ସାଧାରଣତନ୍ତ୍ର ଦିବସରେ ଭାରତକୁ ଶୁଭେଚ୍ଛା ଜଣାଇଲେ ରୁଷିଆ ରାଷ୍ଟ୍ରପତି

ମସ୍କୋ/ନୂଆଦିଲ୍ଲୀ,୨୬।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଗୁରୁବାର ସାଧାରଣତନ୍ତ୍ର ଦିବସ ଅବସରରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ୭୪ତମ ସାଧାରଣତନ୍ତ୍ର ଦିବସରେ ଭାରତକୁ ଅନେକ ଶୁଭେଚ୍ଛା। ଅର୍ଥନୈତିକ, ସାମାଜିକ, ବୈଜ୍ଞାନିକ, ବୈଷୟିକ ଓ ଅନ୍ୟାନ୍ୟ କ୍ଷେତ୍ରରେ ଭାରତର ସଫଳତା ବିଷୟରେ ସମସ୍ତଙ୍କୁ ଜଣା। ଅନ୍ତର୍ଜାତୀୟ ସ୍ଥିରତାକୁ ସୁନିଶ୍ଚିତ କରିବା ଏବଂ ଆଞ୍ଚଳିକ ଓ ବିଶ୍ୱସ୍ତରୀୟ ଏଜେଣ୍ଡାରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ପାଇଁ ଭାରତର ଯଥେଷ୍ଟ ଅବଦାନ ରହିଛି ବୋଲି ପୁଟିନ୍‌ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ମିଳିତ ଭାବେ କାର୍ଯ୍ୟ କରିବା ଦ୍ୱାରା ଆମେ ସବୁ କ୍ଷେତ୍ରରେ ପାରସ୍ପାରିକ ଲାଭଦାୟକ ହେବା ସହ ଦ୍ୱିପାକ୍ଷିକ ସହଯୋଗର ନିରନ୍ତର ଅଭିବୃଦ୍ଧି ସୁନିଶ୍ଚିତ କରିପାରିବା। ଏଥିରେ କୌଣସି ସନ୍ଦେହ ନାହିଁ କି ରୁଷିଆ ଓ ଭାରତର ବନ୍ଧୁତ୍ୱପୂର୍ଣ୍ଣ ଲୋକଙ୍କ ମୌଳିକ ସ୍ବାର୍ଥକୁ ପୂରା କରିଥାଏ ବୋଲି ରୁଷିଆ ରାଷ୍ଟ୍ରପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri