲକ୍ଷ୍ୟ ଚ୍ୟୁତ ହୋଇଛି । ଏହା ରାଷ୍ଟ୍ରପତିଙ୍କ ଉପରକୁ ଆକ୍ରମଣ ବୋଲି କୁହାଯାଉଛି ।
ସୂଚନାଯୋଗ୍ୟ, ଏହା ପୂର୍ବରୁ ଦାବି କରାଯାଇଥିଲା କି ୟୁକ୍ରେନ୍ ରାଷ୍ଟ୍ରପତିଙ୍କୁ ୩ ଥର ହତ୍ୟା ଉଦ୍ୟମ କରାଯାଇଥିବା ବେଳେ ସବୁଥର ବିଫଳ ହୋଇଛି । ଆଉ ଏଥର ବି ହତ୍ୟା ଉଦ୍ୟମ କରାଯାଉଥିବା ବେଳେ ଲକ୍ଷ୍ୟ ଚ୍ୟୁତ ହୋଇଛି । ଅନ୍ୟପଟେ ରୁଷିଆ କହିଛି କି ଜେଲେନ୍‌ସ୍କି ୟୁକ୍ରେନ୍ ଛାଡି ପଳାଇ ଯାଇଛନ୍ତି । ଏବେ ସେ ପୋଲାଣ୍ଡରେ ଶରଣ ନେଇଥିବା ରୁଷିଆ କହୁଥିବା ବେଳେ ୟୁକ୍ରେନ୍ କିନ୍ତୁ ଏହାକୁ ଖଣ୍ଡନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ ଶତ୍ରୁତା, ପାକିସ୍ତାନକୁ କୋଳଗ୍ରତ କରୁଛି ବାଂଲାଦେଶ

ଢାକା,୨୦।୧୨: ଗୋଟିଏ ପଟେ ବାଂଲାଦେଶ ଭାରତ ବିରୋଧରେ ପ୍ରତ୍ୟେକ ପଦକ୍ଷେପ ନେଉଥିବା ବେଳେ ଅନ୍ୟ ପଟେ ପଡୋଶୀ ଦେଶ ପାକିସ୍ତାନ ସହ ସମ୍ପର୍କ ସୁଦୃଢ କରୁଛି।...

ସ୍ତ୍ରୀଙ୍କୁ ନିଶା ଦେଇ ୫୦ ଜଣଙ୍କ ଦ୍ୱାରା ବଳାତ୍କାର କଲେ ସ୍ବାମୀ

ପ୍ୟାରିସ୍‌,୨୦।୧୨:ଦକ୍ଷିଣ-ପୂର୍ବ ଫ୍ରାନ୍ସର ଆଭିଗ୍ନନ ସହରରୁ ଆସିଥିବା ଏକ ବଳାତ୍କାର ମାମଲା ସାରା ବିଶ୍ୱକୁ ଚକିତ କରିଛି। ଏହି ମାମଲାରେ ୫୧ ଜଣ ଅଭିଯୁକ୍ତଙ୍କୁ ଆଭିଗ୍ନନର ଏକ...

‘ଅଶ୍ଳୀଳ ଭିଡିଓ ଅପେକ୍ଷା ଅଧିକ ଆକର୍ଷଣୀୟ କିଛି ଆବଶ୍ୟକ’: ବିକଳ୍ପ ପାଇଁ ଆହ୍ୱାନ ଦେଲେ ପୁଟିନ

ନୂଆଦିଲ୍ଲୀ,୧୯।୧୨: ରୁଷିଆଭି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ପର୍ଣ୍ଣ ସାଇଟଗୁଡିକର ବିକଳ୍ପ ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କହିଛନ୍ତି ଯେ ଧ୍ୟାନ ଆକର୍ଷଣ କରିବା ପାଇଁ...

ୟେମେନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ଦୁବାଇ,୧୯ା୧୨: ଇସ୍ରାଏଲ୍‌ର କେନ୍ଦ୍ରୀୟ ଅଞ୍ଚଳକୁ ଟାର୍ଗେଟ କରି ହୁଟି ବିଦ୍ରୋହୀ କ୍ଷେପଣାସ୍ତ୍ର ମାଡ଼ କରିବା ପରେ ଜେରୁଜେଲମ୍‌ ପକ୍ଷରୁ ଗୁରୁବାର ଏହି ସଂଗଠନ ନିୟନ୍ତ୍ରଣରେ ଥିତ୍ବା...

PM ମୋଦି ମୋର ବନ୍ଧୁ…ପୁଟିନ କହିଲେ ‘ତାଙ୍କ ସହ ଚା’ ପିଇବାକୁ…

ମସ୍କୋ,୧୯।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ। ମୋଦି ତାଙ୍କର ଜଣେ ଭଲ ବନ୍ଧୁ। ବିଶ୍ୱର ରାଜନୈତିକ ନେତାଙ୍କ...

ବାଂଲାଦେଶ ବିରୋଧରେ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତାଙ୍କ ଦାବି

ଓ୍ବାଶିଂଟନ,୧୯ା୧୨: ବାଂଲାଦେଶରେ ମାନବାଧିକାର ଉଲ୍ଲଂଘନ ସଙ୍କଟ ବଢ଼ୁଥିବାରୁ ଏହି ଦେଶ ବିରୋଧରେ ନିର୍ଦ୍ଦିଷ୍ଟ କଟକଣା ଲଗାଇବାକୁ ଆମେରିକା ଆଇନ ପ୍ରଣେତା ସଦସ୍ୟମାନେ ଦାବି କରିଛନ୍ତି। ଏହି...

ହୋଇଯାଆନ୍ତୁ ସତର୍କ: ଆମେରିକାରୁ ମାଡି ଆସୁଛି ବଡ଼ ରୋଗ, ବିଶେଷଜ୍ଞ ଦେଲେ ଚେତାବନୀ

ଓ୍ବାଶିଂଟନ୍‌, ୧୯।୧୨: ସମଗ୍ର ବିଶ୍ୱରେ ବାର୍ଡ ଫ୍ଲୁ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ସ୍ପେନ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ପରବର୍ତ୍ତୀ ମହାମାରୀ...

ହଲିଉଡ ଅଭିନେତା ଟମ କ୍ରୁଜଙ୍କୁ ମିଳିଲା ଆମେରିକା ନୌସେନାର ସର୍ବୋଚ୍ଚ ସମ୍ମାନ

ଲସ ଆଞ୍ଜେଲସ,୧୯।୧୨: ଯେତେବେଳେ ଲୋକପ୍ରିୟ ହଲିଉଡ ତାରକାମାନଙ୍କ ବିଷୟରେ ଆଲୋଚନା ହୁଏ, ଟମ କ୍ରୁଜଙ୍କ ନାମ ନିଶ୍ଚିତ ଭାବରେ ଏହି ତାଲିକାରେ ଆସିଥାଏ। ସେ ନିଜେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri