Posted inଫୁରସତ

ଚଳନ୍ତା କାର୍‌ ଉପରେ ଖୋଲାଖୋଲି ରୋମାନ୍ସ

ପ୍ରତ୍ୟୋକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହେଉଛି। ଯାହା ଅନେକ ସମୟରେ ଆଶ୍ଚଯ୍ୟ କରିଦେଲା ଭଳି ମନେହୁଏ। ତେବେ ବର୍ତ୍ତମାନ ହାଇଦ୍ରାବାଦ୍‌ରେ ଏକ ଚଳନ୍ତା କାର ଉପରେ ଦମ୍ପତି ରୋମାନ୍ସ କରୁଥିବା ନଜର ଆସିଛି। ଜଣେ ଛାତ୍ରୀ ଏହି ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଯାହା ବର୍ତ୍ତମାନ ଭାଇରାଲ ହେଉଛି। ପୂର୍ବରୁ ଏପରି ଏକ ଭିଡିଓ ଲକ୍ଷ୍ନୌରେ ଖେିବାକୁ ମିଳିଥିଲ। ଏକ କାରର ଉପର କଭର ଖୋଲି ପରସ୍ପରକୁ ଆଲିଙ୍ଗନ କରି ଚୁମ୍ବନ ଦେଉଥିବା ଦେଖିବାକୁ ମିଳିଛି।
ଭାଇରାଲ ଭିଡିଓଟି (@ଧରନି ବିଆରଏସ୍‌) ନାମକ ଜଣେ ଉପଭୋକ୍ତା ଦ୍ୱାରା X ସୋସିଆଲ ମିଡିଆରେ ଶେୟାର କରାଯାଇଛି। କ୍ୟାପଶନରେ ହାଇଦ୍ରାବାଦ ପୋଲିସକୁ ଟ୍ୟାଗ କରି ସେ ଲେଖିଛନ୍ତି – ଅସୁରକ୍ଷିତ ଗାଡ଼ି ଚଳାଇବା ଏବଂ ଲୋକଙ୍କ ପାଇଁ ଅସୁବିଧା ସୃଷ୍ଟି କରିବା ପାଇଁ ପୋଲିସ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଆଶା କରୁଛି। କ୍ୟାପଶନ ଅନୁଯାୟୀ, ଏହି ଭିଡିଓ ହାଇଦ୍ରାବାଦରୁ ଆସିଛି। କିନ୍ତୁ ଏ ବିଷୟରେ କିଛି ସ୍ପଷ୍ଟ ଭାବରେ କୁହାଯାଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଇଟ୍‌ରେ ଦେଇଥିବା ଖାଦ୍ୟରୁ ବାହାରିଲା ଜୀବନ୍ତ ମୂଷା, ପରେ ହଠାତ୍‌…

ଖାଦ୍ୟରେ ଜୀଅନ୍ତା ମୂଷା ବାହାରିବା ପରେ ଜରୁରୀ କାଳୀନ ଅବତରଣ କଲା ବିମାନ। ଏହା ଅଆପଣଙ୍କୁ ନିହାତି ଆଶ୍ଚର୍ଯ୍ୟ କରିପାରେ। ଏଭଳି ଘଟଣା ଘଟିଛି ଡେନମାର୍କର...

‘ଜୀବନର ଜଳପଥ’

ନଦୀ ପ୍ରାକୃତିକ ଭାବେ ମଧୁର ଜଳକୁ ପ୍ରବାହ କରିଥାଏ। ଏହା ପାହାଡ଼, ପର୍ବତ କିମ୍ବା ହିମବାହରୁ ଉତ୍ପତ୍ତି ଲାଭକରି ସାଗର, ମହାସାଗର, ହ୍ରଦ କିମ୍ବା ଅନ୍ୟ...

ଆପଣ ବ୍ୟବହାର କରୁଥିବା ଘିଅରେ ମିଶୁଥାଇପାରେ ପଶୁଚର୍ବି-ମାଛତେଲ, ଜାଣନ୍ତୁ କିପରି ପ୍ରସ୍ତୁତ ହୁଏ ଏହି ଘିଅ

ନୂଆଦିଲ୍ଲୀ,୨୨।୯: ତିରୁପତି ବାଲାଜୀ ମନ୍ଦିର ପ୍ରସାଦ ଲଡୁରେ ପଶୁ ଚର୍ବି ଓ ମାଛ ତେଲ ମିଶାଇବା ଘଟଣାରେ ସାରା ଦେଶ ଉଠୁଛି ପଡୁଛି। ଏହାକୁ ନେଇ...

ଏତେ ଲମ୍ବା ଗୋଡ଼ !

ଟେକ୍ସାସ୍‌, ସେଦାର ପାର୍କର ୧୭ ବର୍ଷୀୟା ମ୍ୟାକି କୁରାନ। ତାଙ୍କୁ ଦେଖିଲେ ଲାଗିବ ସତେ ଯେମିତି ସେ ଏକ ଲମ୍ବା ବାଉଁଶ। କାରଣ ଏଇ ବୟସରେ...

ସୁନାଚେନ୍‌ର କେଶ

ଆଜିକାଲି ନାନା ପ୍ରକାରର ହେୟାର ଷ୍ଟାଇଲ ଲୋକେ କରୁଛନ୍ତି। ଖାସ୍‌କରି ସେଲିବ୍ରିଟି ଯେଉଁଭଳି ହେୟାରଷ୍ଟାଇଲ କରନ୍ତି ସାଧାରଣ ଲୋକେ ତାକୁ ଅନୁକରଣ କରନ୍ତି। ମେକ୍ସିକୋର ର଼୍ୟାପର୍‌...

ଘର କାମ କରିବ ଏହି ରୋବୋ

ଘର କାମ ପାଇଁ ଆଜିକାଲି ପ୍ରାୟ ସମସ୍ତେ ଚାକର ଚାକରାଣୀ ରଖୁଛନ୍ତି। ହେଲେ ସେମାନେ ସବୁ ସମୟରେ ମନ ଦେଇ କାମ କରି ନ ଥାଆନ୍ତି...

ବ୍ଲୁ ଟୁଥ୍‌ ନାମ କାହିଁକି ହେଲା

ବ୍ଲୁଟୁଥ୍‌ ଏକ ଓ୍ବେରଲେସ୍‌ ଟେକ୍ନୋଲୋଜି। ଯାହାକି ସାରା ପୃଥିବୀରେ ବେଶ୍‌ ଲୋକପ୍ରିୟ। ତେବେ ଜାଣନ୍ତିକି କମ୍‌ ରେଞ୍ଜରେ ଥିବା ଡିଭାଇସ୍‌କୁ ଯୋଡ଼ିବା ଲାଗି ବ୍ୟବହାର କରାଯାଉଥିବା...

ମା’ଙ୍କ ହାତରେ ମୋ ପ୍ରଥମ ରୋଜଗାର ଟଙ୍କା

ମୁଁ ମହାବିଦ୍ୟାଳୟ ଶିକ୍ଷା ସମାପ୍ତ ପରେ ଚାକିରି ସନ୍ଧାନରେ ଥିଲି। ପରେ ନିଜ ଗାଁ ଶିଶୁ ବିଦ୍ୟାମନ୍ଦିରରେ ଶିକ୍ଷକ ରୂପେ ଯୋଗଦେଇଥିଲି। ସେଠିକାର ଶିକ୍ଷାଦାନ ପଦ୍ଧତି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri