କୁଷ୍ମାଣ୍ଡା ବେଶରେ ମା’ ସମଲେଶ୍ୱରୀ

ବରଗଡ଼,୬ା୧୦: ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ମନ୍ଦିରରେ ଶାରଦୀୟ ନବରାତ୍ର ପୂଜା ଚାଲିଛି। ଏହି କ୍ରମରେ ରବିବାର ମା’ ସମଲେଶ୍ବରୀ କୁଷ୍ମାଣ୍ଡା ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ମା’ ସମଲେଶ୍ବରୀଙ୍କୁ ଏହି ବେଶରେ ଦର୍ଶନ କଲେ ଶୁଭଫଳ ପ୍ରାପ୍ତି ହୁଏ ବୋଲି ଭକ୍ତଙ୍କ ବିଶ୍ୱାସ ରହିଛି। ଫଳରେ ଭକ୍ତମାନେ ଫୁଲ, ଧୂପ, ଦୀପ ଧରି ମନ୍ଦିରକୁ ଆସିଛନ୍ତି ଏବଂ ଦେବୀଙ୍କ ଦର୍ଶନ କରୁଛନ୍ତି। ଭକ୍ତଙ୍କ ପାଇଁ ମନ୍ଦିର କମିଟି ପକ୍ଷରୁ ସବୁ ପ୍ରକାର ସୁବ୍ୟବସ୍ଥା କରାଯାଇ ଥିବାବେଳେ ସାଜସଜ୍ଜା ଏବଂ ଭକ୍ତଙ୍କ ଅଖଣ୍ଡ ଦୀପରେ ମନ୍ଦିର ଝଲସି ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦: କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା...

ସ୍ତ୍ରୀଙ୍କ ହାତରୁ ପାଣି ପିଇ ହୃଦ୍‌ଘାତରେ ଚାଲିଗଲା ସ୍ବାମୀଙ୍କ ଜୀବନ

ଦିଗପହଣ୍ଡି,୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତର ପୂର୍ବତନ ସରପଞ୍ଚ ବି.କ୍ରିଷ୍ଣା ରାଓ ସୁବୁଦ୍ଧି ଙ୍କ ରବିବାର ସକାଳେ ହୃଦ୍‌ଘାତରେ ପରଲୋକ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନରେ ସ୍ବାଭିମାନ ମଞ୍ଚ ପ୍ରାର୍ଥିନୀ ପିଙ୍କି ଦାସ ବିଜୟୀ

କୁଜଙ୍ଗ,୬।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକର ବହୁଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଶନିବାର କଡା ସୁରକ୍ଷା ବଳୟ ମଧ୍ୟରେ ବ୍ଲକ କାର୍ଯ୍ୟାଳୟରେ...

ଆପଣଙ୍କ ବିଧାୟକଙ୍କୁ ଜାଣନ୍ତୁ…

ଭଦ୍ରକ ବିଧାନସଭା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ସିତାଂଶୁ ଶେଖର ମହାପାତ୍ର। ୨୦୨୪ ନିର୍ବାଚନରେ ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କୁ ୧୬,୦୬୮...

ଚୋରି କରିନେଲେ କୋଟିଏ ଟଙ୍କାର କଳାପଥର

ଯାଜପୁର,୬ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଡଙ୍କାରୀ ପାହାଡ଼ ପାଦଦେଶରେ ପ୍ରଶାସନ ପକ୍ଷରୁ ମହଜୁଦ ଥିବା ପ୍ରାୟ କୋଟିଏ ଟଙ୍କାର କଳାପଥର ଲୁଟ...

ଅଚାନକ ପରିଦର୍ଶନ: ସବ୍‌ଟ୍ରଜେରୀ କାର୍ଯ୍ୟାଳୟରେ କର୍ମଚାରୀଙ୍କୁ ନ ଦେଖି ବିଧାୟକ କ୍ଷୁବ୍ଧ

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଶନିବାର ଦିଗପହଣ୍ଡି ସବ୍‌ ଟ୍ରେଜେରୀ କାର୍ଯ୍ୟାଳୟକୁ ଅଚାନକ ପରିଦର୍ଶନରେ ଯାଇଥିଲେ। ମଧ୍ୟାହ୍ନ...

ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ...

ପୁଣି ପୋଲିସର ଦାଦାଗିରି: ଦୁଇ ଭାଇଙ୍କୁ ଉଠାଇ ନେଇ ଦେଲେ ଥାର୍ଡ ଡିଗ୍ରୀ

ବଣାଇଁ, ୫।୧୦(ପ୍ରଦୀପ ତ୍ରିପାଠୀ): ଦୁଇ ମାସ ତଳେ ରେଳ ଇଞ୍ଜିନରୁ ତେଲ ଚୋରି ଘଟଣାରେ ସମ୍ପୃକ୍ତି ଦର୍ଶାଇ ଗତ ୨ ତାରିଖ ରାତିରେ ରେଲୱେ ପୋଲିସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri