ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା

ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ କାଜାଖସ୍ତାନର ରାଜଧାନୀ ଆସ୍ଥାନାଠାରେ ଓ୍ବାଙ୍ଗ୍‌ ୟିଙ୍କ ସହ କଥା ହୋଇଥିଲେ। ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ)ର ବାର୍ଷିକ ଶିଖର ସମ୍ମିଳନୀରେ ଦୁଇ ଦେଶର ବୈଦେଶିକ ମନ୍ତ୍ରୀଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ସ୍ବାଧୀନତା ଦିବସ ପାଳନବେଳେ ଗୁଳିକାଣ୍ଡ: ୩୩ ମୃତ

ଓ୍ବାଶିଂଟନ,୬ା୭: ଆମେରିକାରେ ଜୁଲାଇ ୪ ସ୍ବାଧୀନତା ଦିବସ ପାଳନ ବେଳେ ବିଭିନ୍ନ ସ୍ଥାନରେ ଗୁଳିକାଣ୍ଡ ଘଟି ୩୩ ଜଣଙ୍କ ମୃତ୍ୟୁ ହୋଇଛି ଓ ଅନେକେ ଆହତ...

ବନ୍ୟା ଘେରରେ କାଜିରଙ୍ଗା ଜାତୀୟ ଉଦ୍ୟାନ; ୧୧୪ ବନ୍ୟଜନ୍ତୁ ମୃତ

ଗୁଆହାଟୀ, ୬।୭: ଆସାମ ବନ୍ୟା ବିଭୀଷିକାରୁ ପ୍ରସିଦ୍ଧ କାଜିରଙ୍ଗା ଜାତୀୟ ଉଦ୍ୟାନ ବାଦ୍‌ ପଡ଼ିନାହିଁ। ଏହି ଭୟଙ୍କର ବନ୍ୟାରେ କାଜିରଙ୍ଗା ଜାତୀୟ ଉଦ୍ୟାନର ୧୧୪ ବନ୍ୟଜନ୍ତୁଙ୍କର...

ଜମ୍ମୁ-କଶ୍ମିରରେ ଏନକାଉଣ୍ଟର; ଦୁଇ ଯବାନ ଶହୀଦ, ୪ ଆତଙ୍କୀ ନିପାତ

ନୂଆଦିଲ୍ଲୀ,୬।୭: ଦକ୍ଷିଣ କଶ୍ମିର କୁଲଗାମ ଜିଲାରେ ସେନା ଏବଂ ଆତଙ୍କବାଦୀ ମଧ୍ୟରେ ଏନକାଉଣ୍ଟରରେ ଦୁଇ ଯବାନ ଶହୀଦ ହୋଇଛନ୍ତି। ସେନାର ପ୍ରତିଜବାବରେ ଚାରି ଆତଙ୍କୀ ମଧ୍ୟ...

ପ୍ରଥମ ଦେଖାରେ ପଡ଼ିଥିଲେ ପ୍ରେମରେ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେବା ବେଳେ ସ୍ମୃତିକୁ ମନେ ପକାଇ କାନ୍ଦିଲେ ଶହୀଦ ଅଂଶୁମାନଙ୍କ ସ୍ତ୍ରୀ

ନୂଆଦିଲ୍ଲୀ,୬ା୭: ସେନା ମେଡିକାଲ କୋର୍‌ର କ୍ୟାପଟେନ ଅଂଶୁମାନ ସିଂ ଶହୀଦ ହେବା ପରେ ତାଙ୍କୁ କୀର୍ତ୍ତିଚକ୍ର ପୁରସ୍କାର ପ୍ରଦାନ କରାଯାଇଛି। ଏକ ଧଳା ଶାଢ଼ି ପିନ୍ଧି...

Video: ୧୪ ବର୍ଷ ଦେଶ ସେବା ପରେ ସାଇକେଲ୍‌ରେ ଘରକୁ ଫେରିଲେ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୭: ନେଦରଲ୍ୟାଣ୍ଡରେ ଏକ ଅପ୍ରତ୍ୟାଶିତ ଘଟଣାରେ, ବିଦାୟୀ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ ହେଗ’ରେ ଥିବା ତାଙ୍କ କାର୍ଯ୍ୟାଳୟରୁ ଏକ ନିଆରା ଢଙ୍ଗରେ ସାଇକେଲ ଚଢି ବିଦାୟ...

ସୁରଟରେ ଭୁଶୁଡ଼ିଲା ୫ ମହଲା କୋଠା: ତଳେ ବହୁ ଲୋକ ଚାପି ହୋଇଥିବା ଆଶଙ୍କା, ଉଦ୍ଧାର କାର୍ଯ୍ୟ ଜାରି

ଗାନ୍ଧୀନଗର,୬ା୭: ଗୁଜରାଟର ସୁରଟରେ ଶନିବାର ଏକ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ଅନେକ ଲୋକ ଏହା ତଳେ ଫସି ରହିଥିବା ଅନୁମାନ କରାଯାଉଛି।...

ରାଜନୈତିକ ଭବିଷ୍ୟତ ଶେଷ ହୋଇଯିବା ଭୟରେ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିଲେନି ମୋଦି: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ, ୬।୭: ରାମମନ୍ଦିର ପ୍ରତିଷ୍ଠା କରି ସମସ୍ତ ହିନ୍ଦୁ ସଂପ୍ରଦାୟ ଭାଜପା ସପକ୍ଷରେ ଥିବା ଅନୁମାନରେ ଅଯୋଧ୍ୟାରୁ ଲୋକ ସଭା ନିର୍ବାଚନ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି, କହିଲେ ରଣନୀତିକ ଭାଗିଦାରୀକୁ…

ନୂଆଦିଲ୍ଲୀ,୬ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri