ସରିଲା ସବ୍ୟର୍ଚ୍ଚିତାଙ୍କ ‘ହଳଦୀ’

ଭୁବନେଶ୍ୱର,୧।୩(ବ୍ୟୁରୋ): ବିବାହ ବନ୍ଧନରେ ଆବଦ୍ଧ ହେବେ ଓଲିଉଡ୍‌ର ହିଟ୍‌ ଯୋଡ଼ି ସବ୍ୟ-ଅର୍ଚ୍ଚିତା। ରାଜସ୍ଥାନର ଏକ ବିଳାସପୂର୍ଣ୍ଣ ସ୍ଥାନରେ ସୋମବାର ଅଭିନେତା ସବ୍ୟସାଚୀ ମିଶ୍ର ଓ ଅଭିନେତ୍ରୀ ଅର୍ଚ୍ଚିତା ସାହୁଙ୍କ ବିବାହ ଅନୁଷ୍ଠିତ ହେବ। ଏନେଇ ଉଭୟ ସୋସିଆଲ ମିଡିଆରେ ସୂଚନା ଦେଇଥିଲେ। ଏବେ ଉଭୟଙ୍କ ହଳଦୀ ଶେଷ ହୋଇଛି। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

ପ୍ରକାଶ ଯେ, ୨୦୦୭ରେ ଓଡ଼ିଆ ଚଳଚ୍ଚିତ୍ର ‘ପାଗଳପ୍ରେମୀ’ ଜରିଆରେ ଚଳଚ୍ଚିତ୍ର ଜଗତରେ ପାଦ ଥାପିଥିଲେ ଅଭିନେତା ସବ୍ୟସାଚୀ। ଏହା ପୂର୍ବରୁ ସେ ଆଲ୍‌ବମ୍‌ ଜଗତର ଜଣେ ପରିଚିତ ଚେହେରା ଥିଲେ। କେବଳ ଚଳଚ୍ଚିତ୍ର ନୁହେଁ, ସମାଜସେବା କ୍ଷେତ୍ରରେ ମଧ୍ୟ ସେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ସେହିଭଳି ୨୦୦୫ରେ ‘ଓ ମାଇଁ ଲଭ୍‌’ରେ ପ୍ରଥମ ଥର ପାଇଁ ଦର୍ଶକଙ୍କ ନଜରକୁ ଆସିଥିଲେ ଅଭିନେତ୍ରୀ ଅର୍ଚ୍ଚିତା। ଚୁଲ୍‌ବୁଲି ଅନ୍ଦାଜ ସାଙ୍କକୁ ଦମ୍‌ଦାର ଅଭିନୟକୁ ନେଇ ସେ ନିଜକୁ ଆଗଧାଡ଼ିର ନାୟିକା ଭାବେ ପ୍ରମାଣିତ କରିଛନ୍ତି। ଏପରିକି ତାଙ୍କୁ ଓଲିଉଡ୍‌ର ଷ୍ଟାଇଲିସ୍‌ ଅଭିନେତ୍ରୀ ମଧ୍ୟ କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ବାଦ୍‌ ପଡ଼ିଲେ….

ଭୁବନେଶ୍ୱର,୨୩।୧୧: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା...

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪ ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମର ରେଜିଷ୍ଟ୍ରେସନ ସରିଛି।...

ବବି ଦାସଙ୍କ ଭାଇଙ୍କୁ ବାନ୍ଧିଲା ପୋଲିସ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ତାଙ୍କୁ ଗିରଫ କରାଯାଇ...

ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪: ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨୩।୧୧: ଭୁବନେଶ୍ୱରର ପ୍ରେସ୍‌ କ୍ଲବଠାରେ ଆରମ୍ଭ ହୋଇଛି ଧରିତ୍ରୀ ୟୁଥ୍‌ କନକ୍ଲେଭ ୨୦୨୪। ୨ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ପ୍ରଥମ ଦିନରେ ରେଜିଷ୍ଟ୍ରେସନ ପ୍ରକ୍ରିୟା...

ଆଦାନୀଙ୍କୁ ଘଣ୍ଟ ଘୋଡ଼ାଉଛନ୍ତି ମୋଦି ସରକାର

ଭୁବନେଶ୍ୱର, ୨୩ା୧୧(ସୁନିତ୍‌ ମିଶ୍ର):୨ ହଜାର କୋଟି ଟଙ୍କା ଲାଞ୍ଚ ମାମଲାରେ ଆଦାନୀ ଗ୍ରୁପ୍‌ର ସମ୍ପୃକ୍ତି ଏବଂ ଆମେରିକାର କର୍ତ୍ତୃପକ୍ଷଙ୍କ ଅଭିଯୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର...

ଯୁକ୍ତ ୨ ପରୀକ୍ଷା: ଶହେରୁ ଏତିକି ରଖିଲେ ପାସ୍‌

ଭୁବନେଶ୍ୱର,୨୩ା୧୧(ସୁଚିସ୍ମିତା ସାହୁ):ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପାଇଁ ସରଳ ହେଲା ପରୀକ୍ଷା। ପିଲାଙ୍କ ଉପରୁ ପରୀକ୍ଷା ଚାପ କମାଇବା ଓ ସେମାନଙ୍କ ମନରେ ପରୀକ୍ଷାକୁ ନେଇ ରହିଥିବା...

ବିଦ୍ୟୁତ୍‌ ଆଘାତରେ ୬ ବର୍ଷରେ ୯୬ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୩ା୧୧ (ବନ୍ଦନା ସେଠୀ):ରାଜ୍ୟରେ ଦିନକୁ ଦିନ ହାତୀ ମୃତ୍ୟୁ ବଢି ଚାଲିଥିବାବେଳେ ପ୍ରତି ସପ୍ତାହରେ ବିଭିନ୍ନ ସ୍ଥାନରୁ ହାତୀ ମୃତ୍ୟୁ ଓ ଅସୁସ୍ଥ ଖବର...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri