ଶାହାରୁଖଙ୍କୁ ଲାତ ମାରି ଖଟରୁ ଗଳାଇ ପକାଇଥିଲେ ସଲମାନ, କାରଣ ଜାଣିଲେ…

ମୁମ୍ବାଇ: ଉଭୟ ଖାନ୍‌ ସଲମାନ ଏବଂ ଶାହାରୁଖ ବିଗତ ବର୍ଷରୁ ଇଣ୍ଡଷ୍ଟ୍ରିରେ ରାଜ୍‌ କରିଆସୁଛନ୍ତି। ଉଭୟଙ୍କୁ ଫଲୋ କରୁଥିବା ପ୍ରଶଂସକ ମଧ୍ୟ ବହୁତ ଷ୍ଟ୍ରଙ୍ଗ୍‌। ଏଭଳି ପରିସ୍ଥିତିରେ ପ୍ରଶଂସକମାନେ ମଧ୍ୟ ସେମାନଙ୍କର ବ୍ୟକ୍ତିଗତ ବିଷୟରେ ଜାଣିବାକୁ ଉତ୍ସାହିତ ଥାନ୍ତି। ଶାହାରୁଖ ଏବଂ ସଲମାନଙ୍କ ମଧ୍ୟରେ କ’ଣ ଏମିତି ଘଟିଲା, ଯେଉଁଥିପାଇଁ ସଲମାନ ଶାହାରୁଖଙ୍କୁ ଲାତ ମାରି ଖଟରୁ ଗଳାଇ ପକାଇଥିଲେ।

ଏକ କଥା ସଲମାନ ନିଜେ ଏକ ସାକ୍ଷାତକାରରେ ପ୍ରକାଶ କରିଛନ୍ତି। ଯେତେବେଳେ ସେ ଶାହାରୁଖଙ୍କ ସହ ‘କରଣ ଅର୍ଜୁନ’ ଶୁଟିଂ କରୁଥିଲେ। ତା’ପରେ ଏକ ମଜାଦାର ଘଟଣା ଘଟିଥିଲା। ସଲମାନ କହିଛନ୍ତି, ଦିନେ ମୋ’ ଭାଇ ସୋହେଲ ଶୁଟିଂ ପାଇଁ ଆସିଥିଲେ ଏବଂ ସେ ସେଠାରେ ରହିଥିଲେ। ଯାହା ପରେ ମୋତେ ଶାହାରୁଖଙ୍କ ସହିତ ବେଡ୍‌ ଶେୟାର କରିବାକୁ ପଡ଼ିଲା। ଶାହାରୁଖ ପ୍ରଥମେ ଶୋଇପଡ଼ିଥିଲେ ଏବଂ ମୋ ପାଖରେ ଶୋଇବା ସମୟରେ ଏତେ ଜୋର୍‌ରେ ଘୁଙ୍ଗୁଡ଼ି ମାରିଥିଲେ ଯେ, ମୋତେ ବିରକ୍ତ ଲାଗିଥିଲା।
କାରଣ ଘୁଙ୍ଗୁଡ଼ି ଶବ୍ଦ ମୋତେ ଭଲ ଲାଗେନି। ମୁଁ ଏହି ଶବ୍ଦ ସହି ପାରିଲି ନାହିଁ ଏବଂ ନିରାଶା ହୋଇ ଶାହାରୁଖଙ୍କ ଗୋଟିଏ ଲାତ ମାରିଲି ସେ ତଳେ ପଡ଼ିଗଲେ। ଏହା କେବଳ ଏକ ମଜାଦାର କାହାଣୀ ଥିଲା। ଏହା ପରେ ଆମେ ମଧ୍ୟ ବହୁତ ହସିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ୱରରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରଶାନ୍ତଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଘୋଷଣା

ଭୁବନେଶ୍ୱର,୨୪।୪: ପହଲଗାମ ଆକ୍ରମଣକୁ ନେଇ ସାରା ଦେଶ ସ୍ତବ୍ଧ ହୋଇଯାଇଛି। ଏହି ଘଟଣାରେ ଓଡ଼ିଶାର ୨ଜଣ ପୁଅ ମୃତ୍ୟୁବରଣ କରିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ...

Pahalgam Terror Attack: ନିସ୍ତବ୍ଧ ଇଶାଣୀ ଗାଁ

ବାଲେଶ୍ୱର, ୨୪।୪(ବାଞ୍ଛାନିଧି ଦେ):ବାଲେଶ୍ୱର ସଦର ବ୍ଲକ ସାରଗାଁ ପଞ୍ଚାୟତ ଅଧୀନ ଇଶାଣୀ ଗାଁ ଏବେ ନିସ୍ତବ୍ଧ। ସମସ୍ତେ ହତବାକ୍‌ ଓ ମ୍ରିୟମାଣ। ପ୍ରଶାନ୍ତଙ୍କ ମୃତ୍ୟୁକୁ କେହି...

Pahalgam Terror Attack: ପାକ୍‌କୁ ବଡ଼ ଧମକ ଦେଲା ଭାରତ, ରାଷ୍ଟ୍ରଦୂତଙ୍କୁ ପଠାଇଲା ସମନ

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଭାରତ। ଏହାରି ଭିତରେ ସବୁଠୁ ବଡ଼ ଖବର ହେଉଛି, ଭାରତ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ...

ଆଜିଠାରୁ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟରେ ଖରାଛୁଟି

ଭୁବନେଶ୍ୱର,୨୪।୪(ସୁଚିସ୍ମିତା ସାହୁ): ରାଜ୍ୟରେ ଅସହ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ଏଥିରୁ ଛାତ୍ରୀଛାତ୍ରଙ୍କୁ ସୁରକ୍ଷା ଦେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାରଠାରୁ ଉଚ୍ଚଶିକ୍ଷା ବିଭାଗ...

ମାଙ୍କଡ ଡେଇଁଚି, ସମୟ କହିପାରିବୁନି; ଅଘୋଷିତ ବିଦ୍ୟୁତ୍ କାଟ ପାଇଁ ଲୋକେ ଛଟପଟ

ଭଞ୍ଜନଗର,୨୪/୪(ବାବୁଲା ପ୍ରଧାନ)-ଅସହ୍ୟ ଗରମ ଯୋଗୁଁ ଲୋକେ ଆଜକୁ କିଛି ଦିନ ହେବ ଛଟପଟ ହେଉଛନ୍ତି। ଅନ୍ୟପଟେ ଭଞ୍ଜନଗର ଅଞ୍ଚଳରେ ଟାଟା ପାୱାର ପକ୍ଷରୁ ବାରମ୍ବାର ଅଘୋଷିତ...

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image