Posted inଜାତୀୟ

ମୋଦି-ଶାହାଙ୍କୁ ଚ୍ୟାଲେଞ୍ଜ ଦେଲେ ସଞ୍ଜୟ

ନୂଆଦିଲ୍ଲୀ,୪।୪:ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ସୁପ୍ରିମକୋର୍ଟଙ୍କ ଜାମିନ ପାଇ ଜେଲ୍‌ରୁ ମୁକ୍ତ ହେବା ପରେ ଆମ ଆଦମୀ ପାର୍ଟୀ ଏମ୍‌ପି ସଞ୍ଜୟ ସିଂ ଭାଜପାକୁ କଡ଼ା ଟାର୍ଗେଟ କରିଛନ୍ତି। ତିହାର ଜେଲରୁ ବାହାରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଚ୍ୟାଲେଞ୍ଜ ଦେଇଛନ୍ତି।
ସଞ୍ଜୟ ସିଂ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଶାହା, ଖୋଲା କାନରେ ଶୁଣନ୍ତୁ। ଦଳର ପ୍ରତ୍ୟେକ ନେତା, ବିଧାୟକ ତଥା କର୍ମୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ସହ ଛିଡା ହୋଇଛନ୍ତି। ଦିଲ୍ଲୀ ଯେଉଁଭଳି ମଡେଲ ସ୍କୁଲ ନିର୍ମାଣ କରାଯାଇଛି ସେମିତି ଗୁଜରାଟରେ କରି ଦେଖାଅ।
ସଞ୍ଜୟ ସିଂ କହିଛନ୍ତି , ଆମେ ଆନ୍ଦୋଳନରୁ ବାହାରୁଥିବା ଏକ ଦଳ, ଆମେ କାହାକୁ ଭୟ କରୁନାହୁଁ। ଦିଲ୍ଲୀର ମହିଳାମାନଙ୍କୁ ଭଲ ଶିକ୍ଷା, ସ୍ବାସ୍ଥ୍ୟ ସୁବିଧା, ମାଗଣା ବସ ଯାତ୍ରା ଏବଂ ଏକ ହଜାର ଟଙ୍କା ଦେବାକୁ ଚାହୁଁଥିବାରୁ ଏଏପି ମୁଖ୍ୟ କେଜ୍‌ରିୱାଲ, ମନୀଷ ସିସୋଡିଆ ଏବଂ ସତ୍ୟେନ୍ଦ୍ର ଜୈନଙ୍କୁ ଜେଲକୁ ପଠାଯାଇଛି। ଆସନ୍ତାକାଲି ସେମାନେ ଭାଗବନ୍ତ ମାନଙ୍କୁ ଗିରଫ କରିବେ ଏବଂ ତାଙ୍କୁ ଇସ୍ତଫା ଦେବାକୁ କହିବେ। କିନ୍ତୁ ଆମେ ଏସବୁ ଡରିନାହୁଁ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ...

ତାମିଲନାଡୁ ରାଜ୍ୟ ସଙ୍ଗୀତ ଗାନ ବେଳେ ବିଭ୍ରାଟ: ରାଜ୍ୟପାଳଙ୍କୁ ଦୋଷଦେଲେ ଷ୍ଟାଲିନ୍‌

ଚେନ୍ନାଇ,୧୯ା୧୦:ଚେନ୍ନାଇସ୍ଥିତ ଦୂରଦର୍ଶନ କେନ୍ଦ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ବେଳେ କଣ୍ଠଶିଳ୍ପୀମାନେ ତାମିଲନାଡୁର ରାଜ୍ୟ ସଙ୍ଗୀତ ଗାନ ସମୟରେ ଏହାର କେତୋଟି ପଂକ୍ତି ଛାଡ଼ିଦେବାରୁ ବଡ଼...

‘ବୋରଲିନ’ ବ୍ୟବହାର କରୁଛନ୍ତି କି? ହୋଇଯାଆନ୍ତୁ ସାବଧାନ, ବୈଜ୍ଞାନିକ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୮।୧୦: ବୈଜ୍ଞାନିକଙ୍କ ବଡ଼ ଖୁଲାସା! ଆୟୁର୍ବେଦିକ କ୍ରିମ ଭାବରେ ଜଣାଶୁଣା ଓ ପ୍ରତିଟି ଘରେ ବ୍ୟହହୃତ ହେଉଥିବା ବୋରଲିନ ଆଣ୍ଟିସେପ୍ଟିକ କ୍ରିମ ଆୟୁର୍ବେଦିକ କ୍ରିମ୍‌ ନୁହେଁ।...

ରାଜସ୍ଥାନର ଲେଡି ସିଙ୍ଘମ ଆଇପିଏସ୍‌ଜଣଙ୍କ କିଏ? ଯାହାଙ୍କ ସ୍କାନର୍‌ରେ ୨୪ ଘଣ୍ଟା ରହୁଛନ୍ତି ଲରେନ୍ସ ବିଶ୍ନୋଇ…

ନୂଆଦିଲ୍ଲୀ,୧୮।୧୦: ମହାରାଷ୍ଟ୍ରର ମୁମ୍ବାଇର ବାନ୍ଦ୍ରାଠାରେ ଦଶହରା ଦିନ ବାବା ସିଦ୍ଦିକିଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଲରେନ୍ସ ବିଶ୍ନୋଇ ଗ୍ୟାଙ୍ଗ ତାଙ୍କ ହତ୍ୟାର ଦାୟିତ୍ୱ ନେଇଛନ୍ତି।...

କଂଗ୍ରେସକୁ ଟାର୍ଗେଟ କଲେ ସଞ୍ଜୟ ରାଉତ, କହିଲେ ଅକ୍ଷମ ନେତା…

ମୁମ୍ବାଇ,୧୮।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ମହା ବିକାଶ ଆଗାଡିରେ ଆସନ ବୁଝାମଣାରେ ସମସ୍ୟା ଉପୁଜୁଛି। ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ଆସନ ବଣ୍ଟା...

ଡିଜେ ସାଉଣ୍ଡ ଶୁଣି ଟଳିପଡିଲେ ନାବାଳକ

ଭୋପାଳ,୧୮।୧୦: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଡିଜେର ଉଚ୍ଚ ସ୍ବର ଯୋଗୁ ଜଣେ ନାବାଳକଙ୍କ ଜୀବନ ଯାଇଛି। ନିକଟରେ ଦଶହରା...

ସଲମାନ କେମିତି କ୍ଷମା ମାଗିଲେ ମାନି ଯିବେ ଲରେନ୍ସ, ଜାଣନ୍ତୁ କ୍ଷମା ମାଗିବାକୁ କ’ଣ ରହିଛି କଡା ନିୟମ

ମୁମ୍ବାଇ,୧୮।୧୦: ରାଜାନେତା ବାବା ସିଦ୍ଦିକୀଙ୍କ ହତ୍ୟା ପରେ ବଲିଉଡ ଅଭିନେତା ସଲମାନ ଖାନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ତାଙ୍କ ଘର ନିକଟରେ ଆସୁଥିବା ଲୋକଙ୍କ ଉପରେ...

ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ବଡ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜାମିନ ମିଳିଛି। ମନି ଲଣ୍ଡରିଂ ମାମଲାରେ ତାଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ କହିଛନ୍ତି ଯେ ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri