Categories: ଜାତୀୟ

ସମଲିଙ୍ଗୀ ବିବାହ ରାୟ ସମୀକ୍ଷା ଆବେଦନ ଶୁଣାଣି ୧୦ରେ

ନୂଆଦିଲ୍ଲୀ,୬ା୭: ସମଲିଙ୍ଗୀ ବିବାହକୁ ସ୍ବୀକୃତି ଦେବାକୁ ସୁପ୍ରିମକୋର୍ଟ ଗତବର୍ଷ ଅକ୍ଟୋବର ୧୭ରେ ମନା କରିଦେଇଥିଲେ। ଉକ୍ତ ରାୟର ସମୀକ୍ଷା ପାଇଁ ହୋଇଥିବା ଆବେଦନର ଶୁଣାଣି ଆସନ୍ତା ୧୦ରେ ହେବ। ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ପୀଠ ଚାମ୍ବରରେ ପିଟିଶନ୍‌ର ଶୁଣାଣି ହେବ।

Share