ଭାରତରେ ପହଞ୍ଚିଲେ ରୁଷିଆ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ/ମସ୍କୋ,୧।୩: ରୁଷିଆ ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭ୍ରୋଭ ଭାରତରେ ପହଞ୍ଚିଛନ୍ତି। ଜି-୨୦ ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗ ଦେବାକୁ ମଙ୍ଗଳବାର ରାତିରେ ଜାତୀୟ ରାଜଧାନୀ ଦିଲ୍ଲୀରେ ପହଞ୍ଚିଥିବା ସୂଚନା ମିଳିଛି। ଲାଭ୍ରୋଭ ବୁଧବାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ। ଯେଉଁଥିରେ ଉଭୟ ପକ୍ଷ ଏବଂ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା କରିବେ ବୋଲି ଜଣାପଡିଛି।

ଜି-୨୦ ବୈଦେଶିକ ମନ୍ତ୍ରୀ ବୈଠକରେ ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ, ଫ୍ରାନ୍ସ ବୈଦେଶିକ ମନ୍ତ୍ରୀ କ୍ୟାଥରିନ କଲୋନା, ଚାଇନା ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗ୍‌, ଜର୍ମାନୀର ଆନ୍ନାଲେନା ବିଅରବକ ଏବଂ ବ୍ରିଟିଶର ବୈଦେଶିକ ମନ୍ତ୍ରୀ ଜେମ୍ସ କ୍ଲେଭର୍ଲି ସାମିଲ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଖି ଦେଖାଇବାରୁ ବାଟକୁ ଆସିଲା କାନାଡା, ପୋଲିସ ଅଫିସର ସସପେଣ୍ଡ

ଓଟାଓ୍ବା,୫।୧୧: ବ୍ରମ୍ପଟନରେ ହିନ୍ଦୁ ସଭା ମନ୍ଦିର ଉପରେ ଆକ୍ରମଣ ଏବଂ ହିନ୍ଦୁମାନଙ୍କୁ ପିଟିବା ମାମଲାରେ କାନାଡା ପୋଲିସ ପ୍ରଥମ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଏହି...

ଦୀପାବଳିରେ ବାଣ ନିଷେଧାଦେଶ କାର୍ଯ୍ୟକାରୀ ହୋଇନି

ନୂଆଦିଲ୍ଲୀ,୫ା୧୧(ପି.ଟି.): ଦିଲ୍ଲୀରେ ଉତ୍କଟ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ବାଣ ଫୁଟାଇବା ଉପରେ ନିଷେଧାଦେଶ ଜାରି ହୋଇଥିଲା। ଏହା ସତ୍ତ୍ୱେ ଦୀପାବଳି ପରେ ରାଜଧାନୀ ବିଶ୍ୱର ସବୁଠୁ...

ଖ୍ୟାତନାମା ମ୍ୟୁଜିସିଆନ୍‌ କୁଇନ୍ସି ଜୋନ୍ସଙ୍କ ପରଲୋକ

ଓ୍ବାଶିଂଟନ,୫ା୧୧: ଆମେରିକାର କିମ୍ବଦନ୍ତୀ ସଙ୍ଗୀତକାର, ପ୍ରଯୋଜକ ତଥା କମ୍ପୋଜର କୁଇନ୍ସି ଜୋନ୍ସଙ୍କର ରବିବାର ରାତିରେ ୯୧ ବର୍ଷ ବୟସରେ ଲସ୍‌ଆଞ୍ଜେଲସ୍‌ ବାସଭବନରେ ପରଲୋକ ହୋଇଯାଇଛି। ବହୁ ପ୍ରତିଭାର...

କାନାଡା ହିନ୍ଦୁ ମନ୍ଦିରରେ ଖଲିସ୍ତାନୀଙ୍କ ଆକ୍ରମଣ

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୫ା୧୧: କାନାଡାର ଓଣ୍ଟାରିଓ ଅନ୍ତର୍ଗତ ବ୍ରାମ୍ପ୍‌ଟନ୍‌ଠାରେ ଥିବା ହିନ୍ଦୁ ମନ୍ଦିର ଉପରେ ଖଲିସ୍ତାନୀ ଆତଙ୍କବାଦୀମାନେ ରବିବାର ଆକ୍ରମଣ କରିଛନ୍ତି। ସେଠାରେ ଥିବା ହିନ୍ଦୁମାନଙ୍କୁ ମାଡ଼ ମରାଯାଇଛି। ଏପରିକି...

ଆଜି ଆମେରିକା ରାଷ୍ଟ୍ରପତି ନିର୍ବାଚନ

ଓ୍ବାଶିଂଟନ,୫ା୧୧: ଆମେରିକାର ୪୭ତମ ରାଷ୍ଟ୍ରପତି ନିର୍ବାଚନ ଲାଗି ମଙ୍ଗଳବାର ମତଦାନ ହେବ। ଏଥିପାଇଁ ରିପବ୍ଲିକାନ ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍‌ ଏବଂ ଡେମୋକ୍ରାଟିକ୍‌ ପ୍ରାର୍ଥୀ କମଲା ହାରିସ୍‌ଙ୍କ...

କାର୍‌ ଭିତରେ ଖେଳୁଥିଲେ ୪ ଶିଶୁ, ଡୋର୍‌ ବନ୍ଦ କରିଦେଲେ ମାଲିକ: ଆଉ ତା’ପରେ…

ଗାନ୍ଧୀନଗର, ୪।୧୧:ଗୁଜରାଟର ଅମରେଲୀ ଜିଲା ରାନ୍ଧିୟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ କାର୍‌ ମଧ୍ୟରେ ୪ ଜଣ ଶିଶୁଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁଘଟିଛି।...

ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲା ଶୀର୍ଷ କମାଣ୍ଡର ଅବୁ ଅଳି ରିଡା ନିହତ

ତେଲ୍‌ ଆଭିଭ୍‌,୪ା୧୧:ଇସ୍ରାଏଲୀ ସେନାର ଏୟାରଷ୍ଟ୍ରାଇକ୍‌ରେ ହେଜ୍‌ବୋଲ୍ଲାର ଶୀର୍ଷ କମାଣ୍ଡର ଅବୁ ଅଲି ରିଡା ନିହତ ହୋଇଥିବା ଜେରୁଜେଲମ୍‌ କହିଛି। ଦକ୍ଷିଣ ଲେବାନନ୍‌ରେ ଇସ୍ରାଏଲୀ ସେନା ବିରୋଧରେ...

ଓଡ଼ିଶା ରାଜ୍ୟପାଳଙ୍କ ବିରୋଧରେ ନିଆଯାଉ ଦୃଢ଼ କାର୍ଯ୍ୟାନୁଷ୍ଠାନ: କାହିଁକି ଏମିତି କହିଲେ ଜୟରାମ ରମେଶ

ରାଞ୍ଚି.୧୪।୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ବାରମ୍ବାର ସାମ୍ପ୍ରଦାୟିକ ବୟାନବାଜି କରୁଥିବା ଦର୍ଶାଇ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri