Categories: ଖେଳ

ଟସ୍‌ ଜିତି ଦକ୍ଷିଣ ଆଫ୍ରିକାର ବୋଲି ନିଷ୍ପତ୍ତି

ଧର୍ମଶାଳା, ୧୭।୧୦: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପରେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଓ ନେଦରଲାଣ୍ଡ୍ସ ମଧ୍ୟରେ ଖେଳାଯାଉଛି। ମ୍ୟାଚରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଆମନ୍ତ୍ରଣ ପାଇଁ ନେଦରଲାଣ୍ଡ୍ସ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି। ଦକ୍ଷିଣ ଆଫ୍ରିକା ଏ ପର୍ଯ୍ୟନ୍ତ ଖେଳିଥିବା ୨ଟିଯାକ ମ୍ୟାଚକୁ ବୃହତ୍‌ ବ୍ୟବଧାନରେ ଜିତିସାରିଛି।

Share